ରାଜଧାନୀରେ ମାଡ଼ି ଚାଲିଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୩୮

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୩୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୬ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୨ ଲୋକାଲ କେସ୍‌ ରହିଛି। ସେହିଭଳି…

ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ ସିଟି ମନା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥିତିରେ ଜଗତ୍‌ସିଂହପୁରବାସୀଙ୍କୁ ଟୁଇନ୍‌ସିଟି କଟକ, ଭୁବନେଶ୍ୱର ଯିବାକୁ ବାରଣ କରାଯାଇଛି। ଏ…

ବାୟୁ ଚଳାଚଳ କରୁ ନ ଥିବା ହସ୍ପିଟାଲରେ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଜେନେଭା,୧୧।୭: ପାଖାପାଖି ୩୨ ଦେଶର ୨୩୯ ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଗବେଷଣାରୁ ଜଣାପଡିଥିଲା କି ବାୟୁ ଦ୍ୱାରା କରୋନା ସଂକ୍ରମଣ ହୋଇପାରେ। ପ୍ରଥମେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)…

ଏଠାରେ ମିଳୁଛି ବିବାହ ପାଇଁ ସ୍ବତନ୍ତ୍ର ମାସ୍କ: ଦାମ୍‌ ୧.୫ ଲକ୍ଷରୁ ଆରମ୍ଭ

ମହାମାରୀ କରୋନା ସମୟରେ ମାସ୍କ ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଉଛି। ସେହିପରି ଏହା ଏବେ ରୋଜଗାର ଏକ ମାଧ୍ୟମ ପାଲଟିଲାଣି। ଏହି କ୍ରମରେ ଗୁଜୁରାଟ ସୁରଟର ଏକ…

ପୁରୀ ସେବାୟତଙ୍କ ୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୧୧।୭: ଶେଷ ହୋଇଛି ରଥଯାତ୍ରା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ରଥଯାତ୍ରା କିଭଳି ଭାବେ ସମ୍ପର୍ଣ୍ଣ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ…

ପ୍ରକାଶ ପାଇଲା ଟପ୍‌ ଟେନ୍‌ ଧନଶାଳୀ ବ୍ୟକ୍ତି ତାଲିକା: ଓ୍ବାରେନ୍‌ ବଫେଟଙ୍କୁ ପଛରେ ପକାଇଲେ ମୁକେଶ

ନୂଆଦିଲ୍ଲୀ,୧୧।୭: ସମ୍ପତ୍ତି ମାମଲାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ଓ୍ବାରେନ ବଫେଟଙ୍କୁ ପଛରେ ପକାଇଦେଇଛନ୍ତି। ବ୍ଲୁମମର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ ଗୁରୁବାର ସୁଦ୍ଧା ମୁକେଶଙ୍କ କମ୍ପାନୀ…

ଶହେ ବର୍ଷ ଭିତରେ ସବୁଠାରୁ ବଡ ସ୍ବାସ୍ଥ୍ୟ, ଆର୍ଥିକ ସଙ୍କଟ କରୋନା: ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ,୧୧।୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ବିଗତ ୧୦୦ ବର୍ଷ ମଧ୍ୟରେ ସବୁଠାରୁ ବଡ ସ୍ବାସ୍ଥ୍ୟ ଓ ଆର୍ଥିକ ସଙ୍କଟ ହେଉଛି କୋଭିଡ-…

ଲକ୍‌ଡାଉନ୍‌ରେ ବି ଭାରତରେ ଜନ୍ମ ନେବେ ୨ କୋଟି ୧୦ ଲକ୍ଷ ଶିଶୁ: ଚାଇନା ଦ୍ୱିତୀୟ ସ୍ଥାନରେ

ଜେନେଭା, ୧୧।୭: ଚଳିତ ୨୦୨୦ ବର୍ଷରେ ପୃଥିବୀରେ ୧୧ କୋଟିରୁ ଅଧିକ ଶିଶୁ ଜନ୍ମ ହେବେ। କରୋନା ମହାମାରୀ ସଙ୍କଟରେ ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି।…

ବୁଗୁଡ଼ାରୁ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଲା

ବୁଗୁଡା, ୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବୁଗୁଡା ବ୍ଲକରୁ ଶନିବାର ପୁଣି ୧୭…

ଇଡେନ୍‌ ଗାର୍ଡେନ୍‌ରେ ହେବ କ୍ୱାରାଣ୍ଟାଇନ୍‌ ସେଣ୍ଟର

କୋଲକତା, ୧୧।୭: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର କୋଲକତାର ଲୋକପ୍ରିୟ କ୍ରିକେଟ ଷ୍ଟାଡ଼ିୟମ୍‌ରେ କରୋନା ଆକ୍ରାନ୍ତଙ୍କ ପାଇଁ…