ଭସାଣ ଉତ୍ସବ ମନା, କେବଳ ବିସର୍ଜନ

କଟକ ଅଫିସ,୨୯ା୮: କରୋନା କଟକଣା ଭିତରେ ଛନ୍ଦି ହୋଇପଡ଼ିଛି ପାର୍ବଣର ସହର କଟକ ଦଶହରା। ପ୍ରଥମଥର ପାଇଁ ରୌପ୍ୟନଗରୀର ପୂଜା ମଣ୍ଡପରେ ଚାନ୍ଦିମେଢ଼ ଦେଖିବାକୁ ମିଳିବ ନାହିଁ…

ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ…

୫ କୋଟିର ବ୍ୟାଙ୍କ ଠକେଇ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍‌ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ…

ସୀମାରେ ଚାଇନାର ୫ଜି ଭିତ୍ତିଭୂମି

ନୂଆଦିଲ୍ଲୀ,୨୮ା୮(ଆଇଏଏନ୍‌ଏସ୍‌): ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବାବେଳେ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍‌ଏସି)ରେ ବେଜିଂ ପଞ୍ଚମ ପିଢ଼ି ଓ୍ବାୟରଲେସ୍‌ ଟେକ୍ନୋଲେଜି ୫ଜି ଭିତ୍ତିଭୂମି ପ୍ରତିଷ୍ଠା କରିଛି। ସମ୍ପୃକ୍ତ ଅଞ୍ଚଳରେ…

ହାଇକୋର୍ଟରେ ଜମି ଦସ୍ତାବିଜ ଦାଖଲ

କଟକ ଅଫିସ,୨୯ା୮: ହାଇକୋର୍ଟରେ ଶୁକ୍ରବାର ପୁରୀ ବଗଲା ଧର୍ମଶାଳା ଜମିର ଦସ୍ତାବିଜ ଦାଖଲ କରାଯାଇଛି। ପୁରୀ ତହସିଲ କାର୍ଯ୍ୟାଳୟର ଏକ କେସ୍‌ ରେକର୍ଡରେ ବଗଲା ଧର୍ମଶାଳା ଦାନରେ…

ନନ୍ଦନକାନନରେ ଆନାକୋଣ୍ଡା ମୃତ

ବାରଙ୍ଗ,୨୯ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶୁକ୍ରବାର ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ଗତ ଏକମାସ ହେବ ଏହି…

‘ଜଳବାୟୁ ପରିବର୍ତ୍ତନରେ ଭାରତ ସୁପରପାଓ୍ବାର ହୋଇପାରିବ’

ନୂଆଦିଲ୍ଲୀ/ନୁୟର୍କ, ୨୯ା୮: ଆଗାମୀ ଦିନରେ ଭାରତ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସୁପର ପାଓ୍ବାର ହୋଇପାରିବ ବୋଲି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଶୁକ୍ରବାର କହିଛନ୍ତି। ଏଥିଲାଗି ଜୀବାଶ୍ମ…

ମାଲିକ ପାଇଁ ଜୀବନ ଦେଲେ ଦୁଇ କୁକୁର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ବିଶ୍ୱାସ ଓ ପ୍ରଭୁଭକ୍ତିର ନିଦର୍ଶନ ପାଲଟିଲେ ଦୁଇ କୁକୁର। ମାଲିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ। ଘଟଣାର ୧୨…

ଏମ୍‌ପିଙ୍କର ହେବ କୋଭିଡ୍‌ ପରୀକ୍ଷା

ନୂଆଦିଲ୍ଲୀ, ୨୯।୮(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାର ଅନୂ୍ୟନ ୭୨ ଘଣ୍ଟା ପୂର୍ବରୁ ଏମ୍‌ପିମାନେ ନିଜର କୋଭିଡ୍‌ ପରୀକ୍ଷା କରାଇନେବାକୁ ସେମାନଙ୍କୁ ଅନୁରୋଧ କରାଯିବ ବୋଲି…

ବିହାର ନିର୍ବାଚନ ସ୍ଥଗିତ ରଖିବା ଆବେଦନ ଖାରଜ

ନୂଆଦିଲ୍ଲୀ, ୨୯।୮(ପି.ଟି.):କରୋନା ମହାମାରୀ ପାଇଁ ବିହାର ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପାଇଁ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ନିର୍ବାଚନ…