ରାଣାଙ୍କ ଲଣ୍ଡନ ବଙ୍ଗଳା ଜବତ

ନୂଆଦିଲ୍ଲୀ: ୟେସ୍‌ ବ୍ୟାଙ୍କ ଲିମିଟେଡ୍‌ର ପୂର୍ବତନ ସିଇଓ ରାଣା କପୁରଙ୍କ ବିରୋଧରେ ୨ କେନ୍ଦ୍ରୀୟ ସଂସ୍ଥା ପକ୍ଷରୁ ଶୁକ୍ରବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତଦନ୍ତ ଉପଯୋଗୀ ଗୁରୁତ୍ୱପୂର୍ଣ୍ଣ…

ଯୁବରାଜ ସିଂ ଆକାଶର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ

ନୂଆଦିଲ୍ଲୀ: ଆକାଶ ଏଡୁକେଶନାଲ ସର୍ଭିସେସ୍‌ ଲିମିଟେଡ୍‌ (ଏଇଏସ୍‌ଏଲ୍‌) କ୍ରିକେଟର ଯୁବରାଜ ସିଂଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ କରିଥିବା ବିଷୟର ଘୋଷଣା କରିଛି। ଏହି ପ୍ରତିଭାବାନ କ୍ରିକେଟର…

୨୦୨୧-୨୨ରେ ସ୍ଥିତାବସ୍ଥା ଫେରିବ

  ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୧-୨୨ରେ ଭାରତର ଅର୍ଥ ବ୍ୟବସ୍ଥାର ସ୍ଥିତାବସ୍ଥା ଫେରିବା ନେଇ ଆକଳନ କରାଯାଇଛି। ଏସ୍‌ ଆଣ୍ଡ ପି ଗ୍ଲୋବାଲ ରେଟିଂସ ପକ୍ଷରୁ ଶୁକ୍ରବାର…

ଟ୍ରାକ୍‌କୁ ଫେରିଲା ଶେୟାର ବଜାର; ନିବେଶକଙ୍କୁ ୩.୫୨ ଲକ୍ଷ କୋଟି ଟଙ୍କା ଲାଭ

ନୂଆଦିଲ୍ଲୀ: ଗତ ୬ଦିନ ହେବ ଦେଶର ପୁଞ୍ଜିବଜାରରେ ହ୍ରାସ ଧାରା ଲାଗି ରହିଥିଲା। ଏହି ସମୟ ମଧ୍ୟରେ ନିବେଶକମାନେ ପ୍ରାୟ ୧୧ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ…

ଦିଲ୍ଲୀର ଦ୍ୱିତୀୟ ବିଜୟ

ଦୁବାଇ, ୨୬।୯- ଯୁବ ଓପନର ପୃଥ୍ବୀ ଶ’ଙ୍କ ଦ୍ରୁତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ବାର୍ସିଲୋନାକୁ ମେସିଙ୍କ ସମାଲୋଚନା

ବାର୍ସିଲୋନା, ୨୬ା୯ (ଏପି): ଲୁଇସ୍‌ ସୁଆରେଜଙ୍କୁ ଆଟ୍‌ଲେଟିକୋ ମାଡ୍ରିଡ୍‌କୁ ବଦଳି କରାଯିବା ନିଷ୍ପତ୍ତିରେ ଆର୍ଜେଣ୍ଟିନାର ଷ୍ଟାର ଫୁଟ୍‌ବଲର ତାଙ୍କ କ୍ଲବ ବାର୍ସିଲୋନାକୁ ସମାଲୋଚନା କରିଛନ୍ତି। ଉରୁଗୁଏ ଷ୍ଟ୍ରାଇକର…

ଫ୍ରେଞ୍ଚ୍‌ ଓପନ: ଦୈନିକ ୧ ହଜାର ଦର୍ଶକଙ୍କୁ ଅନୁମତି

ପ୍ୟାରିସ, ୨୬ା୯ (ଏପି)- ପ୍ୟାରିସ୍‌ରେ କରୋନା ଭାଇରସ୍‌ ମହାମାରୀ ଅବସ୍ଥା ବିଗିଡ଼ିବାରେ ଲାଗିଛି। ଏଥିପାଇଁ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ଦୈନିକ ଦର୍ଶକଙ୍କ ସଂଖ୍ୟା ବାରମ୍ବାର…

ଗୁର୍‌ପ୍ରୀତ୍‌ ଓ ସଞ୍ଜୁ ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ, ୨୬ା୯ (ପି.ଟି.)-ସିଜନ ୨୦୧୯-୨୦ ପାଇଁ ଭାରତୀୟ ପୁରୁଷ ଦଳ ଗୋଲକିପର ଗୁର୍‌ପ୍ରୀତ୍‌ ସିଂ ସାନ୍ଧୁ ଏବଂ ମହିଳା ଦଳ ମିଡ୍‌ଫିଲ୍ଡର ସଞ୍ଜୁ ପ୍ଲେୟର ଅଫ୍‌ ଦି…

ମୋ ମନ୍ତବ୍ୟକୁ କଦର୍ଥ କରାଯାଇଛି: ଗାଭାସ୍କର

ଦୁବାଇ,୨୬।୯ (ପି.ଟି.): ବିରାଟ କୋହଲି ଓ ସ୍ତ୍ରୀ ଅନୁଷ୍କାଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ପଡିବା ପରେ ସୁନୀଲ ଗାଭାସ୍କର ଏ ନେଇ ସଫେଇ ଦେଇଛନ୍ତି। କୋହଲି…

କୋହଲିଙ୍କ ଉପରେ ମନ୍ତବ୍ୟ ଦେଇ ବିବାଦରେ ଗାଭାସ୍କର: ଅନୁଷ୍କାଙ୍କ କଡ଼ା ସମାଲୋଚନା

ଦୁବାଇ,୨୬।୯(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲିଙ୍କ ଉପରେ ମନ୍ତବ୍ୟ ଦେଇ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ବିବାଦରେ ପଡିଛନ୍ତି। ଏଥିପାଇଁ କୋହଲିଙ୍କ ସ୍ତ୍ରୀ ତଥା…