ସେବି ଅଧ୍ୟକ୍ଷ ଅଜୟ ତ୍ୟାଗୀଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୬।୮: ବଜାର ନିୟନ୍ତ୍ରକ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିବା ଅଜୟ ତ୍ୟାଗୀଙ୍କ କାର୍ଯ୍ୟକାଳକୁ ୧୮ ମାସ ବଢ଼ାଯାଇଛି। ସେ ୨୦୨୨…

୩ ଦିନିଆ କ୍ୱାରାଣ୍ଟାଇନ୍‌ ଚାହାନ୍ତି ଆଇପିଏଲ୍‌ ଦଳ

ନୂଆଦିଲ୍ଲୀ,୬।୮(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ପହଞ୍ଚିବା ପରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦଳଗୁଡିକ ୬ ବଦଳରେ ୩ ଦିନିଆ କ୍ୱାରାଣ୍ଟାଇନ୍‌ ଚାହାନ୍ତି ବୋଲି କହିଛନ୍ତି।…

ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: କୋହଲି, ରୋହିତ ଟପ୍‌-୨ରେ ଅପରିବର୍ତ୍ତିତ

ଦୁବାଇ, ୫।୮(ପି.ଟି.)- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓ ଉପ-ଅଧିନାୟକ ରୋହିତ ଶର୍ମା ବୁଧବାର ପ୍ରକାଶିତ ଆଇସିସି ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ ବ୍ୟାଟ୍ସମ୍ୟାନ ତାଲିକାର…

ୟୁଏସ୍‌ ଓପନ କାହିଁକି ଖେଳିବେନି ନାଡାଲ

ମାଡ୍ରିଡ, ୫।୮(ଏପି)- ଡିଫେଣ୍ଡିଂ ଚାମ୍ପିୟନ ରାଫାଲ ନାଡାଲ ଆଗାମୀ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ…

ଯୌତୁକରେ ଏସ୍‌ୟୁଭି କାର୍‌ ନ ମିଳିବାରୁ ସ୍ତ୍ରୀକୁ ଘରୁ ତଡ଼ିଦେଲେ ଲୋକ ପାଇଲଟ୍‌ ସ୍ବାମୀ

ଭୋଜପୁର, ୫।୮: ଯୌତୁକରେ ମିଳିଲାନି ବିଳାସମୟ ଏସ୍‌ୟୁଭି କାର। ଶେଷରେ ଘରୁ ନବବିବାହିତ ସ୍ତ୍ରୀକୁ ତଡ଼ିଦେଲେ ଇଣ୍ଡିଆନ୍‌ ରେଲ୍‌ଓ୍ବେରେ ଲୋକ ପାଇଲଟ୍‌ ଥିବା ସ୍ବାମୀ। ଏଭଳି ଏକ…

ଭଞ୍ଜନଗରରେ ହେବ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଭଞ୍ଜନଗର,୫।୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୪୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ହେବ। ସେଥିରେ ୧୦ ଆଇସିୟୁ ବେଡ୍‌ ରହିବ।…

ମାଲଗୋଦାମ ବେପାର ସମୟ ବଦଳିଲା  

କଟକ ଅଫିସ,୫ା୮-ମାଲଗୋଦାମରେ ବେପାର ସମୟରେ ପରିବର୍ତ୍ତନ ହୋଇଛି। ବ୍ୟବସାୟୀ ସଂଘ ନିଷ୍ପତ୍ତି ପରେ କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଏନେଇ ବିଜ୍ଞପ୍ତି ଜାରି କରିଛି। ଅଣ-ଅତ୍ୟାବଶ୍ୟକ…

ମହିଳାଙ୍କ ପେଟରୁ ୨୪କିଲୋ ଓଜନର ଟ୍ୟୁମର ବାହାର କଲେ ଡାକ୍ତର

ଶିଲଙ୍ଗ,୫।୮: ମେଘାଳୟର ଓ୍ବେଷ୍ଟ ଗାରୋ ହିଲ୍ସ ଜିଲାରେ ଏକ ହସ୍ପିଟାଲରେ ଜଣେ ମହିଳାଙ୍କ ପେଟରୁ ୨୪ କିଲୋଗ୍ରାମ ଓଜନର ଟ୍ୟୁମର ବାହାର କରିଥିବା ଜଣାପଡ଼ିଛି। ଏନେଇ ହସ୍ପିଟାଲର…

ବରମୁଣ୍ଡାରେ ମାତିଲେ ଦୁର୍ବୃତ୍ତ: ମହିଳା ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ନେଇଗଲେ ୯୪ ହଜାର ଟଙ୍କା

ଭୁବନେଶ୍ୱର,୫ା୮(ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ବୁଧବାର ଜଣେ ମହିଳା ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି। ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ମନୋରମା ମହାନ୍ତି। ଦୁର୍ବୃତ୍ତମାନେ…

ପୁରୋହିତଙ୍କୁ କ’ଣ ଦକ୍ଷିଣା ଦେଲେ ମୋଦି: ଜାଣନ୍ତୁ…

ଅଯୋଧ୍ୟା, ୫।୮: ୫ ଅଗଷ୍ଟ ୨୦୨୦ରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମଭୂମିରେ ଏକ ନୂଆ ଇତିହାସ ଲେଖା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ନିର୍ମାଣ…