ଜୁଲାଇରେ ଜିଏସ୍‌ଟି ଆଦାୟ ୮୭,୪୨୨ କୋଟିକୁ ହ୍ରାସ

ନୂଆଦିଲ୍ଲୀ,୨।୮: ଜୁଲାଇ ମାସରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ବାବଦକୁ କେନ୍ଦ୍ର ସରକାର ୮୭,୪୨୨ କୋଟି ଟଙ୍କା ସଂଗ୍ରହ କରିଛନ୍ତି। ଜୁନ୍‌ ମାସରେ ୯୦,୯୧୭ କୋଟି…

ଏମ୍‌ଏସ୍‌ଏମ୍‌ଇ ଋଣ ଗ୍ୟାରେଣ୍ଟି ସୀମାରେ ପରିବର୍ତ୍ତନ

ନୂଆଦିଲ୍ଲୀ,୨।୮: ଦେଶର ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଲାଗି ସରକାର ଘୋଷଣା କରିଥିବା ୩ ଲକ୍ଷ କୋଟିର ଋଣ ଗ୍ୟାରେଣ୍ଟି ଯୋଜନାରେ କିଛିଟା ପରିବର୍ତ୍ତନ କରିଛନ୍ତି। ନିୟମରେ…

ଅଦାଲତ ଅବମାନନା ଆଇନକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨ା୮: ଅଦାଲତ ଅବମାନନା ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ସମ୍ବିଧାନ ପ୍ରଦତ୍ତ ବାକ୍‌ ସ୍ବାଧୀନତା ଓ ଅଭିବ୍ୟକ୍ତି ସ୍ବାଧୀନତା ଉପରେ ଉକ୍ତ ଆଇନ ଗୁରୁତର ପ୍ରଭାବ…

କେନାଲରେ ଫାଟ, ଚାଷ ଜମିକୁ ମାଡ଼ି ପାରୁ ନାହିଁ ପାଣି

କୋକସରା,୨।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଅଧୀନରେ ଥିବା ବେହେରା ଡ୍ୟାମ୍‌ ଏବଂ ବିଭିନ୍ନ ଚେକ୍‌ ଡ୍ୟାମ୍‌ରୁ ବାହାରି ଥିବା…

ଲଙ୍କା ପ୍ରିମିୟର ଲିଗ୍‌ ଖେଳିବା ଲାଗି ଇରଫାନ ଆଗ୍ରହୀ

ନୂଆଦିଲ୍ଲୀ, ୨ା୮ (ପି.ଟି.)-ଅଗଷ୍ଟ ୨୮ରୁ ଆରମ୍ଭ ହେବାକୁ ଥିବା ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଅଂଶଗ୍ରହଣ କରିବା ଲାଗି ୭୦ ବିଦେଶୀ ଖେଳାଳି ଆଗ୍ରହୀ ଅଛନ୍ତି। ସେମାନଙ୍କ…

ଶିକୁଳିରେ ବନ୍ଧା ଜୀବନ

ବରଗଡ଼ ଅଫିସ୍‌,୨।୮:  ବରଗଡ଼ ଜିଲା ଅମ୍ବାଭୋନାର ଦୟାସାଗର ପୁରୀ। ବୟସ ୨୭ବର୍ଷ ହେବ। ଗ୍ରାମର ରାମେଶ୍ୱର ଓ ତପସ୍ବିନୀଙ୍କ ସାନପୁଅ ଦୟାସାଗର ଗତ ପ୍ରାୟ ୮ବର୍ଷ ହେଲା…

ନାମକୁ ମାତ୍ର ବାୟୋମେଡିକାଲ ୱେଷ୍ଟେଜ୍‌ ପ୍ରକଳ୍ପ

ବାଲେଶ୍ୱର ଅଫିସ, ୨।୮-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବାୟୋମେଡ଼ିକାଲ ହାଜାର୍ଡ଼ ୱେଷ୍ଟେଜ୍‌ ପ୍ରକଳ୍ପ ଦ୍ୱାରା ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚିକିତ୍ସା ବେଳେ…

ବନ୍ଧୁତ୍ୱ ଦିବସ: ‘କହିବା ଆଗରୁ ବୁଝିଯାଏ ମନ କଥା’

ବାରିପଦା ଅଫିସ,୨ା୮-‘ଫ୍ରେଣ୍ଡ ଇଜ୍‌ ନିଡ୍‌ ଇଜ୍‌ ଏ ଫ୍ରେଣ୍ଡ ଇନ୍‌ଡିଡ୍‌’। ଇଂଲିଶରେ ଥିବା ଏହି ବାକ୍ୟର ଅର୍ଥ ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ। ବନ୍ଧୁମାନଙ୍କ…

ହାଉସ୍‌ ଅଫ୍‌ ଲର୍ଡସ ସଦସ୍ୟ ହେଲେ ବୋଥାମ୍‌

ଲଣ୍ଡନ, ୨ା୮ (ପି.ଟି.)-କିମ୍ବଦନ୍ତୀ ଇଂଲଣ୍ଡ ଅଲରାଉଣ୍ଡର ଇଆନ ବୋଥାମ ବ୍ରିଟିଶ ପାର୍ଲାମେଣ୍ଟର ହାଉସ୍‌ ଅଫ୍‌ ଲଡର୍‌ସ ସଦସ୍ୟ ହୋଇଛନ୍ତି। ୬୪ ବର୍ଷୀୟ ପୂର୍ବତନ କ୍ରିକେଟ ଅଧିନାୟକଙ୍କ ସମେତ…

୪ବର୍ଷ ହେଲା ଚାଲିଛି ଜାଗା ଖୋଜା

ଭଦ୍ରକ ଅଫିସ, ୨ା୮-ଭଦ୍ରକ ଜିଲାରେ କ୍ରୀଡ଼ା କ୍ଷେତ୍ରରେ ଉପଯୁକ୍ତ ଭିତ୍ତିଭୂମିର ଅଭାବ ରହିଛି। ଜିଲା ପ୍ରଶାସନ ଏନେଇ ଆବଶ୍ୟକ ତପତ୍ରତା ଦେଖାଉନାହିଁ। ସ୍ଥାନ ଅଭାବ ଆଳରେ ବାଟବଣା…