ଗୁରୁତରଙ୍କୁ ନେଲାନି ଆମ୍ବୁଲାନ୍ସ: ଚାଲିଗଲା ମନୋଜଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୮।୭: କରୋନା ମହାମାରୀ ଭୟରେ ହଜିଯାଉଛି ମାନବିକତା। ସଂକ୍ରମଣ ଯୋଗୁ ମଣିଷ ଅଛୁଅଁା ପାଲଟିଯାଉଛି। ଏଭଳି ଅମାନବିକତା ଯୋଗୁ ସୋମବାର ଚାଲିଯାଇଛି ଜଣେ ବ୍ୟକ୍ତିଙ୍କ ଜୀବନ।…

ଚିଙ୍ଗୁଡ଼ି ପାଇଁ ଜୀବନ ବାଜି

କେନ୍ଦ୍ରାପଡ଼ା ଅଫିସ, ୨୮।୭ (ଜଗନ୍ନାଥ ଧଳ): ଏଭଳି କେତେକ ଜୀବିକା ରହିଛି, ଯେଉଁଥିରେ ଜୀବନ ଚାଲିଯାଉଛି। ହେଲେ ଅର୍ଥ ମୋହରେ ଲୋକେ ସେହି ପ୍ରାଣହାନି ଜୀବିକାଠାରୁ ଦୂରେଇ…

କର୍ମଚାରୀ ବୋଝ ନେବାକୁ ଅମଙ୍ଗ ଟିପିସିଏଲ୍‌

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଇଦେବାକୁ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରୁଛନ୍ତି। ହେଲେ ଘରୋଇ କମ୍ପାନୀ ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାରୁ ଲାଭବାନ ହେଉଥିବାବେଳେ ଉପଭୋକ୍ତାଙ୍କୁ…

ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ…

ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ…

ଦୋକାନରେ ତାଲା, ଘରେ ବେପାର

ଅନୁଗୋଳ ଅଫିସ୍‌, ୨୮।୭ ଅନୁଗୋଳରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ପ୍ରହସନ ପାଲଟିଛି ଲକ୍‌ଡାଉନ୍‌ କଟକଣା। ସକାଳୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା…

ଦୁର୍ଦ୍ଦିନରେ ୨ ହଜାର ବାଦ୍ୟକାର

ବଅଁରପାଳ, ୨୮ା୭(ଡି.ଏନ.ଏ.) କରୋନା ବ୍ୟାପିବା ପୂର୍ବରୁ ବର୍ଷ ତମାମ ହାତକୁ କାମ ଆସୁଥିଲା। ରୋଜଗାରରେ କୌଣସି ଅସୁବିଧା ହେଉ ନ ଥିଲା। ବାଦ୍ୟ, ସଙ୍ଗୀତ ପରିବେଷଣ ପାଇଁ…

କାଳିଆ ଟଙ୍କା ଫେରାଇବାକୁ ୩,୮୧୪ ହିତାଧିକାରୀଙ୍କୁ ନୋଟିସ୍‌

ଭଦ୍ରକ ଅଫିସ, ୨୮ା୭-ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ମଧ୍ୟରୁ କାଳିଆ ଯୋଜନା ଏକ ଲୋକାଭିମୁଖୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଯୋଜନା ଭାବେ ବେଶ୍‌ ଲୋକାଦୃତ…

ଇଂଲଣ୍ଡ ଦଳକୁ ଟୋପ୍‌ଲେଙ୍କ ପ୍ରତ୍ୟାବର୍ତ୍ତନ

ସାଉଥାମ୍ପଟନ, ୨୮।୭ (ପି.ଟି.)- ଦୀର୍ଘ ୪ ବର୍ଷ ପରେ ଇଂଲଣ୍ଡ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବାମହାତୀ ପେସ୍‌ ବୋଲର ରିଷି ଟୋପ୍‌ଲେ। ଆୟର୍ଲାଣ୍ଡ ବିପକ୍ଷ ସିରିଜ…