ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ୨୪ରୁ ବଡ଼ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୪ରେ ଏହା ଲଘୁଚାପରେ ପରିଣତ ହେବା ଯୋଗୁ ୨୭ ତାରିଖ ଯାଏ ଉପକୂଳ ଏବଂ…

ଦିଲ୍ଲୀରୁ ଆସିଲା ଖୁସି ଖବର: ୭୩ ଦିନ ମଧ୍ୟରେ ମାଗଣାରେ ମିଳିବ କରୋନା ଟୀକା

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୭୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ…

ଦିନକୁ ୧୦ ଲକ୍ଷ କରୋନା ପରୀକ୍ଷା

ନୂଆଦିଲ୍ଲୀ, ୨୩ା୮: ମହାମାରୀ କରୋନାର ଉଗ୍ରରୂପ ଜାରି ରହିଥିବାବେଳେ କରୋନା ପରୀକ୍ଷାରେ ଭାରତ ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଗୋଟିଏ ଦିନକରେ ଦେଶରେ ୧୦ ଲକ୍ଷରୁ…

ଦାଉଦ୍‌ କରାଚୀରେ ଥିବା ମାନିଲା ପାକିସ୍ତାନ

ମୁମ୍ବାଇ, ୨୩ା୮ : ପାକିସ୍ତାନ ଶେଷରେ ୧୯୯୩ ମୁମ୍ବାଇ ବିସ୍ଫୋରଣ ମାମଲାର ମୋଷ୍ଟ ଓ୍ବାଣ୍ଟେଡ୍‌ ଦାଉଦ୍‌ ଇବ୍ରାହିମ୍‌ କରାଚୀରେ ରହୁଥିବା କଥା ସ୍ବୀକାର କରିଛି। ଏଫ୍‌ଏଟିଏଫ୍‌ କଳା…

ରାଫାଲ ଚୁକ୍ତିକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୨୩ା୮ : ଫ୍ରାନ୍ସରୁ କିଣାଯାଇଥିବା ରାଫାଲ ଯୁଦ୍ଧବିମାନକୁ ନେଇ ସରକାର ଉତ୍ସାହିତ ହୋଇପଡ଼ିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ରାଫାଲ ଚୁକ୍ତିକୁ ନେଇ…

ପରିସ୍ଥିତି ଅନୁକୂଳ ହେଲେ ଘରୋଇ କ୍ରିକେଟ ଆରମ୍ଭ ହେବ: ଗାଙ୍ଗୁଲି

ନୂଆଦିଲ୍ଲୀ,୨୩।୮(ପି.ଟି.): ଘରୋଇ କ୍ରିକେଟର ଆରମ୍ଭ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମୁହଁ ଖୋଲିଛନ୍ତି। କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା…

ହାତୀ ଖୋଜୁଛନ୍ତି ଚଲାପଥ

ଢେଙ୍କାନାଳ ଅଫିସ, ୨୩ା୮: ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଧୀନ ରସାସିଂହ ଅଞ୍ଚଳକୁ ପଶି ଆସିଥିବା ୩୯…

‘ତବ୍‌ଲିଘିରେ ଯୋଗଦେଇଥିବା ବିଦେଶୀଙ୍କୁ ବଳିବୋଦା କରାଯାଇଛି’

ମୁମ୍ବାଇ, ୨୩।୮: ଦିଲ୍ଲୀର ନିଜାମୁଦ୍ଦିନରେ ଗତ ମାର୍ଚ୍ଚ ମାସରେ ଅନୁଷ୍ଠିତ ତବ୍‌ଲିଘି ଜମାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବିଦେଶୀ ନାଗରିକଙ୍କୁ ବଳିବୋଦା କରାଯାଇ ସେମାନେ ଦେଶରେ କରୋନା ମହାମାରୀ…

ସଂକ୍ରମଣରେ ଶିଶୁଙ୍କର ବଡ଼ ଭୂମିକା ରହିଛି

ଓ୍ବାଶିଂଟନ, ୨୩।୮: ଶିଶୁମାନଙ୍କ ଦ୍ୱାରା ଭୂତାଣୁ ସଂକ୍ରମଣ ହାର ଅଧିକ ଏବଂ ତାହା ସେମାନଙ୍କୁ ନୀରବ ସଂକ୍ରମଣକାରୀରେ ପରିଣତ କରିପାରେ ବୋଲି ନିକଟରେ ହୋଇଥିବା ଏକ ଅଧ୍ୟୟନରୁ…