ଭୁବନେଶ୍ୱର(ବ୍ୟୁରୋ),୨୬।୯: କରୋନାରେ ଓଡ଼ିଆମାନେ ଖୁସି ନ ଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଶୁକ୍ରବାର ଇଣ୍ଡିଆ ହାପିନେସ୍ ରିପୋର୍ଟ-୨୦୨୦ ପ୍ରକାଶ ପାଇଥିବାବେଳେ ତାଲିକାର ସବୁଠାରୁ ଶେଷରେ ରହିଛି ଓଡ଼ିଶା।…
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱରରେ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ଏବେ ବି ଜଟିଳ ସ୍ଥିତି ଜାରି ରହିଛି। ଅମାନିଆଙ୍କ ପାଇଁ ସଂକ୍ରମଣ ବଢ଼ୁଥିବାବେଳେ ଦିନକୁ…
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା…
ଭୁବନେଶ୍ୱର ୨୬।୯(ବ୍ୟୁରୋ): ବିଜେଡି ବିଧାୟକ ଦଳ ବୈଠକ ଆସନ୍ତା ୨୮ ତାରିଖ ଅପରାହ୍ନ ୫ଟା ୩୦ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ବୈଠକରେ ସମସ୍ତ…
ନୂଆଦିଲ୍ଲୀ,୨୬ ।୯: ଦିଲ୍ଲୀ ମୁଖ୍ୟମନ୍ତୀ ଅରବିନ୍ଦ କେଜରିୱାଲ ଶନିବାର ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଏବେ ଦିଲ୍ଲୀରେ ୨୪ ଘଣ୍ଟା…
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ (ଭୋକାଲ ଓ ଇନଷ୍ଟ୍ରୁମେଣ୍ଟ)କୁ ଶାସ୍ତ୍ରୀୟ ସଙ୍ଗୀତ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ…
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କେନ୍ଦ୍ରୀୟ ଅନୁଦାନ ଆୟୋଗ(ୟୁଜିସି) ସ୍ନାତକ (ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ନିମନ୍ତେ ନିର୍ଦ୍ଦେଶାବଳୀ ଜାରି କରିଛି। ଶୁକ୍ରବାର…
ଶ୍ରୀନଗର, ୨୬।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଶନିବାର ପୂର୍ବାହ୍ନ ୧୧ଟା ୧୫ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ…
ଭୁବନେଶ୍ୱର ୨୬।୯(ବ୍ୟୁରୋ): ଘରୋଇ ବିଜୁଳି ଉପଭୋକ୍ତାଙ୍କ ଦର ବଢିବା ଘଟଣାରେ ବିରୋଧୀ ଭାଜପା ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଶୁକ୍ରବାର…
ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର…