୧୫୦ କୋଟି ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌

ଓ୍ବାଶିଂଟନ, ୧୯।୭: ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ୧୫୦ କୋଟିରୁ ଅଧିକ ସ୍କୁଲ…

ଦୁଇଦିନ ପରେ ଗେହଲଟଙ୍କର ହେବ ଶକ୍ତି ପରୀକ୍ଷା!

ଜୟପୁର,୧୯।୭: ରାଜସ୍ଥାନ ରାଜନୀତିରେ ଆସିଥିବା ପରିବର୍ତ୍ତନ ପରେ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଥିଲେ। ଏଥିରେ ସେ ତାଙ୍କ ସମର୍ଥନରେ ଥିବା…

ତିରୁମାଲା ତିରୁପତି ଦେବସ୍ଥାନମ୍‌ର ୧୭୦ କର୍ମଚାରୀ କରୋନା ପଜିଟିଭ୍‌

ତିରୁମାଲା, ୧୯।୭: ତିରୁମାଲା ତିରୁପତି ଦେବସ୍ଥାନମ୍‌ ମନ୍ଦିରର ୧୭୦ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ ୧୮ ପୂଜାରୀ, ୧୦୦ ଜଣ ସୁରକ୍ଷାକର୍ମୀ,…

ଏଥର ଶୁଭିଲାନି ବୋଲ୍‌ ବମ୍‌

ପୁଣି ଶ୍ରାବଣ ମାସ ଆସିଛି, ବର୍ଷା ପାଣିରେ ଶୁଖିଲା ନଈ ଭରିଯାଇଛି, ଚାରିଆଡ଼େ ଶୈବପୀଠ ବି ଅଛି। ହେଲେ ନା ଅଛି ଦଳଦଳ ହୋଇ ବାହୁଙ୍ଗିରେ ପାଣିଭାର…

ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ହେଲେ ଛଟପଟ, ସ୍ବାମୀ କଲେ ଏପରି…

ରାଞ୍ଚି, ୧୯।୭: ଛତିଶଗଡ଼ରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ସଦ୍ୟତମ ଉଦାହରଣ ରାଞ୍ଚି ସଦର ହସ୍ପିଟାଲରେ ଶନିବାର ଦେଖିବାକୁ ମିଳିଛି। ଏଠାରେ ଜଣେ ଗର୍ଭବତୀଙ୍କୁ ଗୁରୁତର…

CORONAVIRUS UPDATE: ଆଜି ଚିହ୍ନଟ ହେଲେ ୭୩୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧ କ୍ୱାରାଣ୍ଟାଇନ୍‌…

ଭିକ୍ଷା ମାଗି ଲକ୍ଷେ ଦାନ

ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ ମଧ୍ୟ…

ଖାକିକୁ କରୋନା ଚିନ୍ତା: ଭୟ, ଆଶଙ୍କାରେ ସାହସୀ ଯୋଦ୍ଧା

ଭୁବନେଶ୍ୱର,୧୯। ୭ (ବ୍ୟୁରୋ):କରୋନା ଲଢ଼େଇରେ ପ୍ରମୁଖ ଭୂମିକା ନେଉଛନ୍ତି ପୋଲିସ କର୍ମଚାରୀ। ଏମାନଙ୍କୁ ସାହସୀ ଯୋଦ୍ଧା କୁହାଯାଉଛି। ବିଶେଷକରି ରାଜଧାନୀରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କର ଗୁରୁଦାୟିତ୍ୱ ରହୁଛି।…

ଗୋଟିଏ ଦିନ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୯।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଆଗାମୀ ୨୪ ଘଣ୍ଟା…

କୋଭିଡ୍‌ ଯୋଦ୍ଧାଙ୍କୁ ନିମ୍ନମାନର ଖାଦ୍ୟ: ଖାଦ୍ୟରୁ ବାହାରୁଛି ପୋକ, ରବର ବ୍ୟାଣ୍ଡ

ପୁରୀ ଅଫିସ,୧୯। ୭: ମହାମାରୀ କରୋନା ବିରୋଧରେ ଚାଲିଛି ଲଢ଼େଇ। ଏହି ଲଢ଼େଇରେ ଆଗରେ ରହିଛନ୍ତି ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ନିଜ ସୁଖ ସ୍ବାଚ୍ଛନ୍ଦ୍ୟକୁ…