ପିଏମ୍‌ କିଷାନରେ ଦିଆଯିବ ୧୭ ହଜାର କୋଟି

ନୂଆଦିଲ୍ଲୀ,୨୯।୭: କୃଷକମାନଙ୍କର ଉନ୍ନତି ଲାଗି ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଯୋଜନା ବା ପିଏମ୍‌ କିଷାନ ଯୋଜନା ଘୋଷଣା କରିଛନ୍ତି। ସରକାର ଏହି ଯୋଜନାର ୬ଷ୍ଠ କିସ୍ତି…

କେନ୍ଦ୍ରର ନୂଆ ଶିକ୍ଷାନୀତି: ୧୦+୨ ଢାଞ୍ଚା ବଦଳରେ ୫+୩+୩+୪

କେନ୍ଦ୍ର କ୍ୟାବିନେଟ୍ ଆଜି ନୂଆ ଶିକ୍ଷାନୀତି ୨୦୨୦ କୁ ମଂଜୁରୀ ଦେଇଛନ୍ତି । ପ୍ରାୟ ୩୪ ବର୍ଷରେ ପ୍ରଥମ ଥରପାଇଁ ଦେଶରେ ଶିକ୍ଷାନୀତିରେ ପରିବର୍ତ୍ତନ ଅଣାଯାଇଛି। ନୂଆ…

ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ…

କରୋନା ବ୍ରେକ୍‌ ପରେ ପ୍ରଥମ ଦିନିକିଆ ସିରିଜ

ସାଉଥାମ୍ପଟନ, ୨୯।୭- କରୋନା ଭାଇରସ ସଂକ୍ରମଣ ଜନିତ ଅନିଶ୍ଚିତତା ମଧ୍ୟରେ ଅନ୍ତର୍ଜାତୀୟ ସ୍ତରରେ ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ କ୍ରିକେଟ ସିରିଜ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ…

ଫେରାର୍‌ ହେଲେ ରିୟା; ଖାଲି ହାତରେ ଫେରିଲା ପୋଲିସ !

ମୁମ୍ବାଇ, ୨୯।୭: ଦିଗଂବତ ବଲିଉଡ୍‌ ଯୁବ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ସୁଶାନ୍ତଙ୍କ ବାପା କେ.କେ. ସିଂ…

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ ଦୁର୍ଗାପୁର(କୋଚିଲାବେଦୀ)ଗ୍ରାମର…

ସୁଶାନ୍ତଙ୍କ ଏକ୍ସଗର୍ଲଫ୍ରେଣ୍ଡଙ୍କ ବୟାନ ରେକର୍ଡ କଲା ପାଟନା ପୋଲିସ

ମୁମ୍ବାଇ,୨୯।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦେଢ଼ମାସ ବିତିଯାଇଛି। ହେଲେ ଏଯାଏଁ ତାଙ୍କ ମୃତ୍ୟୁ ପଛର ରହସ୍ୟ ଉପରୁ ପର୍ଦ୍ଦା ଉଠାଇ ପାରିନ ପୋଲିସ।…

ବିଜୟ କୁମାର ନାଲ୍‌କୋ ପ୍ରଡକ୍ସନ ନିର୍ଦ୍ଦେଶକ

ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍‌କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍‌କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି।…

ରାଜ୍ୟରେ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଆଉ ୮୭୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୮୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ୮୭୮ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୩୯୬ ଜଣ, ଖୋର୍ଦ୍ଧାରୁ ୧୧୪ଜଣ, ଗଜପତିରୁ ୪୯ଜଣ, ଜଗତସିଂହପୁରରୁ ୪୪ଜଣ,…

କରୋନାରୁ ବର୍ତ୍ତିବା ପାଇଁ ନିଆରା ଉପାୟ ଆପଣାଇଲେ ବ୍ୟକ୍ତି

କାନବେରା,୨୯।୭: ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। କରୋନା ସହ ମୁକାବିଲା କରିବା ପାଇଁ ସାରା ଦେଶର ବିଶେଷଜ୍ଞ ଭ୍ୟାକ୍‌ସିନ ବାହାର କରିବାରେ ଲାଗିପଡ଼ିଛନ୍ତି।…