ଭାରତ-ଚାଇନା ସୀମା ବିବାଦ: ଟ୍ରମ୍ପ୍‌ ସାଜିବେ କି ମଧ୍ୟସ୍ଥି !

ଓ୍ବାଶିଂଟନ, ୨୧।୬: ଭାରତ ଚାଇନା ମଧ୍ୟରେ ସୀମା ବିବାଦ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇ ଦେଶ ମଧ୍ୟରେ ମଧ୍ୟସ୍ଥି ସାଜିବା ପାଇଁ…

ନରେନ୍ଦ୍ର ମୋଦି ପ୍ରକୃତରେ ସରେଣ୍ଡର ମୋଦି: ରାହୁଲ

ନୂଆଦିଲ୍ଲୀ,୨୧।୬: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରତିଥର ମୋଦି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଲଦ୍ଦାଖର ଏଲ୍‌ଏସିରେ ୨୦ ଭାରତୀୟ ସେନା…

କରୋନା ଭିନ୍ନ ଅନ୍ୟ ରୋଗରେ ୨ କୋଭିଡ-୧୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୨ କୋଭିଡ-୧୯ ସଂକ୍ରମିତଙ୍କ ମୃତ୍ୟୁ କରୋନା ଭିନ୍ନ ଅନ୍ୟ ରୋଗରେ ପୀଡ଼ିତ ଥିବା ଯୋଗୁ ହୋଇଛି। ସେମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲାର ଜଣେ ନାବାଳକ…

ସୁପ୍ରିମକୋର୍ଟଙ୍କ ରାୟ ନେଇ ଶଙ୍କରାଚାର୍ଯ୍ୟଙ୍କ ଉଦ୍‌ବେଗ: ‘ରଥଯାତ୍ରା ବନ୍ଦ ପାଇଁ ଏହା ସୁଚିନ୍ତିତ ଯୋଜନା’

ପୁରୀ ଅଫିସ, ୨୧।୬: ଚଳିତ ବର୍ଷ ବଡ଼ଦାଣ୍ଡରେ ଗଡ଼ି ପାରିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ନେଇ ରଥଯାତ୍ରା ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ରାୟ…

ଖୋର୍ଦ୍ଧାରୁ ୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତମାନେ ବାଲୁଗାଁ, ବୋଲଗଡ଼, ବାଲିପାଟଣା, ଜଟଣୀ ବ୍ଲକର

ଖୋର୍ଦ୍ଧା ଅଫିସ,୨୧।୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୭କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବାଲୁଗାଁ, ବୋଲଗଡ଼, ବାଲିପାଟଣା ଓ ଜଟଣୀ ବ୍ଲକରୁ ଏହି ପଜିଟିଭ୍‌…

ଅନ୍ତର୍ଜାତୀୟ ଯୋଗ ଦିବସ: ଯୋଗରେ ନିମଗ୍ନ ବଲିଉଡ୍‌ର କିଛି ସେଲିବ୍ରିଟି

ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସାଧାରଣତଃ ଲୋକେ ସୁସ୍ଥ ରହିବାକୁ ଯୋଗ କରିଥାନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ସୁସ୍ଥ ଏବଂ ସୌନ୍ଦର୍ଯ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ…

ଦେଶରେ ୪ଲକ୍ଷ ୧୦ ହଜାର ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୫ ହଜାରରୁ ଊର୍ଦ୍ଧ୍ୱ ନୂଆ ରୋଗୀ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଉଦ୍‌ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ…

ପୁରୀରୁ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୪କୁ ବୃଦ୍ଧି

ପୁରୀ ଅଫିସ,୨୧।୬: ପୁରୀ ଜିଲାରୁ ରବିବାର ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩ ଆକ୍ରାନ୍ତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ୍‌ ସଂଖ୍ୟା…

ନୂଆ ୩୦୪ ଆକ୍ରାନ୍ତ ୨୧ ଜିଲାର: ଅଛନ୍ତି ପଶ୍ଚିମବଙ୍ଗରୁ ଫେରିଥିବା ୪୨ ଯବାନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ନୂତନ ୩୦୪ ଆକ୍ରାନ୍ତ ୨୧ ଜିଲାର। ଏଥିରେ ଅମ୍ଫନ ମୁକାବିଲା ସାରି ପଶ୍ଚିମବଙ୍ଗରୁ ଫେରିଥିବା ୨୨ଜଣ ଅଗ୍ନିଶମ ଏବଂ ଏନ୍‌ଡିଆର୍‌ଏଫ୍‌ ଯବାନ…

ସୂର୍କାବାଡ଼ି ପଞ୍ଚାୟତରେ ୩ କରୋନା ପଜିଟିଭ୍‌ ଚିହ୍ନଟ: ୩ ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ; ୯୬ ଘଣ୍ଟା ରହିବ ବଳବତ୍ତର

ନୟାଗଡ଼ ଅଫିସ/ରଣପୁର,୨୧।୬(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ସୂର୍କାବାଡ଼ି ପଞ୍ଚାୟତରୁ ରବିବାର ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ସୂର୍କାବାଡ଼ି,…