ଥାନାରେ ନାବାଳିକାଙ୍କୁ ବଳାତ୍କାର ମାମଲା: ହାଇକୋର୍ଟରେ ଜାମିନ ଆବେଦନ କଲେ ପୂର୍ବତନ ଆଇଆଇସି

କଟକ ଅଫିସ,୧୭।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ ଅଭିଯୋଗରେ ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଗିରଫ…

ଆଜିଠୁ ଡୋନର ପଞ୍ଜୀକରଣ, ସ୍କ୍ରିନିଂ, କାଉନସେଲିଂ

କଟକ ଅଫିସ,୧୭।୭:ରାଜ୍ୟରେ ସଙ୍କଟାପନ୍ନ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବୁଧବାରଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି। ସଂଗୃହୀତ ହୋଇଥିବା ୮ ୟୁନିଟ୍‌ ପ୍ଲାଜ୍‌ମାରୁ ଗୋଟିଏ ପ୍ୟାକେଟ ଅଶ୍ୱିନୀ…

ଗୋଟିଏ ଭୁଲ୍‌ ଯୋଗୁ ହେଲେ ମାଲାମାଲ୍‌

ସମସ୍ତେ ଜାଣନ୍ତି ଯେ ଯଦି ଜଣେ ବ୍ୟକ୍ତି ଲଟେରୀ ଜିତନ୍ତି ତେବେ ତାଙ୍କୁ ଭାଗ୍ୟଶାଳୀ କୁହାଯାଏ କିନ୍ତୁ ଯଦି ଭୁଲ ଟିକେଟରେ ଲଟେରୀ ଜିତେ ତେବେ ତାଙ୍କୁ…

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୧୭ା୭(ଆଇଏଏନ୍‌ଏସ୍‌):ଆସାମରେ ବନ୍ୟା ସ୍ଥିତି ସଙ୍ଗିନ୍‌ ରହିଛି। ଗୁରୁବାର ଆଉ ୫ ଜଣଙ୍କ ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭୧ରେ ପହଞ୍ଚତ୍ଛି। ୨୭ ଜିଲାରୁ ପ୍ରାୟ…

ଭାଜପା ଶିବିରକୁ ଯାଇପାରନ୍ତି ଝାଡ଼ଖଣ୍ଡ କଂଗ୍ରେସ ବିଧାୟକ

ରାଞ୍ଚତ୍,୧୭ା୭:(ଆଇଏଏସ୍‌ଏସ୍‌):ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ରାଜନୈତିକ ସଙ୍କଟ ପରେ ଏବେ ଝାଡ଼ଖଣ୍ଡର କଂଗ୍ରେସ ବିଧାୟକମାନେ ଭାଜପା ଶିବିରକୁ ଡେଇଁପାରନ୍ତି ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାଜପା ଏବେ କଂଗ୍ରେସର…

ମାନବ ଶରୀରରେ ଦ୍ୱିତୀୟ କୋଭିଡ୍‌ ଟିକା ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ,୧୭ା୭:ଭାରତର ଦ୍ୱିତୀୟ କୋଭିଡ୍‌ ଟିକା ଜିକୋଭ-ଡିର ମାନବ ଶରୀରରେ ପରୀକ୍ଷା ଆରମ୍ଭ ହୋଇଛି। ଜାଇଡସ୍‌ କାଡିଲା କମ୍ପାନୀ ଦ୍ୱାରା ପ୍ରସ୍ତୁତ ଏହି ଟିକା ପାଇଁ ବାୟୋଟେକ୍‌ନୋଲୋଜି ବିଭାଗ…

‘ମାଇଁ ଲର୍ଡ’ ନୁହେଁ, ‘ସାର୍‌’ ସମ୍ବୋଧନ କର

କୋଲକାତା,୧୭ା୭(ପି.ଟି.):କଲିକତା ହାଇକୋର୍ଟ ମୁଖ୍ୟ ବିଚାରପତି ଟିବିଏନ୍‌ ରାଧାକ୍ରିଷ୍ଣନ୍‌ ବିଚାର ବିଭାଗୀୟ ବ୍ୟବସ୍ଥାରେ ଏକ ନୂଆ ପରମ୍ପରା ଆରମ୍ଭ କରିଛନ୍ତି। ତାଙ୍କୁ ‘ମାଇଁ ଲର୍ଡ’ କିମ୍ବା ‘ଲର୍ଡଶିପ୍‌’ ପରିବର୍ତ୍ତେ…

‘ସୌଭାଗ୍ୟ’ର ଭାଗ୍ୟ ବଦଳୁନି

ପାଟଣା,୧୭।୭(ସ୍ବ.ପ୍ର.)-ବଦଳୁନି ‘ସୌଭାଗ୍ୟ’ ଯୋଜନାରେ ଭାଗ୍ୟ। ଏହି ଯୋଜନାରେ ସାମିଲ ହୋଇ ୨୪ ପରିବାର ବିଜୁଳି ଆଲୁଅରୁ ବଞ୍ଚିତ ହୋଇଛନ୍ତି। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି…

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା…