କରନ ଜୋହର ସମାପ୍ତ କରିଛନ୍ତି ସୁଶାନ୍ତଙ୍କ କ୍ୟାରିୟର: କଙ୍ଗନା

ମୁମ୍ବାଇ, ୧୮।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ପୁଣି ଥରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ଫିଲ୍ମ…

ନଷ୍ଟ ହେବନି ପୁରୁଣା ପୋଷାକ

ପୋଷାକ ପୁରୁଣା ହୋଇଗଲେ କିମ୍ବା କୌଣସି କାରଣରୁ ଚିରିଗଲେ ଅବା ଛୋଟ ହୋଇଗଲେ ସାଧାରଣତଃ ଅନେକଙ୍କ ଲାଗି ଏହା ଅନାବଶ୍ୟକ ହୋଇ ପଡିରହେ କିମ୍ବା ଫିଙ୍ଗା ହୋଇଯାଏ।…

ପିଲା ରହିବେ ଫିଟ୍‌

ଅଧିକାଂଶ ମାତାପିତା ସେମାନଙ୍କ ପିଲାମାନଙ୍କୁ ମୋଟା ହୋଇଥିବାର ଦେଖି ଭାରି ଖୁସି ହୁଅନ୍ତି। ଆଉ ପିଲା ଯେପରି କୌଣସି କାରଣରୁ ଝଡି ନ ଯାଏ ବା ପତଳା…

ଆତ୍ମନିର୍ଭରଶୀଳ ଗୃହିଣୀ

ଜଣେ ଗୃହିଣୀ ଦିନ ସାରା ପରିବାରର ପ୍ରତ୍ୟେକ କାର୍ଯ୍ୟ କରିଥାଏ। ହେଲେ ଏହି ଅବିରତ ଶ୍ରମ ବଦଳରେ ତାକୁ ନା ମିଳିଥାଏ କୌଣସି ପାରିଶ୍ରମିକ ନା ପ୍ରଶଂସା।…

ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ବଦଳିଲା ନାମ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନାମ ପରିବର୍ତ୍ତନକୁ ଶିକ୍ଷା ମନ୍ତ୍ରଣାଳୟ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି। ସୋମବାର ରାତିରେ ଜାରି କରାଯାଇଥିବା…

ଏହି ଉପାୟରେ କରନ୍ତୁ ଗଣେଶ ପୂଜା: ହେବ ଧନ ବର୍ଷା, ଚମକିବ ଭାଗ୍ୟ

ଆଗକୁ ଆସୁଛି ଗଣେଶ ପୂଜା। ବାପ୍ପାଙ୍କୁ ସ୍ବାଗତ କରିବା ପାଇଁ ସମସ୍ତେ ଜୋରସୋର ପ୍ରସ୍ତୁତି ଆରମ୍ଭ ହୋଇଛି। କିନ୍ତୁ କରୋନା ଯୋଗୁ ଏଥର ଗଣେଶ ପୂଜା କିଛିଟା…

ଘରୋଇ ସ୍କ୍ରବ୍‌

ତ୍ୱଚାକୁ ବ୍ରଣ କିମ୍ବା ଅନ୍ୟାନ୍ୟ ସମସ୍ୟାଠୁ ଦୂରେଇ ରଖିବା ଲାଗି ମଝିରେ ମଝିରେ ଏକ୍ସଫୋଲିଏଟ୍‌ କରିବା ଦରକାର; ଯାହା କି ତ୍ୱଚାକୁ ଧୂଳି, ପ୍ରଦୂଷଣରୁ ରକ୍ଷା କରିଥାଏ।…

ଚାଇନାର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ

ବେଜିଂ,୧୮।୮: ରୁଷିଆ ପରେ ଚାଇନା କରୋନା ଭାଇରସ ପାଇଁ ଏକ ଭ୍ୟାକ୍ସିନ ପ୍ରସ୍ତୁତ କରିଥିବା ଦାବି କରିଛି। ଏହାସହ ସେ ଏହି ଭ୍ୟାକ୍ସିନକୁ ଟ୍ରାଏଲ ମଧ୍ୟ କରି…

ହାଇକୋର୍ଟର ୨ଜଣ ବିଚାରପତି କରୋନା ପଜିଟିଭ

ଜୟପୁର,୧୮।୮: ରାଜସ୍ଥାନରେ କରୋନା ପ୍ରକୋପ ଜାରି ରହିଛି। ରାଜଧାନୀ ଜୟପୁରର ହାଇକୋର୍ଟ ଏବେ କରୋନା କବଳରେ। ସର୍ବପ୍ରଥମେ ହାଇକୋର୍ଟର ସିଜେ କରୋନା ପଜିଟିଭ୍‌ ହୋଇଥିବା ବେଳେ ଏବେ…

ରାଜ୍ୟରେ ବାହାର ଲୋକଙ୍କୁ ମିଳିବନି ନିଯୁକ୍ତି ସୁଯୋଗ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୋପାଳ, ୧୮।୮: ଏଣିକି ମଧ୍ୟପ୍ରଦେଶରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳିବନି। କେବଳ ରାଜ୍ୟର ବାସିନ୍ଦାଙ୍କୁ ହିଁ ସରକାରୀ ଚାକିରୀ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…