ଯୋଗ୍ୟ ଭିନ୍ନକ୍ଷମଙ୍କୁ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ କର: ରାଜ୍ୟଗୁଡ଼ିକୁ କେନ୍ଦ୍ରର ପରାମର୍ଶ

ନୂଆଦିଲ୍ଲୀ, ୨୬।୮(ପି.ଟି.): ଯୋଗ୍ୟ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ତୁରନ୍ତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ କରି ସେମାନଙ୍କୁ ଖାଦ୍ୟଶସ୍ୟ ଯୋଗାଇଦେବା ଲାଗି କେନ୍ଦ୍ର ସରକାର ସମସ୍ତ…

‘ଡିଜିନ୍‌’ ମାଗାଜିନ୍‌ରେ ଓଡ଼ିଶା କୃଷିଭବନ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଅନେକ ପ୍ରଶଂସା ସାଉଣ୍ଟିଥିବା ଓଡ଼ିଶାର କଳା ଏବେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି। ବିଶ୍ୱସ୍ତରୀୟ ସ୍ଥାପତ୍ୟ କଳା ମାଗାଜିନ ‘ଡିଜିନ୍‌’ରେ ଓଡ଼ିଶା…

ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର…

ସୁପ୍ରିମକୋର୍ଟ ନ୍ୟାୟବିଜ୍ଞ ହୁଅନ୍ତୁ

ନୂଆଦିଲ୍ଲୀ,୨୬ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏବଂ ନ୍ୟାୟପାଳିକା ସମ୍ପର୍କରେ ଟୁଇଟ୍‌ କରି ଫସିଯାଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅଦାଲତ ଅବମାନନା ମାମଲାର ଦଣ୍ଡବିଧାନ…

ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା

ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି…

୧୪ରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ, ୨୬।୮(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟାପାର କ୍ୟାବିନେଟ କମିଟି ଏହି ସୁପାରିସ୍‌ କରିଛି।…

ତେଜିଲା ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ

କେନୋଶା,୨୬ା୮(ଏ.ପି.): ଆମେରିକାର ମିନିଆପଲିସରେ ଜର୍ଜ ଫ୍ଲୟଡ୍‌ଙ୍କ ମୃତ୍ୟୁକୁ ନେଇ ମୁଣ୍ଡ ଟେକିଥିବା ଆନ୍ଦୋଳନ ଆଉ ଜଣେ କୃଷ୍ଣକାୟଙ୍କୁ ପୋଲିସର ଗୁଳିମାଡ଼ ପରେ ଆହୁରି ବ୍ୟାପକ ହୋଇଛି। ଓ୍ବିସ୍କୋନ୍‌ସିନର…

କୋଭିଡ୍‌ର ଆର୍ଥିକ ପ୍ରଭାବ ଆକଳନ କଷ୍ଟକର: ଆର୍‌ବିଆଇ

ନୂଆଦିଲ୍ଲୀ,୨୬।୮: କୋଭିଡ୍‌ ଯୋଗୁ ଘରୋଇ ବଜାର ବର୍ତ୍ତମାନ କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବର୍ତ୍ତମାନ କରୋନା ସଂକ୍ରମଣ ବଢିଚାଲିଛି। ଏବେ କୋଭିଡ୍‌ ଯୋଗୁ ହୋଇଥିବା ପ୍ରକୃତ ଆର୍ଥିକ କ୍ଷତି…

ଆସିପାରେ ଦ୍ୱିତୀୟ ପ୍ୟାକେଜ

ନୂଆଦିଲ୍ଲୀ,୨୬।୮: କୋଭିଡ୍‌ ଯୋଗୁ କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଆଣିବା ଲାଗି ସରକାର ଦ୍ୱିତୀୟ ପ୍ୟାକେଜ ଘୋଷଣା କରିପାରନ୍ତି। ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଛି। ଲୋକଙ୍କ ମନରେ…

ସପ୍ତାହାନ୍ତ ଲକ୍‌ଡାଉନରୁ କାରବାର କ୍ଷତିଗ୍ରସ୍ତ

ନୂଆଦିଲ୍ଲୀ,୨୬।୮: କରୋନା ମାମଲା ଥମୁ ନ ଥିବା ଯୋଗୁ ବିଭିନ୍ନ ରାଜ୍ୟରେ ସରକାର ସପ୍ତାହର ଶେଷ ଦିନଗୁଡିକରେ ଲକ୍‌ଡାଉନ କରୁଛନ୍ତି। ଏହାଦ୍ୱାରା କାରବାର କ୍ଷତିଗ୍ରସ୍ତ ହେଉଥିବା ରିଟେଲ…