ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି

ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍‌ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ ଜିଲା…

ଲକ୍ଷ୍ମୀ: ନାଁକୁ କାମ, ମିଳୁନି ସୁବିଧା

କଟକ ଅଫିସ,୭ା୮:କରୋନା କଟକଣା ଯୋଗୁ ବିଭିନ୍ନ ରାଜ୍ୟରେ ନିଯୁକ୍ତି ହରାଇ ପ୍ରବାସୀମାନେ ନିଜ ଘରକୁ ଫେରିଲେ। ଲୋକଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେଇ ଜିଲା ପ୍ରଶାସନ ସେମାନଙ୍କୁ ସ୍ଥାନୀୟ…

ପୋଲିସ ଅଧିକାରୀ, କର୍ମଚାରୀଙ୍କ ସେରୋଲୋଜିକାଲ ଟେଷ୍ଟ

ବ୍ରହ୍ମପୁର ଅଫିସ ,୭ା୮- ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କର ଗୁରୁବାର ସେରୋଲୋଜିକଲ ଟେଷ୍ଟ ସ୍ଥାନୀୟ ଆମ୍ବପୁଆ ରିଜର୍ଭ ପଡିଆରେ ଏସ୍‌ପି ପିନାକ…

ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ

ପଦ୍ମପୁର, ୭ା୮(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ କଞ୍ଚୁଡ଼ି, ଧଳା ଓ ମନ୍ତେଇ ନଦୀରେ ଲଘୁଚାପ ଜନିତ ବର୍ଷା ଯୋଗୁଁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ପ୍ରବେଶ…

କଣ୍ଟେନମେଣ୍ଟ ଜୋନରେ ରହଣିଆ ପଞ୍ଚାୟତ

ଭଣ୍ଡାରିପୋଖରୀ, ୭ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ରାଣିଗାଡ଼ିଆ ଗ୍ରାମରୁ ତିନି ଦିନ ପୂର୍ବେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସ୍ଥାନୀୟ ସରପଞ୍ଚ…

କେନ୍ଦୁଝରରେ କରୋନା ସ୍ଥିତି ଅସମ୍ଭାଳ: ଚିନ୍ତା ବଢାଉଛି ଆନନ୍ଦପୁର

କେନ୍ଦୁଝର, ୭ା୮(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁ ଥିବାବେଳେ ଗୁରୁବାର ଗୋଟିଏ ଦିନରେ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୨ଜଣ…

ରେମୁଣା ମାର୍କେଟ୍‌ରୁ ଜବରଦଖଲ ଉଚ୍ଛେଦ

ରେମୁଣା, ୭।୮(ଡି.ଏନ.ଏ.)-ଦୀର୍ଘଦିନ ପରେ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ରେମୁଣା ମାର୍କେଟରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ପ୍ରଶାସନର ଏଭଳି ପଦକ୍ଷେପକୁ ରେମୁଣା ଅଞ୍ଚଳବାସୀ ସ୍ବାଗତ କରିଛନ୍ତି। ରେମୁଣା…

ଆଡିଲେଡ୍‌ରେ ହୋଇପାରେ ଭାରତ ବିପକ୍ଷ ବକ୍ସିଂ ଡେ’ ଟେଷ୍ଟ

ମେଲବୋର୍ନ, ୭ା୮(ପି.ଟି.)- ଭିକ୍ଟୋରିଆ ପ୍ରଦେଶରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭାରତ ବିପକ୍ଷ ପାରମ୍ପରିକ ବକ୍ସିଂ ଡେ’ ଟେଷ୍ଟ ମେଲବୋର୍ନ ପରିବର୍ତ୍ତେ ଆଡିଲେଡ୍‌ରେ କରିବା ଲାଗି…

ମର୍ସିଡିଜ୍‌ରେ ରହିଲେ ବୋଟାସ

ସିଲଭରଷ୍ଟାନ୍‌, ୭ା୮ (ଏପି)- ଭାଲଟେରୀ ବୋଟାସ ଆସନ୍ତା ସିଜନ ପାଇଁ ମର୍ସିଡିଜ୍‌ ଫର୍ମୁଲା ଓ୍ବାନ୍‌ ଟିମ୍‌ରେ ତାଙ୍କ ସ୍ଥାନ ବଜାୟ ରଖିଛନ୍ତି। ଆସନ୍ତା ରବିବାର ସିଲଭରଷ୍ଟାନ୍‌ଠାରେ ଫିନଲାଣ୍ଡର…

ରେସ୍‌ ବେଳେ ଦୁର୍ଘଟଣା ଯୋଗୁ କୋମାରେ ସାଇକ୍ଲିଷ୍ଟ

ଓ୍ବାର୍‌ସ (ପୋଲାଣ୍ଡ), ୭ା୮ (ଏପି)-ଡଚ୍‌ ସାଇକ୍ଲିଷ୍ଟ ଫାବିଓ ଜାକବସେନ୍‌ ଏବେ କୋମା ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପୋଲାଣ୍ଡରେ ଚାଲିଥିବା ଟୁର୍‌ ଡି’ ପୋଲୋନେ ରେସ୍‌ର ଫାଇନାଲ ଷ୍ଟ୍ରେଚ୍‌ରେ…