ନାବାଳିକା ଝିଅକୁ ବଳାତ୍କାର କରି ବାପା ଦୋଷୀ ସାବ୍ୟସ୍ତ, ୧୧ ମାସ ଧରି…

ଭୁବନେଶ୍ୱର,୧୭ା୯(ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦ରୁ ସବୁ ବିଦ୍ୟାଳୟରେ…

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶତପ୍ରତିଶତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ୟୁନିଫାଏଡ୍‌ ଅଟୋମେଶନ ସିଷ୍ଟମ (ୟୁଏଏସ୍‌)…

ରାଜନୀତିରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୨୦ ସରପଞ୍ଚ, ସମିତିସଭ୍ୟ

ସୋନପୁର,୧୭।୯(ମୃତ୍ୟୁଞ୍ଜୟ ଶତପଥୀ): ଧରିତ୍ରୀର ପୂର୍ବାନୁମାନ ସତ ସାବ୍ୟସ୍ତ ହୋଇଛି। ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ବିଭିନ୍ନ ପଞ୍ଚାୟତରୁ ୨୦ରୁ ଉର୍ଦ୍ଧ ବିଜେଡି ସମର୍ଥିତ ସରପଞ୍ଚ, ସମିତି ସଭ୍ୟ…

ପଶ୍ଚିମବଙ୍ଗ ଗୋରୁୁ ଚାଲାଣ:ମାଡ଼ି ବସିଲା ପୋଲିସ

ମୋରଡ଼ା,୧୭ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ପୋଲିସ ମଙ୍ଗଳବାର ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି। ସୂଚନା ମୁତାବକ,…

ଯୌତୁକ ପାଇଁ ଶାରୀ ସ୍ତ୍ରୀକୁ ଶାରୀରିକ ନିର୍ଯାତନା, ଜୀବନରୁ ମାରିଦେବାକୁ ପ୍ରଚେଷ୍ଟା: ଆସିଲା ବଡ଼ ରାୟ

ମୋରଡ଼ା,୧୭ା୯(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ମଙ୍ଗଳବାର ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଶ୍ରୁତି ପଟ୍ଟନାୟକ ଏହାର ବିଚାର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ, ଟୁଇଟ୍‌ କରି ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଟୁଇଟ୍‌ କରି କହିଛନ୍ତି, ଆପଣଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଭାରତକୁ ନୂତନ ଦିଗଦର୍ଶନ ଦେଇଛି।…

ପ୍ରଧାନମନ୍ତ୍ରୀଙ୍କୁ ୭୫

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୭୫ ବର୍ଷ ବୟସରେ ପଦାର୍ପଣ କରୁଛନ୍ତି। ଏହି ଅବସରରେ ଭାଜପା ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଜନକଲ୍ୟାଣକାରୀ ଓ…

ଖଣି ପାଇଁ ଅଡୁଆରେ ହାତୀ

ଯୋଡ଼ା,୧୭ା୯ (ମାନସ ମହାନ୍ତି) : ଜଙ୍ଗଲ ଛାଡ଼ି ହାତୀ ଜନବସତି ମୁହଁା ହେବାରୁ ମଣିଷ ଓ ହାତୀଙ୍କ ମଧ୍ୟରେ ଅନବରତ ସଂଗ୍ରାମ ଦେଖିବାକୁ ମିଳୁଛି। କେନ୍ଦୁଝର ଜିଲାରେ…

ମୋଦିଙ୍କୁ ଫୋନ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ, ମୋଦି ଦେଲେ ଏମିତି ଜବାବ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ବହୁତ ଭଲ ଫୋନ କଥାବାର୍ତ୍ତା ହୋଇଛି ଏବଂ ଏହି…

ଧର୍ମପ୍ରାଣା ଯୋଗେଶ୍ୱରୀ ରଥଙ୍କ ପରଲୋକ: ଅଞ୍ଚଳରେ ଶୋକର ଛାୟା

ବଲାଙ୍ଗୀର, ୧୭।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗର ନିବାସୀ ଧର୍ମପ୍ରାଣା ଯୋଗେଶ୍ୱରୀ ରଥଙ୍କର (୮୬) ମଙ୍ଗଳବାର ସନ୍ଧ୍ୟାରେ ୭ଟା ୩୦ ମିନିଟ୍‌ ସମୟରେ ପରଲୋକ ହୋଇଛି।…