ଭିମସାରରେ ୧୦୦ ଶଯ୍ୟା କୋଭିଡ ହସ୍ପିଟାଲ ହେବ

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟ ସରକାର ସମ୍ବଲପୁରସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭିମସାର)ରେ ୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କରିବାକୁ ଘୋଷଣା…

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଆରମ୍ଭ: ଡିଜିଟାଲ ପ୍ଲାଟଫର୍ମରେ ନୃତ୍ୟ-ସଙ୍ଗୀତର ସମ୍ଭାର

ଭୁବନେଶ୍ୱର, ୬।୯(ବ୍ୟୁରୋ): ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ଶନିବାରଠାରୁ ଆରମ୍ଭ ହୋଇଛି। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ…

ଦିନକରେ ୯୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା…

ମୃତ୍ୟୁ ହେବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ: ମୃତଦେହକୁ ଛୁଇଁଲେନି ଅଞ୍ଚଳବାସୀ

ଖୁଣ୍ଟୁଣୀ,୬।୯(ଡି.ଏନ.ଏ): ଖୁଣ୍ଟୁଣୀ ଥାନା ଅଞ୍ଚଳରେ ଜଣେ ୬୫ ବର୍ଷର ପୁରୁଷଙ୍କ ଶନିବାର ମୃତ୍ୟୁ ଘଟିବାର ଘଣ୍ଟାଏ ପରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଅଞ୍ଚଳବାସୀ ଭୟଭୀତ…

୧୪ ପଇସା କମିଲା ଡିଜେଲ

ଭୁବନେଶ୍ୱର,୬।୯: ଶନିବାର ଭୁବନେଶ୍ୱରରେ ଡିଜେଲ ଦର ୧୪ ପଇସା ହ୍ରାସ ହୋଇଥିବା ଜଣାପଡ଼ିଛି। ଏଠାରେ ଡିଜେଲ ଲିଟର ପିଛା ୧୪ ପଇସା ନିମ୍ନରେ ରହି ୭୯.୭୨ ଟଙ୍କାକୁ…

ଏମ୍‌ପି ଅନୁଭବଙ୍କ ନାଁରେ ସ୍ତ୍ରୀଙ୍କ ନିର୍ଯାତନା ଅଭିଯୋଗ: ୧୫ କୋଟିର କ୍ଷତିପୂରଣ ଦାବି

କଟକ ଅଫିସ,୬।୯: ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଅଭିନେତାରୁ ରାଜନେତା ପାଲଟିଥିବା ଏମ୍‌ପି ଅନୁଭବଙ୍କ ନାଁରେ…

ଆସନ୍ତା ୧୦ବର୍ଷରେ ନାମଲେଖା ୨ଗୁଣ ହେବ

ନୂଆଦିଲ୍ଲୀ,୬।୯(ପି.ଟି.): ୨୦୨୦ ଜାତୀୟ ଶିକ୍ଷା ନୀତି ଏକବିଂଶ ଶତାବ୍ଦୀରେ ଏକ ବୈପ୍ଳବିକ ସଂସ୍କାର ଆଣିପାରିଛି। ଏହି ଶିକ୍ଷା ନୀତି ଦ୍ୱାରା ଆସନ୍ତା ୧୦ବର୍ଷ ମଧ୍ୟରେ ନାମଲେଖା ଅନୁପାତ…

୪୭ଜଣଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୬।୯(ପି.ଟି.): ଶିକ୍ଷା କ୍ଷେତ୍ରରେ ସଂସ୍କାର ଆଣିବା ସହ ଗଣିତ ଜ୍ଞାନକୁ ସହଜ ଓ ବୋଧଗମ୍ୟ ଉପାୟରେ ପିଲାମାନଙ୍କୁ ଜ୍ଞାନ ପ୍ରଦାନ କରିଥିବା ଦେଶର ବିଭିନ୍ନ ପ୍ରନ୍ତର ୪୭ଜଣ…

ୟୁଏସ୍‌ ଓପନ ଟେନିସ: ବୋପାନ୍ନା-ଶାପୋଭାଲୋଭ ଦ୍ୱିତୀୟ ରାଉଣ୍ଡରେ

ନ୍ୟୁୟର୍କ, ୬।୯(ପି.ଟି.): କାନାଡ଼ିଆନ ପାର୍ଟନର ଡେନିସ ଶାପୋଭାଲୋଭଙ୍କୁ ସାଥୀକରି ଭାରତର ରୋହନ ବୋପାନ୍ନା ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।…

ବାଙ୍କୀରେ ବନ୍ୟା ବିତ୍ପାତ

ଚଳିତ ବର୍ଷ ମହାନଦୀରେ ବନ୍ୟା ଆସିବା ପରେ ବାଙ୍କୀରେ ୧୮ଟି ପଞ୍ଚାୟତ ଓ ଡମପଡାର ୧୭ଟି ପଞ୍ଚାୟତର ଚାଷ ଜମି କ୍ଷତିଗ୍ରସ୍ତ ହେବା ସହ ଅନେକ ଗ୍ରାମ…