ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ ମନା

ନୂଆଦିଲ୍ଲୀ, ୩୦।୮: ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ବା ଆବଦ୍ଧାଞ୍ଚଳ ବାହାରେ ଲକ୍‌ଡାଉନ୍‌ ଘୋଷଣା କରିପାରିବେ ନାହିଁ। ତେବେ ଆବଦ୍ଧାଞ୍ଚଳରେ ଲକ୍‌ଡାଉନ…

ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନିଯୁକ୍ତିରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ସରକାରୀ ନିଯୁକ୍ତିରେ ପରିବର୍ତ୍ତନ କରିବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧ୍ୟକ୍ଷ ଏବଂ ଏମ୍‌ଡି ନିଯୁକ୍ତି କ୍ଷେତ୍ରରେ…

ବଢ଼ି ବଢ଼ାଇଲା ବିପତ୍ତି

ଭୁବନ, ୩୦।୮(ଡି.ଏନ.ଏ.) କରୋନା ମହାମାରୀ ଦୋହଲାଇ ଦେଇଥିଲା ଆର୍ଥିକ ମେରୁଦଣ୍ଡ। କିଛି ନ ହେଲେ ବର୍ଷକର ଦାନା ଯୋଗାଡ଼ କରିବାକୁ ଜମି ମୁହାଁ ହୋଇଥିଲେ ଚାଷୀ। ବର୍ଷା…

ଇଜ୍‌ ଅଫ୍‌ ଡୁଇଁ ବିଜନେସ ଲାଗି ଆସିବ ପଦକ୍ଷେପ

ନୂଆଦିଲ୍ଲୀ,୩୦।୮: ବୋର୍ଡ ରିପୋର୍ଟରେ ଅସଙ୍ଗତି କିମ୍ବା ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ବିଳମ୍ବ ହେଲେ ଜେଲ୍‌ ଦଣ୍ଡ ଭୋଗିବାକୁ ପଡିବ ନ ପାରେ। ଜିଏସ୍‌ଟିର ବିଭିନ୍ନ ଆଇନକୁ ଅଣଆପରାଧିକ…

ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ଫଳ ପ୍ରକାଶିତ

ବ୍ରହ୍ମପୁର ଅଫିସ,୩୦ା୮- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ୬ଷ୍ଠ ସେମିଷ୍ଟର ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। କୁଳପତି ପ୍ରଫେସର ଗୋବିନ୍ଦ…

ପୋଲିସକୁ ଡରି ଲୁଚିଥିଲେ,ବାର୍‌ହା ଫାଶରେ ଜୀବନ ଗଲା: ସାନ ମୃତ, ବଡଭାଇ ଗୁରୁତର

ଗଞ୍ଜାମ,୩୦ା୮(ଡି.ଏନ୍‌.ଏ.)- ରମ୍ଭା ଥାନା ଗଞ୍ଜାମ ବ୍ଲକ ଗଡ଼ହୁମ୍ମାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବାର୍‌ହା ପାଇଁ ବସା ଯାଇଥିବା ଫାଶରେ ଲାଗି ସାନର ମୃତ୍ୟୁ ହୋଇଥିବାବେଳେ…

ଫ୍ୟୁଚର ଗ୍ରୁପ କାରବାର ଅଧିଗ୍ରହଣ କରିବ ରିଲାଏନ୍ସ ରିଟେଲ୍‌

ନୂଆଦିଲ୍ଲୀ,୩୦।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଂଶ ବିଶେଷ ରିଲାଏନ୍ସ ରିଟେଲ୍‌ ଭେଞ୍ଚର ଲିମିଟେଡ୍‌ ଫ୍ୟୁଚର ଗ୍ରୁପର ରିଟେଲ, ହୋଲ୍‌ସେଲ ବାଣିଜ୍ୟ ସମେତ ଲଜିଷ୍ଟିକ ଏବଂ ଓ୍ବେରହାଉସିଂ…

କ୍ଷତିପୂରଣ ବିକଳ୍ପ ନେଇ ରାଜ୍ୟଗୁଡିକୁ ଅବଗତ କରାଗଲା

ନୂଆଦିଲ୍ଲୀ,୩୦।୮: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷତିପୂରଣ ଆବଶ୍ୟକତା ପୂରଣ ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡିକୁ ୨ ବିକଳ୍ପ ପ୍ରଦାନ କରିଛନ୍ତି। ୪୧ତମ ଜିଏସ୍‌ଟି ପରିଷଦ…

ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଥରାଶିରେ ଆଶାତୀତ ବୃଦ୍ଧି

ନୂଆଦିଲ୍ଲୀ,୩୦।୮(ପି.ଟି.): ଜାତୀୟ କ୍ରୀଡ଼ା ପୁରସ୍କାର ଅର୍ଥ ରାଶିରେ ଆଶାତୀତ ବୃଦ୍ଧି କରାଯାଇଛି। ଏ ନେଇ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ୍‌ ରିଜିଜୁ ଶନିବାର ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି।…

କୋକାକୋଲାରୁ ୪ହଜାର ଛଟେଇ

ବାଙ୍ଗାଲୋର,୩୦।୮: କୋଭିଡ୍‌-୧୯ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସହ ବଜାରରେ ସମସ୍ୟା ସୃଷ୍ଟି ହୋଇଛି। ବିଶ୍ୱର ପ୍ରମୁଖ କମ୍ପାନୀ କୋକାକୋଲା ବର୍ତ୍ତମାନ ବିଭିନ୍ନ ସମସ୍ୟା…