ଗୁଣ୍ଡୁଚିମୂଷା ଗଛରେ ଚଢ଼ି ଏମିତି ଖାଉଛି ଅମୃତଭଣ୍ଡା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ…

ଘରେ କରୁଥିବା ଆପଣଙ୍କ ଏହି ଛୋଟ ଭୁଲ୍‌: କରିପାରେ ବଡ଼ କ୍ଷତି

ଅଜାଣତରେ ଘରେ ଏପରି କିଛି କାର୍ଯ୍ୟ ହୋଇଥାଏ ଯାହା ଛୋଟ ହେଲେ ମଧ୍ୟ ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଏହା ଅନେକ କ୍ଷତି କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ... ଘରର…

ଆଉ ନାହାନ୍ତି ପ୍ରଣବ ଦା । Pranab Mukherjee No More

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ହୋଇଛି । ପ୍ରଣବଙ୍କ ପରଲୋକ ନେଇ ପୁଅ ଅଭିଜିତ୍ ମୁଖାର୍ଜୀ ସୂଚନା ଦେଇଛନ୍ତି ।ମୃତ୍ୟୁ ବେଳକୁ ପ୍ରଣବଙ୍କୁ ୮୪ ବର୍ଷ…

ସବୁକିଛି ଉଜାଡିଦେଲା ବନ୍ୟା ।”The Flood Has Destroyed Everything “

ଲଘୁଚାପ ଜନିତ ବର୍ଷା ଉତ୍ତର ଓ ଉପକୂଳ ଓଡିଶା ଲାଗି ଭୟଙ୍କର ଜଳପ୍ରଳୟ ସୃଷ୍ଟି କରିଛି । ବ୍ରାହ୍ମଣୀ , ବୈତରଣୀ , ବୁଢାବଳଙ୍ଗ , ଖରସ୍ରୋତା…

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି…

ଫେସ୍‌ବୁକରୁ ପ୍ରେମ; ବିବାହ ପାଇଁ ଗୁଜରାଟରୁ ପାଟନା ଆସିଲେ ହୀରା ବ୍ୟବସାୟୀଙ୍କ ଝିଅ

ପାଟନା, ୩୧।୮: ଫେସ୍‌ବୁକ୍‌ରୁ ଆରମ୍ଭ ହୋଇଥିଲା ବନ୍ଧୁତ୍ୱ। ଏହାପରେ ଏହା ପ୍ରେମକୁ ରୂପାନ୍ତରିତ ହୋଇଥିଲା। ପରିବର୍ତ୍ତନଶୀଳ ଦୁନିଆରେ ଏବଂ ଡିଜିଟାଲ ଦୁନିଆରେ ଏହା ଏକ ସାଧାରଣ କଥା।…

ଜୀବନରେ ଏହି ୪ କାର୍ଯ୍ୟ କରିବା ଉଚିତ: ନ ହେଲେ ଜନ୍ମ ହେବା ବୃଥା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ର ପୁସ୍ତକରେ ଜୀବନର ମୂଲ୍ୟବୋଧ ବିଷୟରେ ଅନେକ କଥା କହିଛନ୍ତି। ସେ ଏଥିରେ ଏପରି ୪ଟି କାର୍ଯ୍ୟ ବିଷୟରେ ଉଲ୍ଲେଖ କରିଛନ୍ତି, ଯାହାକୁ…

୧୧ ତାରିଖକୁ ବଢିଲା ଯୁକ୍ତ ୨ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର, ୩୧।୮(ବ୍ୟୁରୋ)- ଯୁକ୍ତ୨ ନାମଲେଖା ପାଇଁ ଆବେଦନ କରିବାର ଅବଧି ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଆବେଦନର ଅବଧିକୁ ରାଜ୍ୟ ସରକାର ଘୁଞ୍ଚାଇଛନ୍ତି। ପୂର୍ବରୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦,…

ସ୍ତ୍ରୀକୁ ହତ୍ୟା ପରେ ପୁନର୍ଜୀବିତ ପାଇଁ ଶବକୁ ଗୋବରରେ ପୋତିଲେ ସ୍ବାମୀ

ଭୋପାଳ, ୩୧।୮: ମଧ୍ୟପ୍ରଦେଶର ବୈତୁଲ ଜିଲାରୁ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଯାଦୁଗର ସହାୟତାରେ ସ୍ତ୍ରୀକୁ ପୁନର୍ଜୀବିତ କରିବା ପାଇଁ ଜଣେ ବ୍ୟକ୍ତି ତାଙ୍କ…