‘ଆମେରିକାସ୍‌ ଗଟ୍‌ ଟ୍ୟାଲେଣ୍ଟ’ ଫିନାଲେରେ ଓଡ଼ିଆ ପୁଅ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଗ୍ଲୋବାଲ୍‌ ପ୍ଲାଟ୍‌ଫର୍ମରେ କରିସ୍ମା ଦେଖାଇଛନ୍ତି ପୁଣିଜଣେ ଓଡ଼ିଆ। ରାୟଗଡ଼ା ଜିଲାର ୨୧ବର୍ଷୀୟ ଯୁବକ ମାରାଜୁ ସୁମନ୍ତ ଆମେରିକାସ୍‌ ଗଟ୍‌ ଟ୍ୟାଲେଣ୍ଟ ସିଜନ-୧୫ର ଫିନାଲେରେ ପହଞ୍ଚତ୍ବାର ସୌଭାଗ୍ୟ…

ବିରୋଧ ସତ୍ତ୍ୱେ ୨ କୃଷି ବିଧେୟକକୁ ରାଜ୍ୟ ସଭାରେ ମଞ୍ଜୁରୀ 

ନୂଆଦିଲ୍ଲୀ, ୨୦।୯: ମୌସୁମୀ ଅଧିବେଶନର ୭ମ ଦିନରେ ରବିବାର ରାଜ୍ୟ ସଭାରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ୩ଟି କୃଷି ବିଧେୟକ ମଧ୍ୟରୁ ୨ଟିକୁ ମଞ୍ଜୁରୀ ମିଳିଛି। କୃଷି…

ନରେନ୍ଦ୍ର ପୁଷ୍କରିଣୀରେ ମାଛ ମରିବା ଘଟଣା: ମୂଷାନଈ ପାଣିକୁ ଦାୟୀ କଲେ ଲୋକେ

ପୁରୀ ଅଫିସ,୨୦।୯: ପ୍ରଦୂଷିତ ହୋଇଯାଇଛି ପବିତ୍ର ନରେନ୍ଦ୍ର ପୁଷ୍କରିଣୀ ଜଳ। ଶହ ଶହ ସଂଖ୍ୟାରେ ମାଛ ମରି ଭାସୁଛନ୍ତି। ୩ଦିନ ହେବ ନରେନ୍ଦ୍ର ପୁଷ୍କରିଣୀରେ ଏଭଳି ଚିତ୍ର…

ଅନ୍‌ଲାଇନ୍‌ରେ ମଦ ମଗାଇ ଠକାମିର ଶିକାର ହେଲେ ଡାକ୍ତର: ଦୁଇ ଆକାଉଣ୍ଟରୁ ଲୁଟିନେଲେ ଦେଢ଼ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୯ (ବ୍ୟୁରୋ): ଅନ୍‌ଲାଇନରେ ମଦ ମଗାଇ ଜଣେ ପ୍ରତିଷ୍ଠିତ ଡାକ୍ତର ଠକେଇର ଶିକାର ହୋଇଛନ୍ତି। ସାଇବର ଠକ ଦୁଇଟି ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।…

ଭବାନୀପାଟଣା ବଜାରରେ ବେକାବୁ ହେଉଛି ପନିପରିବା ଦର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ବର୍ଷା ଓ ବନ୍ୟା ପରିବା ବଜାରରେ ନିଆଁ ଲଗାଇଲା ଭଳି ସ୍ଥିତି ସୃଷ୍ଟି କଲାଣି। ରାଜ୍ୟ ବାହାରୁ ଆମଦାନୀ ହେଉଥିବା ପନିପରିବା ଦର ଆକାଶଛୁଆଁ ହେବାରେ…

ଜାତୀୟ ର଼୍ୟାଙ୍କିଙ୍ଗ୍‌ରେ ଓଡ଼ିଶାର ୧୧ ଆଇଟିଆଇ: ପ୍ରତିଷ୍ଠା ହେବ ଉନ୍ନତ ବୈଷୟିକ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ସ୍କିଲ୍‌ଡ ଇନ୍‌ ଓଡ଼ିଶା ବ୍ରାଣ୍ଡକୁ ଆଉ ପାଦେ ଆଗକୁ ନେଇ ରାଜ୍ୟ ସରକାର ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍‌ବିଏଡିସି) ଜିଲାରେ ଉତ୍କୃଷ୍ଟ ବୈଷୟିକ…

ଆଇସିୟୁରେ ରାମ ବିଳାସ ପାସଓ୍ବାନ: ଆସନ ଭାଗଭଣ୍ଟା ବୈଠକରେ ଯୋଗ ଦେବେନି ଚିରାଗ

ନୂଆଦିଲ୍ଲୀ, ୨୦।୯: କେନ୍ଦ୍ରୀୟ ଖାଉଟି ଓ ଯୋଗାଣ ମନ୍ତ୍ରୀ ରାମ ବିଳାସ ପାସଓ୍ବାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଚିକିତ୍ସା ଜାରି ରହିଛି। ତେଣୁ ବିହାର ବିଧାନସଭା…

ବିନା ପେଟ୍ରୋଲ, ଡିଜେଲରେ ଚାଲୁଛି ଏହି ବାଇକ୍‌, ଜାଣନ୍ତୁ ଆଉ କ’ଣ ରହିଛି ସୁବିଧା

ଚେନ୍ନାଇ,୨୦ା୯: ପରିବେଶକୁ ଦୃଷ୍ଟିରେ ରଖି ଇଲେକ୍ଟ୍ରିକ୍‌ ଗାଡ଼ିମୋଟର ସଂଖ୍ୟା ବଢ଼ିଚାଲିଛି। ସରକାର ମଧ୍ୟ ଇଲେକ୍ଟ୍ରିକ୍‌ ଯାନବାହନ ପ୍ରତି ବେଶ୍‌ ଗୁରୁତ୍ୱ ଦେଉଛନ୍ତି। ତାମିଲନାଡୁର ଜଣେ ଛାତ୍ର ଏମିତି…

କଟକ ମାଟିରେ ଫେଣ୍ଟା କାରିଗରର ଭାବନା: ପରମ୍ପରାକୁ ଭୁଲି ମୂର୍ତ୍ତି ଭାଙ୍ଗିବ କିଏ…

କଟକ ଅଫିସ୍‌, ୨୦।୯ : କଟକ ମାଟିରେ ଫେଣ୍ଟି ହୋଇଥାଏ କାରିଗରର ଭାବନା। ଭାଗମାପ ନୁହେଁ, ଭାବରେ ମା’ଙ୍କ ମୂର୍ତ୍ତି ତିଆରି କରାଯାଏ। ଯେତିକି ପୁରୁଣା ଏ…

ଅମାନିଆଙ୍କୁ ସାବାଡ଼ କରୁଛି ପୋଲିସ: ଜରିମାନା ଭୟରେ ଭିଡ଼ ଉଭାନ

ଭୁବନେଶ୍ୱର,୨୦।୯ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କ ନିର୍ଦ୍ଦେଶ ପରେ କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ବେଶ୍‌ ତତ୍ପରତା ଦେଖାଇଛି କମିଶନରେଟ ପୋଲିସ। କଟକ, ଭୁବନେଶ୍ୱର ଦ୍ୱୈତନଗରୀରେ ଯାଞ୍ଚ…