ଭେନେଜୁଏଲା ଫୁଟବଲ ଫେଡେରେଶନ ଅଧ୍ୟକ୍ଷଙ୍କ ପରଲୋକ

କାରାକାସ,୬।୮(ଏପି): ଦକ୍ଷିଣ ଆମେରିକୀୟ ଫୁଟବଲ ପାଓ୍ବାର ହାଉସ୍‌ ଭେନେଜଏଲାର ଫୁଟବଲ ଫେଡେରେଶନ ଅଧ୍ୟକ୍ଷ ଜେସସ୍‌ ବେରାର୍ଡିନେଲିଙ୍କ ବୁଧବାର ପରଲୋକ ହୋଇଛି। ସେ ହଠାତ୍‌ ଅଚେତ୍‌ ହୋଇପଡିଥିଲେ ଓ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଘରୋଇ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ସଙ୍ଗୀତ ସାଧନା,…

‘ପୂଜା ମୋ’ ଝିଅ ହୋଇ ନ ଥିଲେ ବିବାହ କରିନେଇଥାନ୍ତି’: ଜାଣନ୍ତୁ ଏପରି କାହିଁକି କହିିଥିଲେ ମହେଶ ଭଟ୍ଟ

ବମ୍ବେ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ପରିସରକୁ ଆସିଛନ୍ତି ମହେଶ ଭଟ୍ଟ। ନିକଟରେ ମୁମ୍ବାଇ ପୋଲିସ ତାଙ୍କୁ ବିଭିନ୍ନ ପ୍ରସଙ୍ଗରେ ପଚରାଉଚରା କରିଥିଲା। ତେବେ…

ଜିଲା ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା କଲେ ପରିବାର ଲୋକେ

ନଏଡା,୬।୮: କରୋନା କାଳରେ ଯେଉଁଠି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ କୋଭିଡ ଯୋଦ୍ଧା ସାଜି ଦିନରାତି ଲୋକଙ୍କ ସେବା କରୁଛନ୍ତି ସେଇଠି ପୁଣି ସେମାନଙ୍କୁ ଲୋକଙ୍କ ଆକ୍ରୋଶର ଶୀକାର…

ରୋହିତ ଶର୍ମାଙ୍କ ପ୍ରଥମ ଦରମା କେତେ ଥିଲା ଜାଣନ୍ତି କି, ଏମିତି କରିଥିଲେ ଖର୍ଚ୍ଚ

ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଆଜି କୋଟି କୋଟି ଟଙ୍କାର ମାଲିକ। କିନ୍ତୁ ତାଙ୍କର ପ୍ରଥମ ଦରମା ପାଇ ସେ କ’ଣ କରିଛନ୍ତି ତାହା ଖୁବ…

ଇବ୍ରାହିମଙ୍କ କାନ୍ଧରେ ବସି ମୌସୁମୀର ମଜା ନେଉଛନ୍ତି ସାରା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ସାରା ଅଲି ଖାଁ ଏବେ ଖୁବ୍‌ ଚର୍ଚ୍ଚାରେ। ମଝିରେ ମଝିରେ ସେ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ଶେୟାର କରି…

ରୋଜେରିଓ ରାମୋସ୍‌ ଓଡ଼ିଶା ଏଫ୍‌ସି ଗୋଲକିପିଂ କୋଚ୍‌

ଭୁବନେଶ୍ୱର,୬।୮(ସ୍ପୋଟର୍‌ସ ବ୍ୟୁରୋ): ବ୍ରାଜିଲର ରୋଜେରିଓ ରାମୋସ୍‌ଙ୍କୁ ଓଡ଼ିଶା ଏଫ୍‌ସି ତା’ର ନୂଆ ଗୋଲକିପିଂ କୋଚ୍‌ ହିସାବରେ ନିଯୁକ୍ତ କରିଛି। ହିରୋ ଇଣ୍ଡିଆ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ସପ୍ତମ…

କ୍ଷମା ମାଗିଲେ ଅମିତାଭ

ମୁମ୍ବାଇ,୬।୮: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କ୍ଷମା ମାଗିଛନ୍ତି। କଥାଟା ଅଡୁଆ ଲାଗୁଥିଲେ ବି ସତ। କରୋନା ମହାମାରୀରେ ପୀଡ଼ିତ ଥିବା ଅମିତାଭ ଶେଷରେ ସୁସ୍ଥ ହୋଇ…

କ୍ଷମତାରେ ମୋଦି-ବିପକ୍ଷରେ ମୋଦି-ମଧ୍ୟସ୍ଥତାରେ ବି ମୋଦି: ଦେଶ ରାଜନୀତିରେ ନାହିଁ ବିକଳ୍ପ !

ନୂଆଦିଲ୍ଲୀ, ୬।୮: ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ନୂଆ ଆକଳନ କରାଯାଉଛି। ଭୂମି ପୂଜନରେ ମୋଦି ଜୟ…

ପ୍ରେମିକଙ୍କ ସହ ଝିଅକୁ ଜିଅନ୍ତା ଜାଳିଦେଲେ ପରିବାର ଲୋକେ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପ୍ରେମିକା-ପ୍ରେମିକଙ୍କ ଜୀଅନ୍ତା ଜାଳି ଦିଆଯାଇଛି। ଏହି ସମ୍ବେଦନଶୀଳ ଘଟଣା ପରେ ଉଭୟଙ୍କ ମୃତ୍ୟୁ ଘଟିଛି। ମାମଲାର…