୩ ଥର ସଚିନଙ୍କୁ ଆଉଟ୍‌ କରିଥିଲେ, ଏବେ ଘର ଘର ବୁଲି ଏସି ସଜାଡୁଛନ୍ତି ଏହି ଖେଳାଳି

କୁହାଯାଏ ଯେ ଥରେ ଜଣେ ଖେଳାଳି ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ପରେ ସେ ମାଲାମାଲ ହୋଇଯାନ୍ତି। ବ୍ୟାଙ୍କ ବାଲାନ୍ସ, ବଙ୍ଗଳା, କାର ଭଳି ସବୁ ସୁବିଧା ଅନ୍ତର୍ଜାତୀୟ…

ମଦ ନିଶାରେ ପରିବାରର ୫ଜଣଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ନିଶା ସେବନ କଲେ ମଣିଷ ନିଜର ହିତାହତ ଜ୍ଞାନ ହରାଇ ବସିଥାଏ। ସେ ସମୟରେ ସେ କ’ଣ କରିଥାଏ ନିଜେ ବୁଝିପାରି ନ ଥାଏ। ମାଲାକନଗିରି…

ନଦୀରେ ଭାସିଯାଇ ଭାଉଜ, ଦିଅର ମୃତ

ବୈପାରିଗୁଡା,୧୬ା୬(ଡି.ଏନ.ଏ.)-କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅନ୍ତର୍ଗତ କଳାପଡ଼ା ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ନଦୀ ପାର ହେଉଥିବା ବେଳେ ଜଣେ ମହିଳା ଓ ଜଣେ…

ରଥରେ ଲାଗିଲା କଳସ, ଓଲଟ ଶୁଆ

ପୁରୀ ଅଫିସ,୧୬ା୬:  ରଥଯାତ୍ରା ପାଇଁ ଚାଲିଥିବା ତିନିରଥ ନିର୍ମାଣ କାମ ସରି ସରି ଆସୁଛି। ରଥଖଳାରୁ କାମ ପ୍ରାୟ ଶେଷ ହୋଇଥିବାବେଳେ ଏବେ ରଥ ଉପରେ ଅଳ୍ପ…

୨୦ରୁ ପୁଣି ଝାରସୁଗୁଡ଼ା-ରାୟପୁର ବିମାନ ସେବା

ଭୁବନେଶ୍ୱର, ୧୬।୬(ବ୍ୟୁରୋ)- ଆଲାଏନ୍ସ ଏୟାର ପକ୍ଷରୁ ଆସନ୍ତା ୨୦ ତାରିଖରୁ ଝାରସୁଗୁଡ଼ାରୁ ରାୟପୁର ବିମାନ ସେବା ପୁଣି ଆରମ୍ଭ ହେବ। ଗତବର୍ଷ ଜୁନ୍‌ ୬ରୁ ଝାରସୁଗୁଡାର ବୀର…

ଗାଧୋଇବା ବେଳେ ଟିକ୍‌ଟକ୍‌ ଭିଡିଓ କରିବା ହେଲା କାଳ: ବାହ୍ମଣୀରେ ବୁଡ଼ିଗଲେ ଯୁବକ

ପଟ୍ଟାମୁଣ୍ଡାଇ,୧୬ା୬(ସ୍ବ.ପ୍ର.)- ଗାଧୋଉଥିବା ବେଳେ ମୋବାଇଲେ ଟିକଟକ୍‌ ଭିଡିଓ କରିବା କାଳ ହୋଇଛି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ ଅନ୍ତର୍ଗତ ନାହିଆଦିଆ ଗ୍ରାମରେ ଏଭଳି ଘଟଣା…

ମହାନଦୀକୁ ଡେଇଁ ପଡ଼ିଲେ ଯୁବତୀ

ବାଙ୍କୀ,୧୬ା୬(ସ୍ବ.ପ୍ର.)-ବାଙ୍କୀ ଜାତମୁଣ୍ଡିଆ ସୁବର୍ଣ୍ଣପୁର ସେତୁ ଉପରୁ ମଙ୍ଗଳବାର ମହାନଦୀକୁ ଡେଇଁ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ବୟସ ୨୫ ବର୍ଷ ହୋଇଥିବା ବେଳେ ତିଗିରିଆ ଅଞ୍ଚଳର…

ଅଜଗରକୁ ପିଟି ମାରିଦେଲେ, କୂଅରୁ କୁଟୁରା ଉଦ୍ଧାର

ଆର,ଉଦୟଗିରି,୧୬ା୬(ଡି.ଏନ୍‌.ଏ.)- ଆର୍‌.ଉଦୟଗିରି ଅଞ୍ଚଳରେ ଲୋକେ ଏକ ଅଜଗରକୁ ମାରି ଦେଇଥିବାବେଳେ ଚନ୍ଦ୍ରଗିରି ଅଞ୍ଚଳରେ ଏକ କୁଟୁରା ଶାବକକୁ ଲୋକେ କୂଅରୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।…

ସପରିବାରେ ଯାଇପାରିବେନି ପାକିସ୍ତାନ ଖେଳାଳି

କରାଚୀ, ୧୬ା୬ (ପି.ଟି.)-ଇଂଲଣ୍ଡ ଟୁର୍‌ ବେଳେ ଖେଳାଳି ଓ ଅଫିସିଆଲମାନେ ସେମାନଙ୍କ ସାଥିରେ ପରିବାର ନେଇ ଯିବାକୁ ଅନୁମତି ଦେବ ନାହିଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)।…