ବାଲେଶ୍ୱର ଉନ୍ନତି ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ରୋଡ୍‌ମ୍ୟାପ୍‌: ୫୦କୋଟି ବ୍ୟୟରେ ହେବ ଅନ୍ତଃରାଷ୍ଟ୍ରୀୟ ମାଛ ମାର୍କେଟ୍‌

ବାଲେଶ୍ୱର ଅଫିସ, ୨୪।୮-ବାଲେଶ୍ୱର ଜିଲାବାସୀଙ୍କୁ ଆମତ୍ନିର୍ଭରଶୀଳ କରାଇବା ପାଇଁ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେତେକ କୁଟୀରଶିଳ୍ପ, ମାଛଚାଷ, ସହରର ଉନ୍ନତୀକରଣ, ଉନ୍ନତ…

ଦେଢ଼ କିମି ବୁହାହେଲେ ପ୍ରସୂତି, ଶିଶୁ

କାମାକ୍ଷାନଗର, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲାର ଆଦିବାସୀବହୁଳ ଦୁର୍ଗମ କାନ୍ତୋଲ ପଞ୍ଚାୟତରେ କମୁନି ଜନନୀ ଯନ୍ତ୍ରଣା। ଗ୍ରାମକୁ ଯିବା ରାସ୍ତାରେ ଏକାଧିକ ପାହାଡ଼ିଆ ନାଳ ସ୍ବାସ୍ଥ୍ୟସେବାରେ ସାଜିଛି ପ୍ରତିବନ୍ଧକ। ଫଳରେ…

ଆଜିଠୁ ଆଉଏକ ଲଘୁଚାପ: ୩ଦିନ ପ୍ରବଳ ବର୍ଷା, ଉଜାଡ଼ିବ ଚାଷ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): କରୋନା ମହାମାରୀ ଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କ୍ରମାଗତ ଲଘୁଚାପ ବର୍ଷା ଚାଷ ପାଇଁ ବଡ଼ ବିପଦ ସୃଷ୍ଟି କରିଛି। ଅଗଷ୍ଟ ପ୍ରଥମ ସପ୍ତାହରୁ ଲଗାତର…

ଦୁବାଇରେ ଦିଲ୍ଲୀ କ୍ୟାପିଟାଲ୍ସ, ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ, ୨୪ା୮ (ପି.ଟି.)-ଆଇପିଏଲ୍‌ ଖେଳିବା ପାଇଁ ଶେଷ ଦଳ ଭାବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ଦୁବାଇରେ ପହଞ୍ଚତ୍ଛନ୍ତି। ଦୁଇ ଦଳର ସମସ୍ତ ସଦସ୍ୟ ମାସ୍କ…

ହୋଟେଲ ଶିଳ୍ପ ସ୍ଥାଣୁ

ଢେଙ୍କାନାଳ ଅଫିସ, ( ରତନ ନାୟାର ) ୨୪।୮: ପର୍ଯ୍ୟଟନରେ ପୁଞ୍ଜି ପ୍ରବାହର ଆଶା ବଢ଼ାଏ ହୋଟେଲ ଶିଳ୍ପ। ହୋଟେଲ ଶିଳ୍ପର ବିକାଶ ଟୁରିଜମ୍‌ ଭବିଷ୍ୟତକୁ ଦେଇଥାଏ ନୂଆ…

କ୍ଷେତକୁ ନିଅଣ୍ଟ ସାର

ଅନୁଗୋଳ ଅଫିସ, ୨୪।୮: ପ୍ରଥମେ ନିଅଣ୍ଟିଆ ବର୍ଷା, ଆଉ ଏବେ ସାର ଅଭାବକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅନୁଗୋଳ ଜିଲାର ଚାଷୀ। ପଛେଇ ଯାଇଥିବା ଚାଷକୁ ଆଗେଇ ନେବା…

ସିପିଏଲ୍‌ରେ ସର୍ବନିମ୍ନ ବିଜୟ ଲକ୍ଷ୍ୟ

ଟାରୋବା (ଓ୍ବେଷ୍ଟଇଣ୍ଡିଜ), ୨୪ା୮ (ପି.ଟି.)-ଗୁୟାନା ଆମାଜନ ଓ୍ବାରିୟର୍ସ କ୍ୟାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଇତିହାସରେ ସବୁଠାରୁ କମ୍‌ ରନ୍‌ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ହେଁ ଜାମାଇକା…

ହାତୀର ସ୍ମୃତିରେ ‘ହାତୀ ମୀନାର’: ପର୍ଯ୍ୟଟନ ମାନ୍ୟତାକୁ ଅପେକ୍ଷା

କେନ୍ଦୁଝର, ୨୪।୮(ସ୍ବ.ପ୍ର.)-ହାତୀ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ହେଲେ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅଞ୍ଚଳର ଜଣେ…

ଚେସ୍‌ ଅଲିମ୍ପିଆଡ କ୍ୱାର୍ଟରରେ ଭାରତ: ପ୍ରଜ୍ଞାନାନନ୍ଦ, ଦିବ୍ୟାଙ୍କ ଆକର୍ଷଣୀୟ ପ୍ରଦର୍ଶନ

ଚେନ୍ନାଇ, ୨୪।୮(ପି.ଟି.): ଆର. ପ୍ରଜ୍ଞାନାନନ୍ଦ ଏବଂ ଦିବ୍ୟା ଦେଶମୁଖଙ୍କ ଆକର୍ଷଣୀୟ ପ୍ରଦର୍ଶନ ବଳରେ ଭାରତ ୯ମ ତଥା ଅନ୍ତିମ ରାଉଣ୍ଡରେ ଶକ୍ତିଶାଳୀ ଚାଇନାକୁ ୪-୨ ବ୍ୟବଧାନରେ ପରାସ୍ତ…

ଚେନ୍ନାଇନ ଏଫ୍‌ସିରେ ରହିବେ ଜର୍ମନପ୍ରୀତ୍‌

ଚେନ୍ନାଇ, ୨୪ା୮ (ପି.ଟି.)-ଭାରତୀୟ ମିଡ୍‌ଫିଲ୍ଡର ଜର୍ମନପ୍ରୀତ୍‌ ସିଂ ଦୁଇ ଥର ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ଚାମ୍ପିୟନ ଚେନ୍ନାଇନ୍‌ ଏଫ୍‌ସି ଦଳରେ ରହିବେ। ଏଥିପାଇଁ କ୍ଲବର ସହିତ ସେ…