ପୁଅ ହେବ ତ ଏମିତି: କରୋନା ସଂକ୍ରମିତ ମା’ଙ୍କୁ ଦେଖିବା ପାଇଁ…

କରୋନା ସମୟରେ ସାମାଜିକ ଦୂରତା ବଜାୟ ରଖିତ୍ବା ନିହାତି ଆବଶ୍ୟକ। କରୋନା ଆକ୍ରାନ୍ତଙ୍କଠାରୁ ଦୂରେଇ ରହିବା ତାଙ୍କ ପରିବାର ପାଇଁ ବେଶ୍‌ କଷ୍ଟର ସାବ୍ୟସ୍ତ ହୋଇଥାଏ। ଯାହାର…

ମାସ୍କ୍‌ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା

ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି ହୋଇଥିବା…

ବିଲରେ ଧାନ ରୋଉଛନ୍ତି ଏହି ଅଭିନେତା, ଗର୍ଲଫ୍ରେଣ୍ଡ୍‌ ଶେୟାର କଲେ ଫଟୋ

କରୋନା ଭାଇରସ ଯୋଗୁ ଚଳଚ୍ଚିତ୍ର ଶୁଟିଂ ବନ୍ଦ ରହିଛି। ତେବେ ଅନଲକ ସମୟରେ ସର୍ତ୍ତମୂଳକ ଶୁଟିଂକୁ ଅନୁମତି ଦିଆଯାଇଛି। ଅଭିନେତା ସଲମାନ ଖାନ ମଧ୍ୟ ତାଙ୍କ ଫିଲ୍ମର…

ଷଡ଼ଯନ୍ତ୍ରର ଶିକାର ବ୍ୟାସନଗର ସହର

ଯାଜପୁର ରୋଡ୍‌,୨୧।୭(ଡି.ଏନ୍‌.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରମୁଖ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ ଓ ଷଡଯନ୍ତ୍ରର ଶିକାର ବୋଲି ଅଭିଯୋଗ ହୋଇଆସୁଛି। ରାସ୍ତା, ସ୍ବାସ୍ଥ୍ୟ, ପର୍ଯ୍ୟଟନ, ଶିକ୍ଷା…

ଶିଳ୍ପାୟନର ଯକ୍ଷ୍ମା ଅବଦାନ

ଯାଜପୁର ଅଫିସ,୨୧।୭: ଯାଜପୁର ଜିଲାରେ ୧୯୯୫ରୁ ଦ୍ରୁତ ଶିଳ୍ପାୟନ ଘଟିଛି। ବ୍ରାହ୍ମଣୀ ଓ ଏହାର ଉପନଦୀ ଖରସ୍ରୋତା କୂଳରେ ୧୫ରୁ ଉର୍ଦ୍ଧ୍ୱ ଇସ୍ପାତ ଓ ସିମେଣ୍ଟ କାରଖାନା ସାଙ୍ଗକୁ…

ଲୋକମାନେ ରାସ୍ତାରେ ଯାଉଥିଲେ, ହଠାତ୍‌ ହେଲା ଭୂସ୍ଖଳନ: ଆଉ ତା’ପରେ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। କିଛି ଭିଡିଓ ଆପଣଙ୍କୁ ହସାଇଥାଏ, କିଛି ଭିଡିଓ ଆପଣଙ୍କୁ ଭୟଭୀତ କରେ। ନିକଟରେ ସେମିତି…

ପରୀକ୍ଷାମୂଳକ ଭାବେ ଗଡ଼ିଲା ଇଞ୍ଜିନ

ଚଣ୍ଡିଖୋଲ, ୨୧।୭ (ଡି.ଏନ୍‌.ଏ): ହରିଦାସପୁର-ପାରାଦୀପ ରେଳପଥ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ସୋମବାର ଏଥିରେ ପ୍ରଥମକରି ରେଳ ବିକାଶ ନିଗମ ଲିମିଟେଡ (ଆର୍‌ଭିଏନ୍‌ଏଲ୍‌) ପକ୍ଷରୁ ପରୀକ୍ଷାମୂଳକ…

ଶ୍ରୀମୁଖରେ ଝଲସିଲା ରତ୍ନ ଚିତା

ପୁରୀ ଅଫିସ,୨୧।୭: ପବିତ୍ର ଚିତାଲାଗି ଅମାବାସ୍ୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ତିନିଠାକୁରଙ୍କୁ ଦଇତାପତି ସେବକମାନେ ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଛନ୍ତି।…

ସୁରକ୍ଷିତ ରହିବେ ଯବାନ: ଟି-୯୦ ଟ୍ୟାଙ୍କ ପାଇଁ କିଣାହେବ ନୂଆ ସରଞ୍ଜାମ

ନୂଆଦିଲ୍ଲୀ, ୨୧।୭: ଭାରତୀୟ ଯବାନଙ୍କ ସୁରକ୍ଷା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତୀୟ ସେନା ବ୍ୟବହାର କରୁଥିବା ଟ୍ୟାଙ୍କରେ ନୂତନ ବିକଶିତ ସରଞ୍ଜାବ…

ସିଭିଲ ସର୍ଭିସ୍‌ ପରୀକ୍ଷାରେ ଚୟନ ପ୍ରାର୍ଥୀଙ୍କୁ ଅନ୍‌ଲାଇନ ତାଲିମ

ଭୁବନେଶ୍ୱର,୨୧।୭(ବ୍ୟୁରୋ):  କରୋନା ପାଇଁ ଆବଶ୍ୟକ ହୋଇପଡିଥିବା ଲକ୍‌ଡାଉନ ଏବଂ ସାମାଜିକ ଦୂରତା ନିୟମକୁ ବିଚାର କରି ରାଜ୍ୟ ସରକାର ୨୦୧୮ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଚୟନ…