ପ୍ରୟାଗରାଜରେ ହେବ ନୂତନ ଏୟାର ଡିଫେନ୍ସ କମାଣ୍ଡ

ପ୍ରୟାଗରାଜ,୨୮।୮: ପାକିସ୍ତାନ ଓ ଚାଇନା ସହ ଜାରି ରହିଥିବା ସୀମା ବିବାଦ ମଧ୍ୟରେ ଭାରତ ସରକାର ୩ସେନା ବାହିନୀକୁ ଲଗାତାର ସଶକ୍ତ ଓ ଆଧୁନିକୀକରଣ କରିବାକୁ ଉଦ୍ୟମ…

ସ୍ବାମୀଙ୍କ ସହ ଖୁସି ନ ଥିଲେ ସ୍ତ୍ରୀ, ପ୍ରେମିକଙ୍କ ସହ ମିଶି କଲେ ଏମିତି…

ଭାଗଲପୁର,୨୮।୮: ବିହାରର ଭାଗଲପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ହତ୍ୟା କରିଛନ୍ତି। ମହିଳା ଜଣଙ୍କ ନିଜ ଦୋଷ…

ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍‌ଡାଉନ୍‌

ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା…

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

ସନ୍ନି ଲିଓନି କଲେଜ ଟପ୍ପର

କୋଲକତା,୨୮।୮: କୋଲକାତାର ଏକ କଲେଜରେ ଅନ୍‌ଲାଇନ ଆଡମିଶନ ପ୍ରକ୍ରିୟାବେଳେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଆଶୁତୋଷ କଲେଜର ବିଏରେ ଆଡମିଶନ ପାଇଁ ୱେବସାଇଟରେ ପ୍ରକାଶିତ ପ୍ରଥମ…

ନିଜ ପଦରୁ ଇସ୍ତଫା ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଟୋକିଓ,୨୮।୮: ଜାପାନର ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ଗତ କିଛି ଦିନରୁ ସିଞ୍ଜୋ ଆବେଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ରହିଛି। ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ…

CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର…

ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ…

ହୋମ୍‌ ଡେଲିଭରୀବେଳେ ଗ୍ୟାସ୍‌ ସିଲିଣ୍ଡରରେ ଥିଲା ଏମିତି କିଛି, ଦେଖି ଉଡିଗଲା ହୋସ୍‌

ଚଣ୍ଡିଗଡ, ୨୮।୮: ଯଦି ଆପଶ ଏବେ ଘରକୁ ଏ୍‌ପିଜି ସିଲିଣ୍ଡର ଆଣୁଛନ୍ତି ତେବେ ସାବଧାନ ହୋଇଯାନ୍ତୁ। ସିଲିଣ୍ଡର ସହ ସାପ ମଧ୍ୟ ଆପଣଙ୍କୁ ଘରକୁ ପ୍ରବେଶ କରିପାରେ।…