ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ ହେବା…

ଲକ୍‌ଡାଉନ ପରେ ବଢ଼ିଛି ବିଦ୍ୟୁତ୍‌ ରାଜସ୍ବ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ବିଦ୍ୟୁତ୍‌ ରାଜସ୍ବ ସଂଗ୍ରହ ବୃଦ୍ଧି ପାଇଛି। ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ଏହା କହିଛନ୍ତି। ଲକ୍‌ଡାଉନ୍‌…

ବିଜୁ ଛାତ୍ର ଜନତା ଦଳ ରାଜ୍ୟ, ଜିଲା ସଭାପତି ନିଯୁକ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପରେ ବିଜୁ ଛାତ୍ର ଜନତା ଦଳର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଛାତ୍ର…

ବିସ୍ଥାପିତ ପାଇଥିବା ଜାଗାକୁ ନେଇ କେଁ

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ପାଇଁ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନେ ନିଜ ଭିଟାମାଟି ଛାଡ଼ିଦେଲେ। ଏହାପରେ ଘର କରିବା ନିମନ୍ତେ…

ଭାଗବତ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବିଶିଷ୍ଟ ସର୍ବୋଦୟ ନେତା ଭାଗବତ ପ୍ରସାଦ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ…

ଦୈନିକ ସାଢ଼େ ୪ ଘଣ୍ଟା ଚାଲିବ ବିଧାନସଭା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ତେବେ ଏହି ଅଧିବେଶନ କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ। ଦୈନିକ ସାଢ଼େ୪ ଘଣ୍ଟା ଚାଲିବ।…

୨୦ ପଇସା କମିଲା ଡିଜେଲ

ଭୁବନେଶ୍ୱର,୨୬।୯: ଭୁବନେଶ୍ୱରରେ ଡିଜେଲ ଦର ୨୦ ପଇସା ହ୍ରାସ ପରିଲକ୍ଷିତ ହୋଇଛି। ଫଳରେ ଶୁକ୍ରବାର ଏଠାରେ ଡିଜେଲ ୭୭.୩୭ ଟଙ୍କାକୁ କମିଛି। ପେଟ୍ରୋଲ ଅପରିବର୍ତ୍ତିତ ୮୧.୬୦ ଟଙ୍କା…

ବିରୋଧ, ବିକ୍ଷୋଭ

ଭୁବନେଶ୍ୱର,୨୬।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ବିରୋଧ କରି ଭାରତୀୟ କିଷାନ ୟୁନିୟନ, ଅଲ୍‌ ଇଣ୍ଡିଆ କୃଷକ ସଂଗଠନ, ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ବୟ ସମିତି,…

ଋଷିକୂଲ୍ୟା ନଦୀରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

ଗଞ୍ଜାମ, ୨୬।୯(ଡି.ଏନ୍‌.ଏ .): ଗଞ୍ଜାମ ଥାନା ଐତିହାସିକ ପୋତାଗଡ଼ ସ୍ଥିତ ଋଷିକୂଲ୍ୟା ନଦୀରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଥିବା ଶନିବାର ଦେଖିବାକୁ ମିଳିଛି l ଖବର…

କରୋନାରେ ସଂକ୍ରମିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୬ ।୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି । ଟୁଇଟ୍ କରି କହିଛନ୍ତି ମୋ ନିକଟରେ କରୋନାର ପ୍ରଥମ…