ଇଂଲଣ୍ଡ କୋଚିଂ ଷ୍ଟାଫ୍‌ରେ ଆଝାର ମେହମୁଦ୍‌: ଇଂଲଣ୍ଡ ଟି୨୦ ଦଳ ଘୋଷିତ

ଲଣ୍ଡନ,୨୦।୮(ପି.ଟି.): ଆସନ୍ତା ୨୮ତାରିଖରୁ ଆରମ୍ଭ ହେବାକୁ ଥିବା ପାକିସ୍ତାନ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ପାଇଁ ଆୟୋଜକ ଇଂଲଣ୍ଡ ଏକ ଭିନ୍ନ ପ୍ରକାର ରଣନୀତି…

କରୋନାରେ ମୃତ ୧୨ ଶିକ୍ଷକଙ୍କ ପରିବାରକୁ ମିଳିବ ଆର୍ଥତ୍କ ସହାୟତା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ଶିକ୍ଷକମାନେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି। ୫ ମାସ ହେଲାଣି ନିଜ ଜୀବନକୁ ବାଜି ଲଗାଇ ନିଃସ୍ବାର୍ଥପର…

ଆଇପିଏଲ୍‌ ଟାଇଟଲ ରାଇଟ୍‌: ଡ୍ରିମ୍‌ ୧୧ର ୨୦୨୧,୨୦୨୨ ବିଡ୍‌କୁ ବିସିସିଆଇର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଳୀ,୨୦।୮(ପି.ଟି.): ୨୦୨୦ ପାଇଁ ଜଣାଶୁଣା ଫାଣ୍ଟାସୀ ଗେମିଂ ପ୍ଲାଟଫର୍ମ ଡ୍ରିମ୍‌ ୧୧ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ସ୍ପୋନ୍‌ସରଶିପ୍‌ ଅଧିକାର ହାସଲ କରିଛି। ଆଇପିଏଲ୍‌ର ୨୦୨୦…

କରୋନା ମୁକାବିଲା ଲାଗି ବୈଷୟିକ କମିଟି ଗଠିତ

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି। ଯଦିଓ ଅଧିକ ନମୁନା ପରୀକ୍ଷା ହେଉଥିବାରୁ ସଂକ୍ରମିତ ଅଧିକ ଚିହ୍ନଟ ହେଉଛନ୍ତି, ତଥାପି କାହିଁକି…

୮.୪ ଲକ୍ଷ କୋଟିର ଋଣ ପୁନର୍ଗଠନ ହୋଇପାରେ

ନୂଆଦିଲ୍ଲୀ,୨୦।୮: କରୋନା ଯୋଗୁ ଘରୋଇ ବଜାରର କମ୍ପାନୀଗୁଡ଼ିକ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। କମ୍ପାନୀଗୁଡ଼ିକ ବର୍ତ୍ତମାନ ସଙ୍କଟ ଦେଇ ଗତି କରୁଥିବା ବେଳେ ବଜାରରେ ସୁଧାର…

ମଦ୍ରାସା ବୋର୍ଡ ପରୀକ୍ଷା: ପାସ୍‌ ହାର ୮୦.୭୮%

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଓଡ଼ିଶା ମଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବୋର୍ଡ ଅଧୀନରେ ହୋଇଥିବା ମୌଲବୀ(ମାଟ୍ରିକ୍‌), ମାହିର(ଯୁକ୍ତ୨), ଅଲିମ୍‌(ଯୁକ୍ତ୩), ଫାଜିଲ(ପିଜି) ସ୍ତରୀୟ ପରୀକ୍ଷାଫଳକୁ ବିଦ୍ୟାଳୟ ଓ…

କନ୍ଧମାଳରେ ପାସ୍‌ ହାର ୬୦.୪୪%

ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ ୧୩୬…

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ଲଘୁଚାପ ସୃଷ୍ଟି ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଡିପ୍ରେଶନ(ଅବପାତ)ରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଉପରେ…

କ୍ୱାର୍ଟର ଫାଇନାଲରେ ନାଗାଲ

ପ୍ରାଗ୍‌(ଚେକ୍‌ ରିପବ୍ଲିକ), ୨୦।୮(ପି.ଟି.)- ଭାରତର ଶୀର୍ଷସ୍ଥାନୀୟ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ଏଠାରେ ଚାଲିଥିବା ପ୍ରାଗ୍‌ ଓପନ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ…

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ ଚା’…