ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୬୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୮୮୬ ମୃତ

ନୂଆଦିଲ୍ଲୀ,୭।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୭…

ଆମେରିକାରେ ୪୫ ଦିନ ପାଇଁ ଟିକ୍‌ଟକ୍‌ ବ୍ୟାନ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭ା୮: ଚାଇନା ସହିତ ଲାଗି ରହିଥିବା ବିବାଦ ନେଇ କଡ଼ା ପଦକ୍ଷେପ ନେଇଛି ଆମେରିକା। ଚାଇନାର ସୋସିଆଲ ମିଡିଆ ଆପ୍‌ ଟିକ୍‌ଟକ୍‌ ପ୍ରତି ୪୫ ଦିନ ପ୍ରତିବନ୍ଧକ…

ସୁଶାନ୍ତଙ୍କୁ ଓଭର୍‌ଡୋଜ ଔଷଧ ଖାଇବାକୁ ଦେଉଥିଲେ ରିୟା

ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ପ୍ରସଙ୍ଗ ନୂଆ ମୋଡ ଆସିଛି। ଘଟଣାର ଯାଞ୍ଚ୍‌ ଏବେ ସିବିଆଇ ହାତକୁ ଯାଇଛି। ସୁଶାନ୍ତଙ୍କୁ ଗର୍ଲଫ୍ରେଣ୍ଡ୍‌ ଓଭର୍‌ଡୋଜ ଔଷଧ…

ନିର୍ମାଣାଧୀନ ନାଳରେ ସ୍କୁଟି ସହ ଖସିପଡ଼ିଲେ ଯୁବକ, ଛାତିରେ ପଶିଗଲା ଲୁହାରଡ୍‌

ବ୍ରହ୍ମପୁର ଅଫିସ,୭ା୮: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ଓଭରବ୍ରିଜ ନିକଟରେ ଏକ ଅଘଟଣ ଘଟିଛି। ଅର୍ଦ୍ଧନିର୍ମିତ ନାଳର ଲୁହାରଡ୍‌ ଯୁବକଙ୍କ ବାମ ଛାତି ଭିତରେ…

ଶ୍ରୀଲଙ୍କାରେ ରାଜପକ୍ଷେଙ୍କ ଦଳକୁ ମିଳିଲା ବହୁମତ, ମୋଦି ଜଣାଇଲେ ଶୁଭେଚ୍ଛା

କଲମ୍ବୋ,୭।୮:ଶ୍ରୀଲଙ୍କା ହୋଇଥିବା ସାଧାରଣ ନିର୍ବାଚନରେ ମହିନ୍ଦ୍ରା ରାଜପକ୍ଷେଙ୍କ ଦଳ ବହୁମତ ହାସଲ କରିଛି। ଏହାସହ ରାଜପକ୍ଷେ ପୁଣିଥରେ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ହେବା ହେବା ରାସ୍ତା ସଫା ହୋଇଛି।…

ସୁଶାନ୍ତ ସିଂ ରାଜପୁତ ମାମଲା: କ୍ୱାରାଣ୍ଟାଇନ୍‌ରୁ ବାହାରିଲେ ପାଟଣା ଏସ୍‌ପି

ପାଟଣା,୭ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ ପାଇଁ ମୁମ୍ବାଇରେ ପହଞ୍ଚିଥିବା ବିହାର କ୍ୟାଡର ଆଇପିଏସ ଅଧିକାରୀ ବିନୟ ତିଓ୍ବାରୀଙ୍କୁ କ୍ୱାରାଣ୍ଟାଇନ୍‌ ମୁକ୍ତ କରାଯାଇଛି। ପାଟଣା…

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୭। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ଦୁର୍ବଳ ହୋଇ ମଧ୍ୟପ୍ରଦେଶ ଅତିକ୍ରମ କରି ଯାଇଛି। ତେବେ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଆଜିଠୁ ଏସ୍‌ସିବିରେ ମିଳିବ ‘ଆହାର’

କଟକ ଅଫିସ, ୭ା୮: ଆହାର କେନ୍ଦ୍ର ଓ ହସ୍ପିଟାଲ କର୍ମଚାରୀମାନେ ବାରମ୍ବାର କରୋନା ଆକ୍ରାନ୍ତ ହେବାରୁ ପ୍ରାୟ ୪୦ଦିନ ଧରି କଟକ ସହରର ସମସ୍ତ ହସ୍ପିଟାଲରେ ଥିବା…

ସୁପ୍ରିମକୋର୍ଟରେ ହଜିଲା ମାଲ୍ୟା ମାମଲାର ଦସ୍ତାବିଜ

ନୂଆଦିଲ୍ଲୀ,୭।୮: ବିଜୟ ମାଲ୍ୟା ମାମଲାରେ ପୁଣି ଥରେ ନୂଆ ଘଟଣା ସାମ୍ନାକୁ ଆସିଛି। ଏହି ମାମଲା ସହ ଜଡ଼ିତ ଏକ ନିର୍ଦ୍ଦିଷ୍ଟ ଦସ୍ତାବିଜ ସୁପ୍ରିମକୋର୍ଟଙ୍କ ଫାଇଲରୁ ହଜିଥିବା…

ନେଗେଟିଭ ଜୋନ୍‌ରେ ରହିବ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୭।୮: ଦେଶ ମଧ୍ୟରେ କରୋନା ମାମଲା ବୃଦ୍ଧି ହେଉଥିବାରୁ ଏହା ଘରୋଇ ବଜାରକୁ କ୍ଷତିଗ୍ରସ୍ତ କରୁଛି। ଏଥିଯୋଗୁ ଦେଶର ଅର୍ଥନୈତିକ ଅଭିବୃଦ୍ଧି ନିମ୍ନଗାମୀ ହେଉଥିବା ନଜରକୁ ଆସିଛି।…