ଝାରସୁଗୁଡ଼ାରେ ଧଳା କୁଆ

ଝାରସୁଗୁଡ଼ା ଅଫିସ,୧୩।୮: ଝାରସୁଗୁଡ଼ା ସହରର ମୁଙ୍ଗାପଡାସ୍ଥିତ ଦିପ୍ତେଓ ସୋନିଙ୍କ ଘର ନିକଟରେ ଏକ ବିରଳ ଧଳା କୁଆ ବସିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। କୁଆ ଦୀର୍ଘ ସମୟ…

ଶ୍ରୀମନ୍ଦିର ପାର୍ଶ୍ୱ ଉଚ୍ଛେଦ, ଥଇଥାନକୁ ମୋହର

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶ୍ରୀମନ୍ଦିର ବିକାଶ ଲାଗି ରାଜ୍ୟ ସରକାର ମେଘନାଦ ପାଚେରି ଚତୁଃପାର୍ଶ୍ୱରେ ୭୫ ମିଟର ଦୂରତାରେ ଥିବା ସମସ୍ତ ବେସରକାରୀ ଜମି, ବାସଗୃହ, ଦୋକାନ ଆଦି…

କରୋନା ସଂକ୍ରମଣ ସତ୍ତ୍ୱେ ଜାତୀୟ ହକି କ୍ୟାମ୍ପ ଆରମ୍ଭ ହେବ

ନୂଆଦିଲ୍ଳୀ,୧୩।୮(ପି.ଟି.): କେତୋଟି କୋଭିଡ୍‌-୧୯ ମାମଲା ସତ୍ତ୍ୱେ ଅଗଷ୍ଟ ୧୯ ତାରିଖରୁ ଭାରତୀୟ ଜାତୀୟ ହକି ଦଳ ପାଇଁ ଟ୍ରେନିଂ କ୍ୟାମ୍ପ ଆରମ୍ଭ ହେବ। ଅଧିନାୟକ ମନପ୍ରୀତ୍‌ ସିଂଙ୍କ…

ଆଇପିଏଲ୍‌: ଟାଇଟଲ ସ୍ପୋନ୍ସରଶିପ୍‌ ଦୌଡ଼ରେ ଅନ୍‌ଏକାଡେମୀ

ନୂଆଦିଲ୍ଲୀ,୧୩।୮(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅନ୍ୟତମ ପ୍ରାୟୋଜକ ଏଜୁକେଶନ ଟେକ୍ନୋଲୋଜି କମ୍ପାନୀ ଅନ୍‌ଏକାଡେମୀ ଏବେ ଟାଇଟଲ ସ୍ପୋନ୍ସରଶିପ୍‌ ଦୌଡ଼ରେ ସାମିଲ ହୋଇଛି। ଚାଇନା ମୋବାଇଲ ଫୋନ୍‌…

ଲେବାନନ୍‌ ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିକୁ ନେଇ ସରକାର ତତ୍ପର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ଲେବାନନ୍‌ ବିସ୍ଫୋରଣ ଘଟଣା ପରେ ରାଜ୍ୟର କଳକାରଖାନାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଫ୍ୟାକ୍ଟ୍ରି ଆଣ୍ଡ ବଏଲର ନିର୍ଦ୍ଦେଶକ ଗତ ସୋମବାର ରାଜ୍ୟରେ ଥିବା ସବୁ…

ନିରାଶାରେ ୫୦% ଯୁବବର୍ଗ

ନୂଆଦିଲ୍ଲୀ,୧୩।୮: କୋଭିଡ୍‌-୧୯ ବଜାରରେ ଏକ ଅନିଶ୍ଚିତତାର ବାତାବରଣ ସୃଷ୍ଟି କରିଛି। ବିଶ୍ୱର ମୋଟ୍‌ ଯୁବବର୍ଗଙ୍କ ଜନସଂଖ୍ୟା ମଧ୍ୟରୁ ପ୍ରାୟ ୫୦% ବର୍ତ୍ତମାନ ନିରାଶ ଏବଂ ଚିନ୍ତାଗ୍ରସ୍ତ ହୋଇପଡିଛନ୍ତି।…

ଦୁର୍ଦ୍ଦିନରେ ଟସର ବୁଣାକାର

ବାଲେଶ୍ୱର ଅଫିସ, ୧୩।୮-ଟସରରେ ପ୍ରସ୍ତୁତ ଧୋତି, ଶାଢ଼ି, ଯୋଡ଼, ସ୍କାର୍ଫ, ଉତ୍ତରୀୟ, ଶାର୍ଟ କପଡ଼ା, ଚାଦର ଆଦି ତିଆରି କରି ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା…

‘ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖ’

କଟକ ଅଫିସ,୧୩।୮: ଏକ ଅନ୍ତରୀଣ ଜାମିନ ଆବେଦନର ଶୁଣାଣିବେଳେ ଡାକ୍ତରମାନଙ୍କ ଖରାପ ହସ୍ତାକ୍ଷରକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଡାକ୍ତରମାନେ ଛୋଟ ଅକ୍ଷରରେ ଔଷଧ ନାଁ…

୨୦୨୧ ବିଶ୍ୱକପ୍‌ ଆୟୋଜନ: ଶ୍ରୀଲଙ୍କା, ୟୁଏଇ ଭାରତର ବ୍ୟାକ୍‌ ଅପ୍‌ ଭେନ୍ୟୁ

ନୂଆଦିଲ୍ଲୀ,୧୩।୮(ପି.ଟି.): ଆସନ୍ତାବର୍ଷ ଭାରତରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ବିକଳ୍ପ ଆୟୋଜକ ସ୍ଥିର କରିବା ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନିଷ୍ପତ୍ତି ଗ୍ରହଣ…

ବସ୍ତିବାସିନ୍ଦାଙ୍କ ପାଇଁ ୨୫% ପୌର ବଜେଟ: ୨୦ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ପୌରସଂସ୍ଥାଗୁଡ଼ିକ ମୌଳିକ ସେବା ସହିତ ଭିତ୍ତିଭୂମି ଯୋଗାଇଦେବେ। ଏନେଇ ପୌରସଂସ୍ଥା ସେମାନଙ୍କ ବାର୍ଷିକ ବଜେଟର ୨୫ ପ୍ରତିଶତ ବ୍ୟୟ ବରାଦ କରିବେ।…