ରକୁଲ୍‌ଙ୍କ ଖୁସି

ରକୁଲ୍‌ ପ୍ରୀତ୍‌ ସିଂଙ୍କ ଖୁସି କହିଲେ ନ ସରେ। କାରଣ ସେ ଯାହା ଆଶା କରୁଥିଲେ ତାହା ପୂରଣ ହୋଇଛି। କଥା କ’ଣ ଅଜୟ ଦେବଗନଙ୍କ ସହ…

ମେସିଙ୍କ ଭବିଷ୍ୟତ ସମ୍ପର୍କରେ ବିଚାର ପାଇଁ ବାର୍ସିଲୋନାରେ ପହଞ୍ଚିଲେ ପିତା

ବାର୍ସିଲୋନା,୩।୯(ଏପି): ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ପିତା ଜର୍ଜ ଆର୍ଜେଣ୍ଟିନାରୁ ସିଧା ବାର୍ସିଲୋନାରେ ପହଞ୍ଚିଛନ୍ତି। ମେସିଙ୍କ ଭବିଷ୍ୟତ ସଂକ୍ରାନ୍ତରେ ଆଲୋଚନା କରିବାକୁ ସେ ବାର୍ସିଲୋନା କ୍ଲବର…

ବ୍ଲେଡ୍‌ରେ ବେକ କାଟିଥିଲେ ପ୍ରେମିକ

ମାଧପୁର/ଆଠମଲ୍ଲିକ, ୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା କିଆକଟା ଥାନା ଓରଡା କେରାଣ୍ଡି ନାଳ ନିକଟରୁ ଗତ ସୋମବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି…

ମୁଢ଼ିରେ କୀଟନାଶକ ଖାଇ ୪ ଶିଶୁ ଗୁରୁତର

ବାରିପଦା ଅଫିସ,୩ା୯- ମୁଢ଼ିରେ କୀଟନାଶକ ଗୋଳାଇ ଖାଇ ଗୋଟିଏ ପରିବାରର ୪ ଶିଶୁ ଗୁରୁତର ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ବାରିପଦା ସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି…

ପିଏମ୍‌ କେୟାର୍ସକୁ ପ୍ରଥମ ୫ ଦିନରେ ମିଳିିଥିଲା ୩,୦୭୬ କୋଟି

ନୂଆଦିଲ୍ଲୀ,୩ା୯: ପିଏମ୍‌ କେୟାର୍ସ ପାଣ୍ଠି ଗଠନ ହେବାର ପ୍ରଥମ ୫ ଦିନରେ ୩,୦୭୬ କୋଟି ଟଙ୍କା ଗ୍ରହଣ କରିଥିଲା ବୋଲି ସରକାରଙ୍କ ପକ୍ଷରୁ ଏକ ଅଡିଟ୍‌ ବିବୃତି…

ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ

ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦…

ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ

ଲସ୍‌ ଏଞ୍ଜେଲସ୍‌,୩ା୯: ପୋଲିସ ଗୁଳିରେ କୃଷ୍ଣକାୟଙ୍କ ମୃତ୍ୟୁ ଘଟଣାରେ ଲସ୍‌ ଏଞ୍ଜେଲସ୍‌ରେ ବିକ୍ଷୋଭ ଜୋର୍‌ଦାର ହୋଇଛି। ମଙ୍ଗଳବାର ବିକ୍ଷୋଭକାରୀ ଦକ୍ଷିଣ ଲସ୍‌ ଏଞ୍ଜେଲସ୍‌ରେ ଏକତ୍ର ହୋଇ ପୋଲିସ…

କର୍ମଯୋଗୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩ା୯: ସରକାରୀ କର୍ମଚାରୀମାନଙ୍କ ଦକ୍ଷତା ନିର୍ମାଣ କାର୍ଯ୍ୟକ୍ରମ ମିଶନ କର୍ମଯୋଗୀକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହା ସେମାନଙ୍କ ପାଇଁ ଭବିଷ୍ୟତରେ ସହାୟକ ହେବ। ସରକାରଙ୍କର…

ମାଲିଙ୍ଗାଙ୍କ ସ୍ଥାନରେ ପ୍ୟାଟିନସନ

ଆବୁ ଧାବି, ୩।୯(ପି.ଟି.)- ଶ୍ରୀଲଙ୍କାର ଲସିଥ ମାଲିଙ୍ଗାଙ୍କ ବଦଳ ଖେଳାଳିଭାବେ ଗତଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆନ ସ୍ପିଡ୍‌ଷ୍ଟର ଜେମ୍ସ ପ୍ୟାଟିନସନ। ମୁମ୍ବାଇ…

ଅପେକ୍ଷାର ଫଳ ମିଠା

ସତରେ ଅପେକ୍ଷାର ଫଳ ମିଠା। ହେଲେ ସେଥିପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ନିକଟରେ ଜ୍ୟାକଲିନ୍‌ ଫର୍ନାଡିସ୍‌ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ସେ ଏକ…