କୁକୁର ଆଖିରେ ବି ଲୁହ, ସୁଶାନ୍ତଙ୍କୁ ଖୋଜୁଛି ଫଜ୍‌

ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ,…

ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ଗଙ୍ଗାରେ ହେଲା ସୁଶାନ୍ତଙ୍କ ଅସ୍ଥି ବିସର୍ଜନ

ପାଟନା, ୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅସ୍ଥି ଗୁରୁବାର ଗଙ୍ଗାରେ ବିସର୍ଜନ କରାଯାଇଛି। ତାଙ୍କ ପିତା ଓ ପରିବାର ସଦସ୍ୟ ମିଶି ଗଙ୍ଗାରେ ତାଙ୍କୁ…

ବାଲୁକାକଳାରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ…

ଗାଁରେ ହେବ କରୋନା ଟେଷ୍ଟ: ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଗାଁରେ କରୋନା ଟେଷ୍ଟ ପାଇଁ ସରକାରଙ୍କ ପକ୍ଷରୁ ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ…

୧୧ ଦଫା ଦାବି ନେଇ ସିପିଆଇଏମ୍‌ର ବିକ୍ଷୋଭ

ଚୌଦ୍ୱାର,୧୮ା୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ସାଧାରଣ ଲୋକଙ୍କ ଜୀବନଜୀବିକା ବେଶ୍‌ ପ୍ରଭାବିତ ହୋଇଛି। ବିପର୍ଯ୍ୟସ୍ତ ଜନସାଧାରଣଙ୍କୁ ଏଥିରୁ ବଞ୍ଚାଇବା ପାଇଁ ସିପିଆଇଏମ୍‌ ଦାବି କରିଛି। ଏନେଇ ଗୁରୁବାର…

ଆଜି ସନ୍ଧ୍ୟା ୭.୪୫ରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗୁରୁବାର ସନ୍ଧ୍ୟା ୭ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ଆଡ୍‌ଭୋକେଟ୍‌ ଜେନେରାଲ୍‌ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ…

୫୦ ବର୍ଷ ତଳେ ଆତ୍ମନିର୍ଭର ଭାରତ ପ୍ରସ୍ତାବକୁ ଇନ୍ଦିରା ଗାନ୍ଧୀ କରିଥିଲେ ନିନ୍ଦା: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଜାରି ରହିଥିବାବେଳେ ଆର୍ଥିକ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଆତ୍ମନିର୍ଭର ଭାରତ ନିର୍ମାଣ ଉପରେ ଗୁରୁତ୍ୱାରୋପ କରାଯାଇଛି।…

କେନ୍ଦୁଝରରେ ପୁଣି ୫ କରୋନା ରୋଗୀ

କେନ୍ଦୁଝର,୧୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ରେ ପହଞ୍ଚିଛି। ସମସ୍ତ ରୋଗୀ କ୍ୱାରାଣ୍ଟାଇନ୍‌…

ଭୁବନେଶ୍ୱରରେ ୯ ନୂଆ ପଜିଟିଭ୍‌ ଚିହ୍ନଟ: ଅଛନ୍ତି ୩ କୋଭିଡ ହସ୍ପିଟାଲ କର୍ମଚାରୀ, ୨ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜଧାନୀରେ ଗୁରୁବାର ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨…