କଟକରେ ଦୈନିକ ୩ ଘଣ୍ଟା ଖୋଲିବ କୋର୍ଟ

କଟକ ଅଫିସ,୩ା୮: କଟକ ଜିଲାରେ ଲକ୍‌ଡାଉନ ଜାରି ରହିଥିବା ବେଳେ ପୂର୍ବ ଅପେକ୍ଷା କେତେକ କଟକଣା କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାରେ କୋର୍ଟଗୁଡ଼ିକ କାର୍ଯ୍ୟ କରିବା…

ଓଓ୍ବାଇସିଙ୍କୁ ନିମନ୍ତ୍ରଣ, ଆଡଭାନୀଙ୍କୁ ଉପେକ୍ଷା

ଅଯୋଧ୍ୟା/ନୂଆଦିଲ୍ଲୀ,୩ା୮: ଯଦି ଅଯୋଧ୍ୟାର ଆରାଧ୍ୟ ଦେବତା ରାମ ତେବେ ଏହାର ରାଜନୈତିକ ଭଗବାନ ଲାଲ କୃଷ୍ଣ ଆଡଭାନୀ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପାର…

ଆତ୍ମହତ୍ୟା ଧମକ ଦେଇ କରୁଥିଲେ ବ୍ଲାକମେଲିଂ

ଢେଙ୍କାନାଳ ଅଫିସ, ୩।୮: ଢେଙ୍କାନାଳ ପୌରାଞ୍ଚଳର ୧୫ନଂ. ଓ୍ବାର୍ଡରେ ଥିବା ଏକ ଗେଷ୍ଟହାଉସ୍‌ରେ ଅନୈତିକ କାର୍ଯ୍ୟ ହେଉଥିବା ମାମଲାରେ ପୋଲିସକୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। ବାହାରୁ…

୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ

ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ…

ଚାଇନାରେ ୬ ପ୍ଲାଣ୍ଟ ବନ୍ଦ କରିବେ ଆପଲ୍‌ ଭେଣ୍ଡର

ନୂଆଦିଲ୍ଲୀ,୩।୮: ଆପଲ୍‌କୁ ଫୋନ ଯୋଗାଣ କରୁଥିବା କମ୍ପାନୀଗୁଡିକ ଚାଇନାରେ ୬ ପ୍ଲାଣ୍ଟ ବନ୍ଦ କରିବେ। ଏହି କମ୍ପାନୀଗୁଡିକ ଭାରତରେ ସେମାନଙ୍କ ମାନୁଫାକ୍‌ଚରିଂ ୟୁନିଟ୍‌ ସ୍ଥାପନ କରିବା ଯୋଜନା…

ଡ୍ରପ୍‌ବକ୍ସରେ ମାମଲା ଗ୍ରହଣ କରିବେ ହାଇକୋର୍ଟ: ୨୧ ଯାଏ ସୀମିତ ରହିବ କୋର୍ଟ କାର୍ଯ୍ୟ

କଟକ ଅଫିସ,୩।୮: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ପରଠୁ ହାଇକୋର୍ଟରେ ଇ-ଫାଇଲିଂ ବ୍ୟବସ୍ଥା ସହ ଅଫ୍‌ଲାଇନ୍‌ରେ ମାମଲା ଦାଖଲ ବନ୍ଦ ରହିଛି। ଅନ୍‌ଲକ୍‌ ୩ରେ କେତେକ କଟକଣା କୋହଳ…

ଚାଷୀଙ୍କ ବୀମାଭୁକ୍ତ ଅବଧି ୫ ପର୍ଯ୍ୟନ୍ତ ବଢ଼ିଲା

ଭୁବନେଶ୍ୱର,୩।୮(ବ୍ୟୁରୋ): ଚଳିତ ଖରିଫ୍‌ରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ଚାଷୀମାନେ…

ୟୁଏସ୍‌ ଓପନ୍‌ରୁ ଓହରିଲେ କିରଗିଓସ

ସିଡ୍‌ନୀ, ୩ା୮ (ଏ.ପି)- କରୋନା ଭାଇରସ୍‌ ଆଶଙ୍କାରେ ନିକ୍‌ କିରଗିଓସ୍‌ ୟୁଏସ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। କୋଭିଡ୍‌-୧୯ରେ ସଂକ୍ରିମତ ହୋଇ ଆମେରିକାରେ ଲକ୍ଷାଧିକ ଲୋକଙ୍କର…

ସକାଳ ୭ରୁ ୨ଟା ଯାଏ ବ୍ୟବସାୟ

ଅନୁଗୋଳ ଅଫିସ୍‌, ୩।୮: ସଂକ୍ରମଣ ରୋକିବାକୁ ସରକାରଙ୍କ ନିର୍ଦ୍ଦେଶନାମା ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ସରକାରୀ ନିର୍ଦ୍ଦେଶର…

ଲଘୁଚାପ ବର୍ଷା ଆଶ୍ୱସ୍ତି ଦେବ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶ୍ରାବଣରେ ମୌସୁମୀ ଯେପରି ଉଭାନ ହୋଇଯାଇଛି। ଟାଇଁ ଟାଇଁ ଖରାରେ କ୍ଷେତ ଫାଟି ଆଁ କରିଛି। କେନାଲରେ ପାଣି ନ ଥିବାବେଳେ ଠିକ୍‌ ସମୟରେ ସରକାରଙ୍କ…