ଭୋଟ୍‌ ଦେଲେ ୫ ଲକ୍ଷ ହଂକଂବାସୀ

ହଂକଂ,୧୩ା୭: ଚାଇନା ପକ୍ଷରୁ ହଂକଂରେ ଲାଗୁ ହୋଇଥିବା ନୂତନ ସୁରକ୍ଷା ଆଇନକୁ ସେଠାରେ ଜୋର୍‌ଦାର ବିରୋଧ କରାଯାଇଛି। ଲକ୍ଷାଧିକ ହଂକଂ ନାଗରିକ ଚାଇନାର ଏହି ଆଇନ ବିରୋଧରେ…

ଓଡ଼ିଶାରେ ପ୍ରଥମ: ଚିଲିକାରେ ମାଛ ସଂଗ୍ରହାଳୟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍‌ ମ୍ୟୁଜିୟମ୍‌ ବା ମାଛ…

ମେଡିକାଲରୁ ଶିଶୁ ମୃତଦେହ ବାଇକରେ ନେଲେ ପରିବାର ଲୋକେ

ରାଇକିଆ,୧୩ା୭(ଡି ଏ ନ ଏ)- କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିବା ଜଣେ ଶିଶୁଙ୍କ ମୃତ୍ୟୁପରେ ମୃତଦେହକୁ ପରିବାର ଲୋକେ କୌଣସି…

ଟ୍ରେନ୍‌ରେ ହେବ ସିସିଟିଭି ମନିଟରିଂ

ନୂଆଦିଲ୍ଲୀ,୧୩ା୭(ପି.ଟି.): ଟ୍ରେନ୍‌ ଯାତ୍ରାକୁ ଅଧିକ ନିରାପଦ ଓ ଆରାମଦାୟକ କରିବା ଲାଗି ରେଲ୍‌ଓ୍ବେ ବୋର୍ଡ ୨୦ଟି ନୂଆ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଗୁଡ଼ିକ ମଧ୍ୟରେ…

ରାଜସ୍ଥାନ ସରକାର ଟଳମଳ

ନୂଆଦିଲ୍ଲୀ,୧୩ା୭: କର୍ନାଟକ ଓ ମଧ୍ୟପ୍ରଦେଶର କଂଗ୍ରେସ ସରକାରକୁ ଭାଙ୍ଗିବାରେ ସଫଳ ହେବା ପରେ ରାଜସ୍ଥାନରେ ମୁଣ୍ଡ ପୂରାଇଛି ଭାଜପା। ଏଥିଯୋଗୁ ରାଜସ୍ଥାନ କଂଗ୍ରେସରେ ବଡ଼ ସଙ୍କଟ ସୃଷ୍ଟି…

୭ ଜିଲାରେ ମରୁଡ଼ିର ପଦଧ୍ୱନି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଜୁଲାଇ ଅଧା ହେବାକୁ ବସିଲାଣି। ମାସେ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ପ୍ରବେଶ କଲାଣି। ହେଲେ ଆଶାନୁରୂପ ବର୍ଷା ମିଳିପାରୁ ନାହିଁ। ଦୁର୍ବଳ ମୌସୁମୀ ସାଙ୍ଗକୁ…

ଏବେ ବି ଫେରୁଛନ୍ତି ପ୍ରବାସୀ

ଭଦ୍ରକ ଅଫିସ, ୧୩ା୭: ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯୪ ଛୁଇଁଛି।  ସରକାରୀ ଭାବେ ଜିଲାରେ ଜଣଙ୍କ ମୃତ୍ୟୁ ଘଟିଥିବା ଘୋଷଣା କରାଯାଇଥିବା…

ମୟୂରଭଞ୍ଜ ରାଜମାତାଙ୍କ ପରଲୋକ

ବାରିପଦା ଅଫିସ,୧୩ା୭: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ବେଲଗଡ଼ିଆ ରାଜପ୍ରାସାଦରେ ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ସେ…

ମୁହଁମାଡ଼ି ପଡ଼ିଛି ପର୍ଯ୍ୟଟନ ଶିଳ୍ପ

ପୁରୀ ଅଫିସ,୧୩ା୭: ପୁରୀ ଜିଲାର ପର୍ଯ୍ୟଟନ ସ୍ଥଳ ହେଉ କି ବେଳାଭୂମି ସବୁଠି ଏବେ ଛାଇଯାଇଛି ନିର୍ଜନତା। କୌଣସି ଦର୍ଶନୀୟ ସ୍ଥାନରେ ପର୍ଯ୍ୟଟକଙ୍କୁ ଦେଖିବାକୁ ମିଳୁନାହିଁି କି…

-୪.୫% ରହିବ ଅଭିବୃଦ୍ଧି

ମୁମ୍ବାଇ,୧୩।୭: ଚଳିତ ଆର୍ଥତ୍କ ବର୍ଷରେ ଭାରତର ଅଭିବୃଦ୍ଧି ନକାରାତ୍ମକ ରହିବ। ଏହି ସମୟରେ ଘରୋଇ ବଜାରର ଅଭିବୃଦ୍ଧି -୪.୫% ରହିବ ବୋଲି ଫିକି ପକ୍ଷରୁ ହୋଇଥିବା ସର୍ଭେରେ…