ଚର୍ଚ୍ଚାରେ ପୁଟିନଙ୍କ ଦୁଇ ଝିଅ

ମସ୍କୋ,୧୩ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଝିଅଙ୍କଠାରେ ‘ସ୍ପୁଟନିକ୍‌ ଭି’ ଭାକ୍ସିନର ପ୍ରୟୋଗ କରାଯାଇଛି। ପୁଟିନ ନିଜେ ଏହା ଦାବି କରିବା ପରେ ତାଙ୍କର କେଉଁ ଝିଅଙ୍କୁ…

ବନ୍ଦୀଶାଳାରେ କୃଷ୍ଣ ଜନ୍ମ ହୋଇଥିଲେ, ତୁମେ ବାହାରିବାକୁ ଚାହୁଁଛ

ନୂଆଦିଲ୍ଲୀ, ୧୩।୮: ସୁପ୍ରିମକୋର୍ଟରେ ମଙ୍ଗଳବାର ଜଣେ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି ବେଳେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେଙ୍କ ମନ୍ତବ୍ୟ ହାସ୍ୟରୋଳ ସୃଷ୍ଟି କରିଥିଲା।…

ରହିତାଦେଶ ଉଠାଇବାକୁ ସାନି ମାମଲା

କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର ପୁଣି…

କରୋନା ଆରୋଗ୍ୟ ହାର ୭୦% ଟପିଲା

ନୂଆଦିଲ୍ଲୀ, ୧୩।୮(ପି.ଟି.): ଭାରତରେ କରୋନା ଆରୋଗ୍ୟ ହାର ୭୦ ପ୍ରତିଶତ ଅତିକ୍ରମ କରିଛି। ବୁଧବାର ସୁଦ୍ଧା ୧୬,୩୯,୫୯୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ସକ୍ରିୟ ଆକ୍ରାନ୍ତଙ୍କ…

ଡାକ୍ତରୀ ପଢ଼ିବାକୁ ଆମେରିକା ଯାଇଥିଲେ କମଲା ହାରିସ୍‌ଙ୍କ ମା’

ଚେନ୍ନାଇ, ୧୩।୮: ଭାରତୀୟ ବଂଶୋଦ୍ଭବ କମଲା ହାରିସ୍‌ ଆମେରିକାର ଡେମୋକ୍ରାଟ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି। ଏହି ସିନେଟରଙ୍କ ମାତୃଭାଷା କନ୍ନଡ଼। ତାଙ୍କ ମାଆ ଶ୍ୟାମଳା…

ସନ୍ଦେହ ଘେରରେ ସ୍ପୁଟ୍‌ନିକ୍‌ ଭି

ନୂଆଦିଲ୍ଲୀ, ୧୩।୮: କରୋନା ମହାମାରୀର ମୁକାବିଲା ଲାଗି ରୁଷିଆ ପ୍ରଥମ କରୋନା ଟିକାକୁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଏହାର ନିରାପତ୍ତାକୁ ନେଇ ସାରା ବିଶ୍ୱରୁ ପ୍ରଶ୍ନ ଉଠିବାରେ…

ଜୈବ ସୁରକ୍ଷିତ ପ୍ରୋଟୋକଲ ଭାଙ୍ଗିଲେ ହାଫିଜ୍‌

କରାଚି,୧୩।୮(ପି.ଟି.): ପାକିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ହାଫିଜ୍‌ ଇଂଲଣ୍ଡରେ ଜୈବ ସୁରକ୍ଷିତ ପ୍ରୋଟୋକଲ ଉଲ୍ଲଂଘନ କରି ବିବାଦ ସୃଷ୍ଟି କରିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ…

ବଦଳିଲା କୋଭିଡ୍‌ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ ସରକାରଙ୍କ…

ବେଙ୍ଗାଲୁରୁରେ ରାତିଅଧିଆ ଦଙ୍ଗା

ବେଙ୍ଗାଲୁରୁ,୧୩ା୮: ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ପୋଷ୍ଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁରେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଛି। ଏହାକୁ ନେଇ ଭଙ୍ଗାରୁଜା…

କରୋନା ରୋଗୀଙ୍କ ଚିକିତ୍ସାରେ ଅର୍ଥ ବାଧକ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଅର୍ଥ ଅଭାବରୁ କୌଣସି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବ ନାହିଁ ବୋଲି…