ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି…

ଯଦି ଟୁଇଟ୍‌କୁ ଭୟ, ନ୍ୟାୟପାଳିକା ଦୁର୍ବଳ

ନୂଆଦିଲ୍ଲୀ,୧୯ା୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଗୁରୁବାର (ଅଗଷ୍ଟ ୨୦ରେ) ଦଣ୍ଡବିଧାନ କରିବାକୁ ସୁପ୍ରିମକୋର୍ଟଙ୍କ ତିନିଜଣିଆ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି। ଏହାକୁ…

୧୦ ଲକ୍ଷ ଟପିଲା କରୋନା ପରୀକ୍ଷା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ଟେଷ୍ଟିଂ ପାଇଁ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ରାଜ୍ୟରେ କୋଭିଡ୍‌ ଟେଷ୍ଟ ୧୦ ଲକ୍ଷ…

ଚୂଡ଼ାନ୍ତ ବର୍ଷ ପରୀକ୍ଷା ବାତିଲ ମାମଲାର ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୯ା୮: ଦେଶବ୍ୟାପୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆସନ୍ତା ସେପ୍ଟେମ୍ବର ୩୦ସୁଦ୍ଧା ଚୂଡ଼ାନ୍ତ ବର୍ଷର ପରୀକ୍ଷା କରିବା ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ କରାଯାଇଥିବା…

ନିର୍ବାଚନ କମିଶନର ଅଶୋକ ଲାଭାସାଙ୍କ ଇସ୍ତଫା:ଏଡିବି ଉପାଧ୍ୟକ୍ଷ ହେବେ

ନୂଆଦିଲ୍ଲୀ,୧୯ା୮: ନିର୍ବାଚନ କମିଶନର ଅଶୋକ ଲାଭାସା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆସନ୍ତା ମାସରେ ଏସିଆନ୍‌ ଡେଭେଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି)ର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ…

୧୪ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୧୯।୮: ଲଗାତର ତୃତୀୟ ଦିନ ଲାଗି ପେଟ୍ରୋଲ ଦର ବୃଦ୍ଧି ଘଟିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବଢିବା ଯୋଗୁ ଦର ୮୧.୪୪…

ସଙ୍କଟରେ ରିୟଲ ଇଷ୍ଟେଟ୍‌: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ ସଂସ୍ଥା…

ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ, ଉତ୍ତେଜନା

ଜହ୍ନାପଙ୍କ,୧୯।୮(ଡି.ଏନ.ଏ.) - ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରରେ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ…

କରୋନା କଟକଣା ବୁଡ଼ାଇଛି ବ୍ୟବସାୟ

ଦେଓଗାଁ,୧୯ା୮(ଡି.ଏନ.ଏ.)  - ବଲାଙ୍ଗୀର ଜିଲା ସଦର ଓ ଦେଓଗାଁ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ବାଉଁଶ କାରିଗରମାନେ କରୋନା କଟକଣା ଯୋଗୁ ସଙ୍କଟରେ ପଡିଛନ୍ତି। ଏଥିପାଇଁ ବିବାହ,…

ପ୍ରଶାସନ କଲାନି, ଯୁବଗୋଷ୍ଠୀ କଲେ

ବଇଣ୍ଡା, ୧୯ା୮(ଡି.ଏନ.ଏ.) - ଜଙ୍ଗଲିଆ ଗଁ। ଭାବି ପ୍ରଶାସନ ଯେଉଁ ଗ୍ରାମବାସୀଙ୍କୁ ଦୀର୍ଘବର୍ଷ ହେଲା ଅବହେଳା କରିଆସିଥିଲା ସେହି ଗ୍ରାମବାସୀ ଓ ଯୁବଗୋଷ୍ଠୀ ସ୍ବାଧୀନତା ଦିବସ ଅବସରରେ…