ପୁଣିଥରେ ପାକିସ୍ତାନର ମନେ ପଡିଲା ପୂର୍ବ ପ୍ରକୃତି

ଶ୍ରୀନଗର,୭।୮: ପାକିସ୍ତାନ ସେନା ଦ୍ୱାରା ଶୁକ୍ରବାର ଜମ୍ମୁ-କଶ୍ମୀରର ନୌଗାମ ଓ ତାଙ୍ଗଧାର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପାକିସ୍ତାନ ପଟରୁ ହୋଇଥିବା ଗୁଳି ବର୍ଷଣ ଓ ମୋର୍ଟାର…

ବାଣୀଙ୍କ ସହ ନଜର ଆସିବେ ଆୟୁଷ୍ମାନ

ମୁମ୍ବାଇ: ବଲିଉଡ୍‌ ନାୟକ ଆୟୁଷ୍ମାନ ଖୁରାନାଙ୍କ ନୂଆ ଫିଲ୍ମକୁ ନେଇ କିଛି ଖବର ଆସିଛି। ଖୁବ୍‌ଶୀଘ୍ର ସେ ନିର୍ଦ୍ଦେଶକ ଅଭିଷେକ କପୁରଙ୍କ ଫିଲ୍ମରେ ନଜର ଆସିବେ। ଆଉ…

ଆରମ୍ଭ ହେବ ‘କୌନ ବନେଗା କରୋଡ ପତି’ର ଶୁଟିଂ !

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ କେବଳ ଜରୁରୀକାଳିନ ସେବାକୁ ବାଦ୍‌ ଦେଲେ ବାକି ସମସ୍ତ କାର୍ଯ୍ୟ ଏକ ପ୍ରକାର ବନ୍ଦ…

ମୁମ୍ବାଇ ଗଲେ ରହିବାକୁ ପଡିବ ୧୪ ଦିନ ଆଇସୋଲେଶନରେ

ମୁମ୍ବାଇ,୭।୮: କରୋନା ଭାଇରସର ସଂକ୍ରଣକୁ ଦେଖି ବ୍ରିହାନମୁମ୍ବାଇ ମହାନଗର ନିଗମ ବଡ ନିଷ୍ପତ୍ତି ନେଇଛି। ଏଥର ଯେଉଁମାନେ ବାହାରୁ ମୁମ୍ବାଇ ଯାତ୍ରା କରିବେ ସେମାନଙ୍କ ପାଇଁ ହୋମ…

ପଞ୍ଜାବ କଂଗ୍ରେସରେ କନ୍ଦଳ: ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବାକୁ ଦାବି

ନୂଆଦିଲ୍ଲୀ,୭।୮: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ବିରୋଧରେ ରାଜ୍ୟସଭାର ୨ କଂଗ୍ରେସ ଏମ୍‌ପି ସ୍ବର ଉତ୍ତୋଳନ କରିଛନ୍ତି। ଏମାନେ ହେଲେ ପ୍ରତାପ ସିଂ ବାଜଓ୍ବା, ସମରେଶ…

ଏହି ପଶୁର ପଛପଟୁ କାମୁଡି ଦେଇ ଲୁଚିଗଲା ନେଉଳ, ଆଉ ତାପରେ

ବର୍ତ୍ତମାନ ନେଉଳର ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ନେଉଳ ପାଖରେ ବସିଥିବା ଏକ ପଶୁର ପଛପଟୁ କାମୁଡି ଦେଉଛି। ପଶୁଟି ଯେତେବେଳେ ଚିହିଁକି ଉଠୁଛି…

ମୁଲାୟମ ସିଂ ଯାଦବ ଅସୁସ୍ଥ

ଲକ୍ଷ୍ନୌ,୭।୮: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡି ଯାଇଛି। ତାଙ୍କୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ…

ଚଳିତ ବର୍ଷ ଶେଷ ସୁଦ୍ଧା କରୋନା ନେବ ୩ ଲକ୍ଷ ଲୋକଙ୍କ ଜୀବନ

ଓ୍ବାଶିଂଟନ,୭।୮: ଆମେରିକାରେ କରୋନା ସଂକ୍ରମଣ ଏବେବି କମିବାର ନାଁ ନେଉନି। ଦିନକୁ ଦିନ ଏଠାରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ଏବେସୁଦ୍ଧା ଆମେରିକାରେ କରୋନା ସଂକ୍ରମଣରେ ପାଖାପାଖି…

ଓଡ଼ିଶା: ଆଜିର ଫଟୋ ( ଅଗଷ୍ଟ ୭, ୨୦୨୦)

ଲଘୁଚାପ ପ୍ରଭାବରେ ଭୁବନେଶ୍ୱର ରେ ପ୍ରବଳ ବର୍ଷା ଜାତୀୟ ହସ୍ତତନ୍ତ ଦିବସରେ ଭୁବନେଶ୍ୱରର ରବୀନ୍ଦ୍ର ମଣ୍ଡପରେ ସୁବଳ ମହାରାଣାଙ୍କ ଦ୍ୱାରା ବାଲୁକା କଳା ରାଜ୍ୟ ସ୍ତରୀୟ ସ୍ୱାଧୀନତା…

କଟକରୁ ଆଉ ୮୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୭।୮-କଟକ ସହରରୁ ଶୁକ୍ରବାର ପୁଣି ୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ସର୍ବାଧିକ ୩୮ଜଣ…