ହସ୍ପିଟାଲ ଝରକା ଭାଙ୍ଗି ପଳାଇଲେ କରୋନା ଆକ୍ରାନ୍ତ ହତ୍ୟା ଅଭିଯୁକ୍ତ

ଅମ୍ବାଲ, ୨୫।୮: ଏକ ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯାଇଥିଲା।…

ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ଦାବିକୁ ସମର୍ଥନ କଲେ ଗ୍ରେଟା: କହିଲେ ‘ଏହା ଛାତ୍ରୀଛାତ୍ରଙ୍କ ପ୍ରତି ଅନ୍ୟାୟ’

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାସତ୍ତ୍ୱେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା ହେବାକୁ ଯାଉଥିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବିଡେନ୍‌ର କିଶୋର…

ଘାସ ଖାଇଲାବେଳେ ଗଧ ମୁହଁରେ ପଶିଗଲା ସାପ; ତାପରେ…

ପ୍ରତାପଗଡ଼, ୨୫।୮: ରାଜସ୍ଥାନର ପ୍ରତାପଗଡ଼ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜିଲାର ପିପଲଖୁଣ୍ଟ ଅଞ୍ଚଳରେ ଗୋଟିଏ ଗଧ ନଦୀ କୂଳରେ ଘାସ ଚରୁଥିବାବେଳେ ଘାସ…

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌…

ଏଣିକି ୨୨ଶହ ନୁହେଁ ୧୨ଶହ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଶସ୍ତା ହେଲା କୋଭିଡ ଟେଷ୍ଟ। ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ପୂର୍ବଠାରୁ ଶସ୍ତା ହେବ। ଆର୍‌ଟି ପିସିଆର୍‌ ଟେଷ୍ଟ ୧୨ଶହ ଟଙ୍କାରେ ହେବ। ପୂର୍ବରୁ…

ସଚିନ ଅବସର ନେବାପରେ ଆଇପିଏଲ୍‌ ଦେଖିବା ଛାଡ଼ିଦେଲେ ଏହି ମହିଳା କ୍ରିକେଟର୍‌

ନୂଆଦିଲ୍ଲୀ, ୨୫।୮: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଉଇକେଟ୍‌କିପର ସୁଷମା ବର୍ମା ଆଇପିଏଲ୍‌ ଦଳ ମୁମ୍ବାଇ ଇଣ୍ଡିଆନ୍ସର ଜଣେ ବଡ଼ ପ୍ରଶଂସିକା। କିନ୍ତୁ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ…

ସିଏମ୍‌ସି ଅଞ୍ଚଳରୁ ଆଉ ୧୨୫

କଟକ ଅଫିସ,୨୫।୮: କଟକ ମହାନଗର ନିଗମରୁ ମଙ୍ଗଳବାର ୧୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ କୁମ୍ଭାରସାହି କଣ୍ଟେନ୍‌ମେଣ୍ଟ ଅଞ୍ଚଳର ଥିବା ବେଳେ ୨୪ଜଣ…

ମେଡିକାଲ ପଢ଼ିବାକୁ ଯାଇ ବନିଗଲେ କ୍ରିକେଟର୍‌; ଏବେ ବିଶ୍ୱରେକର୍ଡର ଅଧିକାରିଣୀ

ନୂଆଦିଲ୍ଲୀ, ୨୫।୮: ନିକଟରେ ଜର୍ମାନୀ ଜାତୀୟ ମହିଳା କ୍ରିକେଟ୍‌ ଦଳର ଅଧିନାୟିକା ଅନୁରାଧା ଡୋଡାବଲ୍ଲାପୁର ଏକ ବିଶ୍ୱ ରେକର୍ଡର ଅଧିକାରିଣୀ ହୋଇଥିଲେ। ଅଷ୍ଟ୍ରେଲିଆ ମହିଳା ଦଳ ବିପକ୍ଷ…

ଘରେ କଳହ ଲାଗି ରହୁଛି କି.. ଏପରି ବାସ୍ତୁଦୋଷ କାରଣ ହୋଇପାରେ; ଜାଣନ୍ତୁ ଦୂର କରିବାର ଉପାୟ..

ଘରେ କଳହ ହେବାରେ ଅନେକ କାରଣ ରହିଛି। ବାସ୍ତୁଦୋଷ ଏବଂ ଗ୍ରହଦୋଷ ଏଥିପାଇଁ ମଧ୍ୟ ଦାୟୀ। ଘରର ରଙ୍ଗ, ଘରର ଉର୍ଜା(ଶକ୍ତିଂ), ଘରେ ରହୁଥିବା ଲୋକ ଯଦି…

ଗେଲ୍‌ଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ; ଖେଳିପାରିବେ ଆଇପିଏଲ୍‌

ଦୁବାଇ, ୨୫।୮: ଓ୍ବେଷ୍ଟଇଣ୍ଡିଜ ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ଫଳରେ ସେ ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣରେ କିଙ୍ଗ୍ସ ଇଲେଭେନ…