ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ ପହଞ୍ଚତ୍ଥିଲା।…

ରାଜ୍ୟରେ ୨୮% ଅଧିକ ବର୍ଷା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗତ ୧୬ ଦିନ ମଧ୍ୟରେ ରାଜ୍ୟକୁ ଭଲ ବର୍ଷା ହୋଇଛି। ଏହି ସମୟରେ ସ୍ବାଭାବିକଠାରୁ ୨୮ ପ୍ରତିଶତ ଅଧିକ ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା…

ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ…

ପିଏନ୍‌ବିରୁ ୩୨ କୋଟି ଠକେଇ ମାମଲା: କୌଶିକଙ୍କ ଲକରରୁ ୩୭.୯ଲକ୍ଷ ଜବତ

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ସ୍କୋୟାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍‌ (ପିଏନ୍‌ବି) ଶାଖାରେ ୩୨ କୋଟି ଠକେଇ ଘଟଣାର ତଦନ୍ତ ଚଳାଇଛି ସିବିଆଇ। ମଙ୍ଗଳବାର ଏହି ଘଟଣାର ମୁଖ୍ୟ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ

ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ। ସେମାନଙ୍କ…

ଗୋରୁ ବୋଝେଇ ଗାଡ଼ି ଜବତ

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ନିକଟସ୍ଥ ୪୯ନଂ. ଜାତୀୟ ରାଜପଥର ବାଇପାସ୍‌ ଛକରେ ସୋମବାର ରାତିରେ ପୋଲିସ ଏକ ଗୋରୁ ବୋଝେଇ ଗାଡ଼ି ଜବତ କରିଛି। ଏହି…

ସଙ୍ଗରୋଧ କେନ୍ଦ୍ରରେ ଟିକଟିକ୍‌, ପ୍ରଶାସନ ପାଖରେ ଖବର ନାହିଁ

ବାରିପଦା ଅଫିସ,୧୭ା୬- ପ୍ରଶାସନ ପକ୍ଷରୁ ହୋଇଥିବା ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ଜଣେ ଯୁବକ କିଛି ଦିନ ହେଲାଣି ଟିକଟିକ୍‌ ଭିଡ଼ିଓ ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଦୁଇଦିନ ତଳେ…

ସଙ୍ଗରୋଧ କେନ୍ଦ୍ରରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉଠାଇ ବ୍ଲାକମେଲିଂ: ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ଏକ ସଙ୍ଗରୋଧ କେନ୍ଦ୍ରରେ ରହୁଥିତ୍ବା ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଉଠାଇ ବ୍ଲାକମେଲିଂ କରିବା ଅଭିଯୋଗରେ ପୋଲିସ ଜଣେ…

ଆଲୋଚନା ପାଇଁ ସମୟ ମାଗିଲା ଫାଇନାନ୍ସ କମ୍ପାନୀ

ସଜନାଗଡ଼, ୧୭।୬(ଡି.ଏନ.ଏ.)-ସରକାର ବିଭିନ୍ନ ଫାଇନାନ୍ସ କମ୍ପାନୀକୁ ଋଣ ଅସୁଲ କରିବା ଉପରେ ରୋକ୍‌୍‌ ଲଗାଇଛନ୍ତି। ହେଲେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକ ନିର୍ଦ୍ଦେଶ ପାଳନ ନ କରି ମହିଳା ଏସ୍‌ଏଚ୍‌ଜି…

ଜିଲାସ୍ତରୀୟ କୃଷି ନୀତି ନିର୍ଦ୍ଧାରଣ କମିଟି ବୈଠକ: ‘ଜୈବିକ କୃଷି ଉପରେ ଗୁରୁତ୍ୱ ଦିଅ’

ବାଲେଶ୍ୱର ଅଫିସ, ୧୭।୬-ବାଲେଶ୍ୱରସ୍ଥିତ ଓସୱାନ ହଲ୍‌ରେ ମଙ୍ଗଳବାର ଖରିଫ ୨୦୨୦ ନିମନ୍ତେ ଜିଲାସ୍ତରୀୟ କୃଷି ନୀତି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କେ. ସୁଦର୍ଶନ…