ଜିଏସ୍‌ଟି କ୍ଷତିପୂରଣକୁ ନେଇ ୮ ଦଳର ପ୍ରତିବାଦ

ନୂଆଦିଲ୍ଲୀ: ପ୍ରତିଶ୍ରୁତି ମୁତାବକ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଜନିତ କ୍ଷତିପୂରଣ ପ୍ରଦାନକୁ ନେଇ ବର୍ତ୍ତମାନ ଟଣାଓଟରା ଲାଗି ରହିଛି। ଏହି…

ପୂର୍ବ ତୁଳନାରେ କାର୍‌ ଉପରେ କମିଛି ଜିଏସ୍‌ଟି; ରୟାଲଟି କମାଇ ଖର୍ଚ୍ଚ କମାନ୍ତୁ କମ୍ପାନୀ: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବା ପୂର୍ବରୁ କାର୍‌ ଉପରେ ଯେଉଁ ହାରରେ ଟିକସ ଲାଗୁ ଥିଲା ବର୍ତ୍ତମାନ ତାହା ଅପେକ୍ଷାକୃତ କମିଛି।…

କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୧୮ା୯: ଲକ୍‌ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ…

ଭିସ୍ତାରା ଦେବ ଅନ୍‌ବୋର୍ଡ ଓ୍ବାଇଫାଇ ସେବା

ନୂଆଦିଲ୍ଲୀ : ପ୍ରଥମ ଭାରତୀୟ ବିମାନ ସେବା ଯୋଗାଣକାରୀ କମ୍ପାନୀ ଭାବେ ଭିସ୍ତାରା ଏହାର ବିମାନ ଯାତ୍ରୀଙ୍କୁ ଅନ୍‌ବୋର୍ଡ ଓ୍ବାଇଫାଇ ସେବା ପ୍ରଦାନ କରିବ। ସେପ୍ଟେମ୍ବର ୧୮ଠାରୁ…

୧୧୦୦ କୋଟିର ସହାୟତା ଲୋଡ଼ିଲେ ସରକାର

ଭୁବନେଶ୍ୱର,୧୮ା୯(ବ୍ୟୁରୋ):ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ…

ଭାରତର ଜିଡିପି ୮.୬% ଖସିବ:ୟୁଏସ୍‌ବି

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ୮.୬% ଖସିବ ବୋଲି ସ୍ବିସ୍‌ ବ୍ରୋକ୍‌ରେଜ ଫାର୍ମ ୟୁଏସ୍‌ବି ସିକ୍ୟୁରିଟି ପକ୍ଷରୁ ଗୁରୁବାର କୁହାଯାଇଛି। ଜିଡିପି ୫.୮% ଖସିବ…

ଆର୍ଥତ୍କ ପୁନରୁଦ୍ଧାର ପାଇଁ ଲାଗିପାରେ ୫ ବର୍ଷ

ନୂଆଦିଲ୍ଲୀ: କରୋନା ମହାମାରୀ ପ୍ରଭାବ ଯୋଗୁ ସାରା ବିଶ୍ୱ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ବିଶ୍ୱବଜାରର ଆର୍ଥତ୍କ ପୁନରୁଦ୍ଧାର ଲାଗି ଅନ୍ତତଃ ପକ୍ଷେ ୫ ବର୍ଷ ସମୟ…

ସାମ୍‌ସଙ୍ଗ୍‌ ସ୍ମାର୍ଟଫୋନ୍‌ରେ ନୂଆ ସୁରକ୍ଷା ଫିଚର

ନୂଆଦିଲ୍ଳୀ: ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ସାମ୍‌ସଙ୍ଗ୍‌ ପକ୍ଷରୁ ଫୋନ୍‌ର ପ୍ରିଭେସି ଓ ସୁରକ୍ଷା ବୃଦ୍ଧି ଲାଗି ଏକ ନୂଆ ଫିଚର ଆଲଟ୍‌ଜେଡ୍‌ ଲାଇଫ ପ୍ରାଇଭେଟ ମୋଡ୍‌ର ଶୁଭାରମ୍ଭ…

ନିବେଶକଙ୍କ ସମ୍ପତ୍ତି ଲକ୍ଷେ କୋଟି କମିଲା

ନୂଆଦିଲ୍ଳୀ: ଗତ ୨ ଦିନ ଧରି କାରବାର ଉନ୍ନତ ରହିବା ପରେ ଗୁରୁବାର ଦେଶର ପୁଞ୍ଜି ବଜାର ଉପରେ ଚାପ ପଡିଥିବା ଜଣାପଡିଛି। ଫଳରେ ନିବେଶକଙ୍କ ସମ୍ପତ୍ତି…