ନୀତୀଶଙ୍କ ଭୟ: ୬ ଥର ମୁଖ୍ୟମନ୍ତ୍ରୀ ହୋଇ ବି ୧୬ ବର୍ଷଧରି ଲଢ଼ି ନାହାନ୍ତି ନିର୍ବାଚନ

ପାଟନା, ୧୫।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏନେଇ ରାଜ୍ୟରେ ରାଜନୈତିକ ସ୍ଥିତି ବେଶ୍‌ ଚଳଚଞ୍ଚଳ ହେବାରେ ଲାଗିଛି। ଜେଡିୟୁ ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ନୀତୀଶ…

ଲଗେଜ୍‌ରେ ବନ୍ଧୁକ ନେଇ ବିମାନଯାତ୍ରା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ହାଇସିକ୍ୟୁରିଟ୍‌ ଜୋନ୍‌ କୁହାଯାଉଥିବା ବିମାନ ବନ୍ଦର ଭିତରକୁ ଜଣେ ଯାତ୍ରୀ ବନ୍ଧୁକ ନେଇଯାଇଥିଲେ। ବିମାନ ଭିତରକୁ ଚଢିବା ସମୟରେ ସୁରକ୍ଷାକର୍ମୀ ଲଗେଜ ଯାଞ୍ଚ କରିବାବେଳେ ଯାତ୍ରୀ…

ପଞ୍ଚଭୂତରେ ଲୀନ ‘ହାକିମବାବୁ’

ଭୁବନେଶ୍ୱର(ବ୍ୟୁରୋ),୧୫।୯: କୋହଭରା ଶୋକାକୁଳ ପରିବେଶ ମଧ୍ୟରେ ଶେଷ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ଜଗତର ‘ହାକିମବାବୁ’ଙ୍କ ଅନ୍ତିମ ଯାତ୍ରା। ପଞ୍ଚଭୂତରେ ଲୀନ ହୋଇଛନ୍ତି ବରିଷ୍ଠ ଅଭିନେତା ଓ ନିର୍ଦ୍ଦେଶକ…

ପୁରୀରେ ଅଷ୍ଟ୍ରେଲିଆନ ଅଙ୍ଗୁର

ପୁରୀ ଅଫିସ, ୧୫।୯: ସାଧାରଣତଃ ଥଣ୍ଡା ଜଳବାୟୁ ପରିବେଶଭିତ୍ତିକ ଅଞ୍ଚଳରେ ଅଙ୍ଗୁର ଚାଷ କରାଯାଇଥାଏ। କିନ୍ତୁ ପୁରୀରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସମୁଦ୍ର କୂଳିଆ ଅଞ୍ଚଳ…

ମନ୍ତ୍ରୀ, ବିଧାୟକଙ୍କ ସମେତ ଭାଜପା ରାଜ୍ୟ ସଭାପତିଙ୍କୁ କରୋନା

ଭୁବନେଶ୍ୱର ୧୫।୯(ବ୍ୟୁରୋ):ରାଜ୍ୟର ଏକାଧିକ ନେତା ଓ ମନ୍ତ୍ରୀ ବର୍ତ୍ତମାନ କରୋନା ସଂକ୍ରମଣର ଶୀକାର ହେଉଛନ୍ତି। ଲଗାତର ଭାବେ ଏହିଭଳି ଖବର ସାମ୍ନାକୁ ଆସୁଥିବା ବେଳେ ସୋମବାର ରାଜ୍ୟ…

ଭାରତୀୟ ଯୁଦ୍ଧ ଜାହାଜରେ ଇନ୍ଧନ ଭରିଲା ଆମେରିକା ନୌସେନା ଟ୍ୟାଙ୍କର

ନୂଆଦିଲ୍ଲୀ,୧୫ ।୯: ଭାରତୀୟ ନୌସେନାର ଯୁଦ୍ଧ ଜାହାଜରେ ସୋମବାର ଏକ ଚୁକ୍ତି ଅଧାରରେ ଉତ୍ତର ଆରବ ସାଗରରେ ଆମେରିକ ନୌସେନାର ଟ୍ୟାଙ୍କର ୟୁଏସ୍‌ଏନ୍‌ଏସ୍ ୟୁକୋନ ଇନ୍ଧନ ଭରିଛି…

ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତିଙ୍କ ପରଲୋକ

କଟକ ଅଫିସ,୧୫।୯: ପ୍ରଖ୍ୟାତ ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତି(୯୦)ଙ୍କର ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଦୁଇଦିନ ତଳେ ମଙ୍ଗଳାବାଗର ଏକ ଘରୋଇ…

ପ୍ରେମିକଙ୍କ ସହ ରହିବା ପାଇଁ ୨ ସନ୍ତାନର ମା’ ମାଗିଲେ ସୁରକ୍ଷା, କୋର୍ଟ ନିର୍ଦ୍ଦେଶ ଦେଲେ ଏମିତି

ଚଣ୍ଡିଗଡ,୧୫।୯: ପଞ୍ଜାବରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ପ୍ରେମିକଙ୍କ ସହ ରହିବା ପାଇଁ ୨ ସନ୍ତାନର ମା’ ହାଇକୋର୍ଟରେ ସୁରକ୍ଷା ମାଗିଛନ୍ତି। ସ୍ବାମୀ ଏବଂ ଶାଶୁଘର…

ନିୟନ୍ତ୍ରଣରେ ନାହିଁ ଆଳୁ, ପିଆଜ ଦର

ଭୁବନେଶ୍ୱର,୧୫।୯(ବ୍ୟୁରୋ): କରୋନା ମହାମାରୀ ରୋଜଗାରକୁ ଛଡାଇ ନେଇଥିବା ବେଳେ ବଜାରର ଆଳୁ, ପିଆଜ ଓ ପରିବା ଦର ବୋଝ ଉପରେ ନଳିତା ବିଡା ହୋଇଛି। ଦର ବୃଦ୍ଧି…

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହି ବୈଠକ ଭିଡିଓ କନଫରେନ୍ସ…