ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ କରି…

ରାୟଗଡ଼ା ଡେପୁଟି କଲେକ୍ଟର ନିଲମ୍ବିତ

ରାୟଗଡ଼ା ଅଫିସ,୧୯ା୮: କାର୍ଯ୍ୟରେ ଅବହେଳା ପାଇଁ ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…

ବ୍ରାଉନସୁଗାର ର଼୍ୟାକେଟ୍‌ରେ ଏମ୍‌ବିଏ ଛାତ୍ର

ଭୁବନେଶ୍ୱର, (ବ୍ୟୁରୋ)/ ବାଲେଶ୍ୱର ଅଫିସ, ୧୯।୮:  ବ୍ରାଉନସୁଗାର କାରବାର କରୁଥିବା ଜଣେ ଏମ୍‌ବିଏ ଛାତ୍ରଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ସୋମବାର ରାତିରେ ବାଲେଶ୍ୱର…

କୋଭିଡ୍‌ କେୟାର ହୋମ୍‌ ପାଇଁ ବିଏମ୍‌ସିର ନୂଆ ଏସ୍‌ଓପି

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କୋଭିଡ୍‌ କେୟାର ହୋମ୍‌ (ସିସିଏଚ୍‌) ବନ୍ଦୋବସ୍ତ କରିବା ପାଇଁ ବିଏମ୍‌ସି ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜୁଅର (ଏସ୍‌ଓପି) ଜାରି କରିଛି। ଗାଇଡ୍‌ଲାଇନ୍ସକୁ ଅନୁପାଳନ କରି ସିସିଏଚ୍‌…

ଅଧାରେ ଅଟକିଛି ଗାନ୍ଧୀଙ୍କ ଥ୍ରୀ-ଡି ଭାସ୍କର୍ଯ୍ୟ

କଟକ ଅଫିସ,୧୯ା୮: କାଠଯୋଡ଼ି କୂଳରେ ବ୍ରୋଞ୍ଜ ତିଆରି ଥ୍ରୀ-ଡି ଭାସ୍କର୍ଯ୍ୟ କୃତୀ ସ୍ଥାପନ କରାଯିବ। ୨୦ ଫୁଟ ଚଉଡ଼ା ଓ ୧୦ ଫୁଟ ଉଚ୍ଚତା ବିଶିଷ୍ଟ ଏହି…

୩ ଦିନରେ ନିର୍ବାଚନ ଗାଇଡ୍‌ଲାଇନ୍ସ ପ୍ରସ୍ତୁତ କର

ନୂଆଦିଲ୍ଲୀ, ୧୯ା୮ : ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନ ଲାଗି ୩ ଦିନ ମଧ୍ୟରେ ଗାଇଡ୍‌ଲାଇନ୍ସ ପ୍ରସ୍ତୁତ କରିବାକୁ ନିର୍ବାଚନ କମିଶନ ମଙ୍ଗଳବାର ରାଜ୍ୟଗୁଡ଼ିକୁ ପରାମର୍ଶ…

କ୍ଷତିଗ୍ରସ୍ତଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି

ପୁରୀ ଅଫିସ,୧୯ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବ୍ୟବସାୟ ପ୍ରତିଷ୍ଠାନ ହରାଇଥିବା କ୍ଷତିଗ୍ରସ୍ତଙ୍କୁ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜିଂ…

ଆଦିତ୍ୟଙ୍କ ସହ ସାକ୍ଷାତକୁ ରିଆଙ୍କ ଖଣ୍ଡନ

ମୁମ୍ବାଇ, ୧୯ା୮ : ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାକୁ ନେଇ ଖୋଳତାଡ ଚାଲିଥିବାବେଳେ ଶିବସେନା ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେଙ୍କ…

୪ ଜିଲା ପାଇଁ ସ୍ବତନ୍ତ୍ର ରଣନୀତି: କୋରାପୁଟରେ ହେବ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ୍‌ ପରିସ୍ଥିତି ଓ ରଣନୀତି ନେଇ ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା,…

ପାକ୍‌ ସୀମାରେ ତେଜସ୍‌

ନୂଆଦିଲ୍ଲୀ, ୧୯ା୮ : ଚାଇନା ସହ ସୀମା ବିବାଦ ଜାରି ରହିଥିବାବେଳେ ପାକିସ୍ତାନ ସୀମାରେ ଭାରତୀୟ ବାୟୁସେନା ପକ୍ଷରୁ ମଙ୍ଗଳବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏଲ୍‌ସିଏ ତେଜସ୍‌…