ପାକିସ୍ତାନ ଗସ୍ତ କରିବାକୁ ଜିମ୍ବାଓ୍ବେ ଦଳକୁ ଅନୁମତି

ହରାରେ,୨୪।୯ (ଏପି): ଆସନ୍ତାମାସ ଏକ ସୀମିତ ଓଭର ସିରିଜ ଖେଳିବାକୁ ଜିମ୍ବାଓ୍ବେ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ। ଏ ନେଇ ଜିମ୍ବାଓ୍ବେ ସରକାର ଅନୁମତି ଦେଇଛନ୍ତି।…

ରୁପା ଛାଉଣି ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ, , ୨୪।୯:ଶ୍ରୀମନ୍ଦିରର ୩ଟି ପ୍ରମୁଖ କବାଟ ରୁପା ଛାଉଣି ହେବ। କଳାହାଟ ଦ୍ୱାର, ବେହେରଣ ଦ୍ୱାର ଏବଂ ଜୟବିଜୟ ଦ୍ୱାରରେ ଲାଗିଥିବା କବାଟଗୁଡ଼ିକୁ ରୁପା…

ମୋରିସ ଖେଳିବା ସମ୍ଭାବନା କମ୍‌

ଦୁବାଇ, ୨୪।୯(ପି.ଟି.)- ଆହତ ସମସ୍ୟାରୁ ସମ୍ପୂର୍ଣ୍ଣ ମୁକୁଳି ନ ଥିବାରୁ କ୍ରିସ୍‌ ମୋରିସ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପକ୍ଷରୁ ଆଗାମୀ ମ୍ୟାଚରେ ମଧ୍ୟ ଖେଳିବା ସମ୍ଭାବନା…

ରାଜେଶ ମହାପାତ୍ରଙ୍କୁ ମିଳିବ ପ୍ରାଣୀମିତ୍ର ଆଓ୍ବାର୍ଡ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନନ୍ଦନକାନନ ପ୍ରାଣୀ ଉଦ୍ୟାନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ୨୦୨୦ ମସିହାର ସମ୍ମାନଜନକ ‘ପ୍ରାଣୀମିତ୍ର ଆୱାର୍ଡ’ ମିଳିବ। କେନ୍ଦ୍ରୀୟ ଚିଡିଆଖାନା ପ୍ରାଧିକରଣ ତରଫରୁ…

ନକଲି ସେଲ୍ସଟ୍ୟାକ୍ସ ଅଫିସର ଗିରଫ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନିଜକୁ ସେଲ୍ସ ଟ୍ୟାକ୍ସ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ଅଭିଯୁକ୍ତ ଜଣଙ୍କ ନିଜେ ଜଣେ ଆୟକର ବିଭାଗର ପୂର୍ବତନ ଅଫିସର…

ପୁଣି ଘୁଞ୍ଚିବ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୨୪।୯ (ପି.ଟି.): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ପୁଣି ଥରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ପୂର୍ବରୁ ଥରେ ଘୁଞ୍ଚାଯାଇ ଏହି ମେଗା ଇଭେଣ୍ଟକୁ ୨୦୨୧…

ଆହତ ମିଚେଲ ଆଇପିଏଲରୁ ଓହରିଲେ, ଜାସନ ହୋଲ୍ଡର ବଦଳ ଖେଳାଳି

ଦୁବାଇ, ୨୪।୯(ପି.ଟି.)- ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମିଚେଲ ମାର୍ଶ ଗୋଟିଏ ମ୍ୟାଚ ଖେଳି ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ରୁ ଓହରି ଯାଇଛନ୍ତି। ସନ୍‌ରାଇଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ମିଚେଲ…

ବଲିଉଡ୍‌କୁ ଆଉ ଏକ ଝଟ୍‌କା:ଚାଲିଗଲେ ଏହି ଲୋକପ୍ରିୟ ଅଭିନେତା

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ଭିକି ଡୋନର’ରେ ଅଭିନୟ କରିଥିବା ଅଭିନେତା ଭୂପେଶ ପାଣ୍ଡ୍ୟାଙ୍କର ପରଲୋକ ଘଟିଛି। ସେ ଫୁସ୍‌ଫୁସ କ୍ୟାନସରରେ ଆକ୍ରାନ୍ତ ଥିଲେ। ନ୍ୟାସନାଲ ସ୍କୁଲ ଅଫ୍‌…

ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ସୁରତ,୨୪।୯: ଗୁଜରାଟର ସୁରତରେ ଥିବା ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ (ଓଏନଜିସି) କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ଭୋରୁ ଏହି ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ…

ସରକାରୀ ଆଇଟିଆଇରେ ଫାଙ୍କା ପଡ଼ିିଲା ସିଟ୍‌

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଆଇଟିଆଇଗୁଡ଼ିକରେ ଚଳିତବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଏହାପରେ କଟକ ସହରସ୍ଥ ୨ଟି ଯାକ ସରକାରୀ ଆଇଟିଆଇରେ ୫୦ ପ୍ରତିଶତ ସିଟ୍‌…