୨.୨୦ ଲକ୍ଷ କୋଟି ଟଙ୍କା ବଢିଲା ନିବେଶକଙ୍କ ସମ୍ପତ୍ତି

ମୁମ୍ବାଇ, ୧୧।୯ : ଗୁରୁବାର ଦେଶର ପୁଞ୍ଜି ବଜାର କାରବାର ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତି ୨.୨୦ ଲକ୍ଷ କୋଟି ଟଙ୍କା ବଢିଛି। ୨ ଦିନ ନିମ୍ନରେ…

କମୁଛି ରାଜସ୍ବ, ବଢୁଛି ଖର୍ଚ୍ଚ: ଅଧିକ ଋଣ କରିପାରନ୍ତି ସରକାର

ନୂଆଦିଲ୍ଲୀ, ୧୧।୯ : କରୋନା ମହାମାରୀ ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା କ୍ଷତିଗ୍ରସ୍ତ ହୋଇଛି। ଅପରପକ୍ଷରେ ଟିକସ ସଂଗ୍ରହ କମୁଥିବାରୁ ରାଜକୋଷ ଉପରେ ଏବେ ଚାପ ପଡୁଛି।…

ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଏମିତି ନିଷ୍ପତ୍ତି ନେଲେ ଯୁବକ, ଆଉ ତା’ପରେ

ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଜଣେ ଯୁବକ ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ଶାଢି ସହାୟତାରେ ବେକକୁ ଚିପି ହତ୍ୟା କରିଛନ୍ତି। କେବଳ…

ଜୟଶଙ୍କର-ୟାଙ୍ଗ ଆଲୋଚନା

ମସ୍କୋ, ୧୦।୯: ରୁଷିୟା ରାଜଧାନୀ ମସ୍କୋଠାରେ ସାଙ୍ଘାଇ ସହଯୋଗ ସଙ୍ଗଠନ( ଏସସିଓ) ବୈଦେଶିକ ମନ୍ତ୍ରୀଙ୍କ ବୈଠକ ପୁଷ୍ଠଭୂମିରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଓ ଚାଇନା…

ବର୍ଷା-ଅନୁଭବଙ୍କୁ ଭେଟିଲେ ମାନବାଧିକାର କର୍ମୀ

କଟକ ଅଫିସ,୧୧ା୯:ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଗୁରୁବାର କେତେଜଣ ମାନବାଧିକାର କର୍ମୀ…

କମିପାରେ ଶସ୍ୟ ଉତ୍ପାଦନ

ଭୁବନେଶ୍ୱର,୧୧ା୯(ବ୍ୟୁରୋ):ଚଳିତ ବର୍ଷର ଅନିୟମିତ ମୌସୁମ ବର୍ଷା ଖରିଫ ଫସଲ ପାଇଁ ମହା ବିପଦ ସୃଷ୍ଟି କରିଛି। ଜୁଲାଇ ମାସର ବର୍ଷାଭାବ ଏବଂ ଅଗଷ୍ଟର ଅତ୍ୟଧିକ ବୃଷ୍ଟି ରାଜ୍ୟର…

ଦୁବାଇରେ ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ୍‌

ନୂଆଦିଲ୍ଲୀ, ୧୧ା୯ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଯୋଗୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଦୁର୍ନୀତି ନିବାରଣ ୟୁନିଟ୍‌ (ଏସିୟୁ) ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ…

ସ୍ମିଥ୍‌ଙ୍କ ମତରେ କୋହଲି ଶ୍ରେଷ୍ଠ

ମାଞ୍ଚେଷ୍ଟର, ୧୧।୯(ପି.ଟି.)- ସାମ୍ପ୍ରତିକ ଅନ୍ତର୍ଜାତୀୟ କ୍ରିକେଟରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ସ୍ମିଥ ଦୁଇ ସମକକ୍ଷ ବ୍ୟାଟ୍ସମ୍ୟାନ। ଉଭୟ ଖେଳାଳି…

ରେସିଂ ପଏଣ୍ଟ ସହ ଚୁକ୍ତି କଲେ ଭେଟେଲ

ଲଣ୍ଡନ, ୧୧ା୯ (ଏପି)-ଚାରିଥର ଫର୍ମୁଲା ଓ୍ବାନ୍‌ ଚାମ୍ପିୟନ ସେବାଷ୍ଟିଆନ ଭେଟେଲ ରେସିଂ ପଏଣ୍ଟ ଟିମ୍‌ ସହ ଚୁକ୍ତି କରିଛନ୍ତି। ଟିମ୍‌ର ନାମ କିନ୍ତୁ ନିକଟରେ ବଦଳିଯିବ। ଏହା…