ଚାମ୍ପିୟନ୍ସ ଲିଗ୍‌: ପିଏସ୍‌ଜି- ବେୟର୍ନ ଫାଇନାଲ

ଲିସ୍‌ବନ୍‌,୨୩।୮(ଏପି): ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ (ୟୁଇଏଫ୍‌ଏ) ଆନୁକୂଲ୍ୟରେ ପ୍ରତିବର୍ଷ ଆୟୋଜିତ ହେଉଥିବା ହାଇପ୍ରୋଫାଇଲ୍‌ ଚାମ୍ପିୟନ୍ସ ଲିଗ୍‌ର ଫାଇନାଲ ମୁକାବିଲା ଏଥର ସ୍ପଷ୍ଟ ହୋଇଛି। ରବିବାର…

ଚେସ୍‌ ଅଲିିମ୍ପିଆଡ୍‌: ମଙ୍ଗୋଲିଆ ସହ ଡ୍ର ରଖିଲା ଭାରତ

ଚେନ୍ନାଇ, ୨୩ା୮ (ପି.ଟି.)-ଫିଡେ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡ୍‌ରେ ଚାଇନା ପୁଲ୍‌ ଏ’ରେ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ମଙ୍ଗୋଲିଆ ବିପକ୍ଷ ମ୍ୟାଚକୁ ଭାରତ ୩-୩ରେ…

ମହିଳା ରେସ୍‌ଲିଂ କ୍ୟାମ୍ପ ପୁଣି ସ୍ଥଗିତ

ନୂଆଦିଲ୍ଲୀ, ୨୩ା୮ (ପି.ଟି.)-କୋଭିଡ୍‌-୧୯ ଯୋଗୁ ମହିଳା ରେସ୍‌ଲରମାନଙ୍କ ଲାଗି ହେବାକୁଥିବା ଜାତୀୟ କ୍ୟାମ୍ପକୁ ପୁଣି ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଖେଳାଳିମାନେ କ୍ୟାମ୍ପରେ…

୨୬୭ ରନରେ ଆଉଟ୍‌ ହେଲେ କ୍ରଲି

ସାଉଥାମ୍ପଟନ,୨୨।୮(ପି.ଟି.): ସ୍ଥାନୀୟ ରୋଜ ବାଓଲ ଗ୍ରାଉଣ୍ଡରେ ଚାଲିଥିବା ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ଜ୍ୟାକ କ୍ରଲିଙ୍କ ଆକର୍ଷଣୀୟ ଦ୍ୱିଶତକ ଓ ଜୋସ୍‌…

୧୦ ବର୍ଷର ବାଳିକାକୁ ବଳାତ୍କାର ପରେ ବିବାହ; ଶେଷରେ ଛାଡ଼ପତ୍ର

ମୁଜାଫରନଗର, ୨୨।୮: ଉତ୍ତର ପ୍ରଦେଶର ମୁଜାଫରନଗରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ବଳାତ୍କାରର ଶିକାର ହୋଇଥିବା ୧୦ ବର୍ଷର ଜଣେ ବାଳିକାଙ୍କୁ ଶେଷରେ ବଳାତ୍କାରୀ ବ୍ୟକ୍ତି…

ବସ୍ତାରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଯାଇ ବନବିଭାଗ ନାକେଦମ୍‌

ବସ୍ତା,୨୨ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଳକ ପତ୍ରଝଡ଼ା ପଞ୍ଚାୟତରେ ହାତୀ ଉପଦ୍ରବ ଯୋଗୁ ଗ୍ରାମବାସୀ ଭୟଭୀତ ହୋଇଥିବା ଜଣାପଡ଼ିଛି। କିଛି ମାସ ଧରି ବାଲେଶ୍ୱର-ମୟୂରଭଞ୍ଜ ଜିଲା ସୀମାନ୍ତ ରାସଗୋବିନ୍ଦପୁର…

ପାଇପ୍‌ ଯୋଗେ ହସ୍ପିଟାଲର ୪ ମହଲାରୁ ଖସି ପଳାଇଲେ ମହିଳା ରୋଗୀ

ମିରଟ, ୨୨।୮: ଉତ୍ତର ପ୍ରଦେଶର ମିରଟ ମେଡିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ଜଣେ ମହିଳା ହସ୍ପିଟାଲର ୪ର୍ଥ ମହଲାରୁ ପାଇପ ଯୋଗେ ଖସି ପଳାଇଛନ୍ତି।…

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ ପ୍ରବେଶ: ଚାଷୀ ଆତଙ୍କିତ

ବାଲିଆପାଳ,୨୨।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବାହିତ ହେବା ଯୋଗୁ ତଳିଆ ଅଞ୍ଚଳର ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଅପରାହ୍ନ ୩ଟାରେ ରାଜଘାଟଠାରେ…

ଭୁବନେଶ୍ୱରରେ ପିକ୍‌ ସ୍ତରରେ ସଂକ୍ରମଣ: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୨ା୮ (ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ପିକ୍‌ରେ ଅଛି। ଦିନକୁ ଦିନ ଅଧିକରୁ ଅଧିକ ଲୋକଙ୍କ ଟେଷ୍ଟ ହେଉଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି।…