ସିବିଆଇ ତଦନ୍ତ ଦାବି କଲେ ଆଦିତ୍ୟଙ୍କ ମା

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ଏକ ମାସରୁ ଊର୍ଦ୍ଧ୍ୱ ବିତିଛି। ଏବେ ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଜିଆର୍‌ପି ଭଳି ସୁରାକ ପାଇପାରୁନି।…

ଓଡ଼ିଆ ଭାଷାରେ ‘ଥ୍ରୀଲର’

ଭୁବନେଶ୍ୱର (ବ୍ୟୁରୋ),୧୫।୮: ମହାମାରୀ କରୋନା ଲାଗି ସିନେମା ହଲ୍‌ ବନ୍ଦ ଥିବାବେଳେ ବଲିଉଡ୍‌ ନିର୍ଦ୍ଦେଶକ ରାମ ଗୋପାଳ ବର୍ମାଙ୍କ ନିର୍ଦ୍ଦେଶିତ ତଥା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଥ୍ରୀଲର’…

୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ…

କୋଠାବାଡ଼ି ନିୟମ କୋହଳ ହେଲା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ସହରାଞ୍ଚଳରେ ଗୃହ ନିର୍ମାଣ କରିବା ସହଜ ହେବ। ରାଜ୍ୟ ସରକାର କୋଠାବାଡ଼ି ନିର୍ମାଣକୁ ନେଇ ଥିବା ନିୟମରେ କେତେକ ସଂଶୋଧନ ଆଣିଛନ୍ତି । ରାଜ୍ୟର ୯ଟି…

ଏହି ଜିଲାରେ ୩ ଦିନ ପରେ ପାଳିତ ହେବ ସ୍ବାଧୀନତା ଦିବସ…

କୋଲକାତା,୧୫।୮: ଭାରତ ସାରା ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ୩ ଦିନ ପରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ…

ଗାଁକୁ ଯାଇ ପାଠ ପଢ଼ାଇବେ ଶିକ୍ଷକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଦୋହଲିଯାଇଛି। କେବେ ସ୍କୁଲ ଖୋଲିବ ଏବଂ ଶ୍ରେଣୀରେ ପାଠପଢ଼ା ସ୍ବାଭାବିକ ହେବ ସେନେଇ ନିର୍ଦ୍ଦିଷ୍ଟ କହିହେଉନାହିଁ। ତେଣୁ…

ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ…

ଭାଇରାଲ ଅଡିଓ: ଜଳେଶ୍ୱର ଆଇଆଇସି ନିଲମ୍ବିତ

ବାଲେଶର ଅଫିସ/କଟକ ଅଫିସ, ୧୫।୮: ଜଣେ ବ୍ରାଉନ ସୁଗର ବ୍ୟବସାୟୀଙ୍କ ସହ କଥା ହେଉଥିବାର ଅଡିଓ କ୍ଲିପ ଭାଇରାଲ ଘଟଣାକୁ ନେଇ ବାଲେଶ୍ୱର ଜିଲା ଜଳେଶ୍ବର ଥାନା…

ଲଦାଖରେ ଭାରତୀୟ ଯବାନଙ୍କ ଶକ୍ତି ପ୍ରଦର୍ଶନ ସାରା ଦୁନିଆ ଦେଖିଛି: ମୋଦି

ନୂଆଦିଲ୍ଲୀ, ୧୫।୮: ଭାରତୀୟ ଯବାନଙ୍କ ଶକ୍ତି ଏବେ ସାରା ଦୁନିଆ ଦେଖିଛି। ଲଦାଖରେ ଭାରତୀୟ ଯବାନଙ୍କ ସାହସ ଆଗରେ ପ୍ରତିପକ୍ଷ ହାର ମାନିଛନ୍ତି। ଏଲ୍‌ଓସି ଏବଂ ଏଲ୍‌ଏସି…

ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ…