ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ: ଲୋକଙ୍କ ପାଖରେ ପହଞ୍ଚାଅ କେନ୍ଦ୍ର ଯୋଜନା

ଅନୁଗୋଳ ଅଫିସ, ୨୩।୬- ମୋଦି ସରକାର ଅନୁଗୋଳ ଜିଲାକୁ ପ୍ରାଥମିକତା ଦେଇ ଆସୁଛନ୍ତି। କମର୍ସିଆଲ କୋଲ୍‌ ମାଇନିଂ ନିୟମରେ ପରିବର୍ତ୍ତନ ଅନୁଗୋଳ ଭଳି ଖଣି ସମୃଦ୍ଧ ଜିଲାକୁ…

‘ପରିବର୍ତ୍ତନ ସହ ତାଳଦେଇ ପ୍ରଗତିଶୀଳ ହେବା’

ବଲାଙ୍ଗୀର ଅଫିସ, ୨୩ା୬ ସୋମବାର ଥିଲା ବଲାଙ୍ଗୀର ପାଇଁ ଏକ ଐତିହାସିକ ଦିନ। ବହୁ ପ୍ରତୀକ୍ଷିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ଡ. ଦୀପକ…

ପୂର୍ବତନ ଶୁଟର ପୂର୍ଣ୍ଣିମାଙ୍କ ପରଲୋକ

ନୂଆଦିଲ୍ଲୀ, ୨୩ା୬ (ପି.ଟି.)-କର୍କଟ ରୋଗରେ ପୀଡ଼ି ଥିବା ଭାରତର ପୂର୍ବତନ ଶୁଟର ପୂର୍ଣ୍ଣିମା ଜାନାନେଙ୍କର ପରଲୋକ ଘଟିଛି। ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ…

କୋରିକ୍‌ କରୋନାରେ ଆକ୍ରାନ୍ତ ଦ୍ୱିତୀୟ ଟେନିସ ଖେଳାଳି

ଜାଗ୍ରେବ୍‌ (କ୍ରୋଏସିଆ), ୨୩ା୬ (ଏପି): ବୋର୍ନା କୋରିକ୍‌ ଦ୍ୱିତୀୟ ଟେନିସ ଖେଳାଳି ଭାବେ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। କ୍ରୋଏସିଆରେ ଏକ ପ୍ରଦର୍ଶନୀ ଇଭେଣ୍ଟରେ ଅଂଶଗ୍ରହଣ କରିବା…

ଚାଇନା ସାମଗ୍ରୀ ବର୍ଜନ କରିବ ଭାରୋତ୍ତୋଳନ ମହାସଂଘ

ନୂଆଦିଲ୍ଲୀ, ୨୩ା୬ (ପି.ଟି.): ଚାଇନା ତିଆରି ସାମଗ୍ରୀ ତ୍ରୁଟିଯୁକ୍ତ ଦର୍ଶାଇ ଏହାକୁ ବର୍ଜନ କରିବ ଲାଗି ନିଷ୍ପତ୍ତି ନେଇଛି ଭାରତୀୟ ଭାରୋତ୍ତୋଳନ ମହାସଂଘ (ଆଇଡବ୍ଲ୍ୟୁଏଲ୍‌ଏଫ୍‌)। ଗତ ସପ୍ତାହରେ…

ନେଟ୍ସକୁ ଫେରିଲେ ପୂଜାରା

ନୂଆଦିଲ୍ଲୀ, ୨୩।୬(ପି.ଟି.)-ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ବ୍ୟବଧାନପରେ ନେଟ୍ସକୁ ଫେରିଛନ୍ତି ଭାରତୀୟ କ୍ରିକେଟ ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା। ସୌରାଷ୍ଟ୍ରକୁ ପ୍ରଥମଥରପାଇଁ ରଣଜୀ ଟ୍ରଫି ଚାମ୍ପିୟନ…

‘କରୋନାକୁ ହରାଇବାରେ କ୍ରୀଡ଼ା ସହାୟକ ହୋଇପାରେ’

ନୂଆଦିଲ୍ଲୀ, ୨୩।୬-କରୋନା ଭାଇରସ ସଂକ୍ରମଣ ଏବେ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ହୋଇଛି। ଔଷଧ ବାହାରି ନ ଥିବାରୁ କରୋନା ବିପକ୍ଷ ଲଢ଼େଇରେ ବିଜୟ ହାସଲ ପାଇଁ…

ଓଡ଼ିଶା: ଆଜିର ଫଟୋ (ଜୁନ୍ ୨୨, ୨୦୨୦)

ଶ୍ରୀମନ୍ଦିରରୁ ତିନି ରଥକୁ ଆଜ୍ଞା ମାଳ ନିଆଯାଉଛି। ସୁପ୍ରିମକୋର୍ଟ ପୁରୀରେ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମାଷ୍ଟରକ୍ୟାଣ୍ଟିନଠାରେ ଜନସାଧାରଣମାନେ ଖୁସି ମନାଉଛନ୍ତି। ରଥଯାତ୍ରା ପାଇଁ ଅନୁମତି…

୫ କି.ମି ପାହାଡ଼ ଚଢ଼ି ଦୁର୍ଗମ ଗ୍ରାମରେ ପହଞ୍ଚିଲେ ବିଡିଓ

ଖଇରପୁଟ,୨୨ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଗୋବିନ୍ଦପାଲି ପଞ୍ଚାୟତର ପାହାଡ଼ ଉପରେ ଥିବା ଦୁର୍ଗମ ଗ୍ରାମ ମଇଁଷିଖାଲ ଗ୍ରାମକୁ ସୋମବାର ବିଡିଓ ହୃଦାନନ୍ଦ ସାହୁ ଗସ୍ତ କରିଛନ୍ତି।…

୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି।…