ଭାଇଜାଗ୍‌ ଫାର୍ମରେ ଗ୍ୟାସ୍‌ ଲିକ୍‌: ୨ ମୃତ

ବିଶାଖାପାଟଣା,୧।୭(ଆଇଏଏନ୍‌ଏସ୍‌): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍‌ରେ ଗ୍ୟାସ୍‌ ଲିକ୍‌ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍‌ଓ୍ବାଡ଼ାର ଜବାହରଲାଲ୍‌ ନେହେରୁ ଫାର୍ମା କମ୍ପାନୀର…

ଚିନ୍ତାବ୍ୟକ୍ତ କଲା ଚାଇନା

ନୂଆଦିଲ୍ଲୀ/ବେଜିଂ,୧।୭: କେନ୍ଦ୍ର ସରକାର ଦେଶରେ ଚାଇନା ଭିଡିଓ ଆପ୍‌ ଟିକ୍‌ଟକ୍‌ ସମେତ ୫୯ଟି ଆପ୍ଲିକେଶନ ଉପରେ ସୋମବାର କଟକଣା ଜାରି କରିଛନ୍ତି। ଟିକ୍‌ଟକ୍‌କୁ ଗୁଗଲ ପ୍ଲେ ଷ୍ଟୋର…

ବାପ-ପୁଅଙ୍କ ଉପରେ ଆକ୍ରମଣ କରିବାରୁ ଭାଲୁକୁ ଫାଶୀ ଦଣ୍ଡାଦେଶ

ଇଟାଲୀରେ ଏକ ବ୍ରାଉନ ଭାଲୁକୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ଗତ ସପ୍ତାହରେ ଟ୍ରେଟିନୋର ଉତ୍ତର କ୍ଷେତ୍ରରେ ବାପପୁଅଙ୍କ ଉପରେ ଆକ୍ରମଣ କରିବାକୁ ଭାଲୁକୁ ଏପରି ଦଣ୍ଡାଦେଶ ଦିଆଯାଇଥିବା…

ଭାରତରେ ୪.୫୮ କୋଟି ମହିଳା ନିଖୋଜ

ଜାତିସଂଘ,୧।୭: ବିଗତ ୫୦ ବର୍ଷ ମଧ୍ୟରେ ବିଶ୍ୱରେ ୧୪ କୋଟି ୨୬ ଲକ୍ଷ ମହିଳା ନିଖୋଜ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଏକତୃତୀୟାଂଶ ଅର୍ଥାତ୍‌ ୪ କୋଟି ୫୮…

ହସ୍ପିଟାଲ କଟକଣା ଅସମ୍ଭାଳ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜଧାନୀ ବସ୍ତି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଘରୋଇ ହସ୍ପିଟାଲ ପାଇଁ ନୂଆ ନିୟମାବଳୀ…

ସୁନା ଗହଣା କିଣୁଥିଲେ ଧ୍ୟାନ ଦିଅନ୍ତୁ ଏଥିପ୍ରତି…

ଆମ ସଂସ୍କୃତିରେ ସୁନାର ରହିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ଏହା ଯେତିକି ସୁନ୍ଦର ସେତିକି ଉପଯୋଗୀ। ମହିଳାମାନଙ୍କର ଏହାପ୍ରତି ଅଶେଷ ଦୂର୍ବଳତା ରହିଥାଏ। ଏହାର ମୂଲ୍ୟ ମଧ୍ୟ ଦିନକୁ…

ପୁଣି ସଫା ହେଲେ ୩ ଆତଙ୍କବାଦୀ

ଶ୍ରୀନଗର,୧।୭: ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଜାରି ରହିଛି। ଟ୍ରାଲ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୩ ଜଣ ଆତଙ୍କବାଦୀ ଲୁଚି…

ପିତାଙ୍କୁ ସାଇକେଲରେ ବସାଇ ୧୨୦୦ କିମି ଯାତ୍ରା କରିଥିବା ଝିଅ ଉପରେ ନିର୍ମାଣ ହେବ ଫିଲ୍ମ

ଲକ୍‌ଡାଉନ ସମୟରେ୧୩ ବର୍ଷ ବୟସର ଝିଅ ଜ୍ୟୋତି କୁମାରୀ ତାଙ୍କ ପିତାଙ୍କୁ ହରିୟାଣାର ଗୁରୁଗ୍ରାମରୁ ବିହାରର ଦରଭଙ୍ଗା ପ୍ରାୟ ୧୨ ଶହ କିଲୋମିଟରରୁ ଅଧିକ ସାଇକେଲରେ ବସାଇ…

ଚାକିରିରୁ ତଡ଼ା ଖାଇଲେ ବୀରମିତ୍ରପୁର ଥାନା ଅଧିକାରୀ

କଟକ ଅଫିସ,୧।୭: ଜଣେ ନାବାଳିକାଙ୍କୁ ଥାନା ଭିତରେ ରଖି ବଳାତ୍କାର ଏବଂ ପରେ ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କ ବିରୋଧରେ…

କଂଗ୍ରେସର ୩୩ ଜଣିଆ ଗଣମାଧ୍ୟମ କମିଟି ଘୋଷିତ

ଭୁବନେଶ୍ୱର,୧।୭(ବ୍ୟୁରୋ): ସର୍ବଭାରତୀୟ ଜାତୀୟ କଂଗ୍ରେସର ସାମାଜିକ ଗଣମାଧ୍ୟମ ବିଭାଗ ଓ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ରାଜ୍ୟ ସାମାଜିକ ଗଣମାଧ୍ୟମ ଏବଂ ଡିଜିଟାଲ ମିଡିଆ…