୩୬ ଘଣ୍ଟା ପରେ ମୁହଁ ଖୋଲିଲେ ସରକାର: ଜୁନ ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ସୃଷ୍ଟି ହେବାର ୩୬ ଘଣ୍ଟା ପରେ ସରକାର ମୁହଁ ଖୋଲିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୧୯ ଅପରାହ୍ନ…

ଲକ୍‌ଡାଉନ୍‌: ୫ ମାସରେ ଶରୀର ଓଜନ ୧୭୭ କିଲୋରୁ ହେଲା ୨୭୮ କିଲୋ

ଉହାନ, ୧୭।୬: ଚାଇନାର ଉହାନ ସହର କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ। ସଂକ୍ରମଣ ଯୋଗୁ ଏଠାରେ ଲକ୍‌ଡାଉନ୍‌ ଜାରି ହୋଇଥିଲା। ଲକ୍‌ଡାଉନ୍‌ ସମୟରେ କେବଳ ଘରେ ବସି ଖାଇବା…

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି: ପ୍ରତିଟି ଅକ୍ଷରରେ ତାଙ୍କ ଫିଲ୍ମର ଚରିତ୍ର ତିଆରିକଲେ ଚିତ୍ରକାର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇପଡ଼ିଛି ସିନେଜଗତ। ପ୍ରଶଂସକଙ୍କଠାରୁ ଆରମ୍ଭକରି ସେଲିବ୍ରିଟିମାନେ ତାଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରୁଛନ୍ତି। କେହି କେହି…

ଭାରତ-ଚାଇନା ସଂଘର୍ଷରେ ଶହୀଦ ହୋଇଛନ୍ତି ରାଇରଙ୍ଗପୁରର ଯବାନ ନନ୍ଦୁରାମ, ଗ୍ରାମରେ ଶୋକର ଛାୟା

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.): ଗଲଓ୍ବାନ୍‌ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେଥିରେ ୨ଜଣ ଓଡ଼ିଆ…

କରନ-ସଲମାନ-ୟଶରାଜ ଫିଲ୍ମକୁ ବହିଷ୍କାର ପାଇଁ ଅନ୍‌ଲାଇନ୍‌ ପିଟିଶନ୍‌: ୮ ଲକ୍ଷ ୫୦ ହଜାରରୁ ଅଧିକ ୟୁଜର କଲେ ସାଇନ୍‌

ମୁମ୍ବାଇ, ୧୭।୬: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡରେ ବଂଶବାଦ ସୃଷ୍ଟି କରିଥିବା ଅଭିନେତା ଏବଂ ଫିଲ୍ମ ନିର୍ମାତାଙ୍କୁ ବହିଷ୍କାର କରିବା ଲାଗି ଏକ ଅନ୍‌ଲାଇନ୍‌…

ସୁଶାନ୍ତଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ୫ ବର୍ଷର ଭଣଜା ନିର୍ବାଣ

ମୁମ୍ବାଇ: ବଲିଉଡ୍‌ ଆକ୍ଟର ସୁଶାନ୍ତ ସିଂ ରାଜପୁତ ରବିବାର ଆତ୍ମହତ୍ୟା କରିଥିଲେ। ମୁମ୍ବାଇସ୍ଥିତ ନିଜ ଘରେ ସେ ଏପରି ଘଟାଇଥିଲେ। ଏହି ଖବର ପୂରା ଫିଲ୍ମ ଇଣ୍ଡଷ୍ଟ୍ରିକୁ…

ଶହୀଦ ଯବାନଙ୍କ ବଳିଦାନକୁ ଭୁଲିବ ନାହିଁ ଦେଶ: ରାଜନାଥ ସିଂ

ନୂଆଦିଲ୍ଲୀ,୧୭।୬: ଗଲଓ୍ବାନ ଉପତ୍ୟକାରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଭାରତୀୟ ସେନାର ୨୦ ଯବାନ ଶହୀଦ ହୋଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ ନିଲମ୍ବିତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡା ବ୍ଲକ ବୈତରଣୀ ସଂରକ୍ଷିତ ଜଙ୍ଗଲରେ ଗତ ଶନିବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ, ଓ…

ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଭାଙ୍ଗି ପଡ଼ିଛନ୍ତି ଅଙ୍କିତା

ବମ୍ବେ: ଦିନ ଥିଲା ଉଭୟ ଉଭୟଙ୍କୁ ଭଲପାଇ ବସିଥିଲେ। ବିବାହ କରିବେ ବୋଲି ନିଷ୍ପତ୍ତି ମଧ୍ୟ ନେଇଥିଲେ। ହେଲେ ଏହା ହୋଇପାରି ନ ଥିଲା। ଶେଷରେ ସୁଶାନ୍ତ…

ଯବାନଙ୍କଠାରୁ ସାହସୀ ଆଉ କେହି ନୁହଁନ୍ତି: ବିରାଟ କୋହଲି

ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ସାରା ଦେଶରେ ଶୋକ ପ୍ରକାଶ କରାଯାଇଛି। କ୍ରିକେଟରମାନେ ମଧ୍ୟ…