ସବାଇଘାସର ରାଖୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ଭଉଣୀ-ଭାଇ ବନ୍ଧନର ପବିତ୍ର ପର୍ବ ‘ରାଖୀ ପୂର୍ଣ୍ଣିମା’। ଏଥିପାଇଁ ରାଖୀ ବଜାରରେ ଭିଡ଼ ଲାଗିବା କଥା। କିନ୍ତୁ କରୋନା ମହାମାରୀ…

ଜେଲକୁ କର୍ମଚାରୀ ନେଇପାରିବେନି ଫୋନ୍‌

ଭୁବନେଶ୍ୱର,୧।୮(ବ୍ୟୁରୋ): ଝାରପଡା ଜେଲ ଭିତରେ ଗ୍ୟାଙ୍ଗ୍‌ଷ୍ଟର ଟିଟୋ ଖଟି କରୁଥିବାର ଏକ ଭିଡିଓ ନିକଟରେ ଭାଇରାଲ ହୋଇଥିଲା। ଏହା ପୂର୍ବରୁ କଏଦୀମାନେ ମୋବାଇଲ୍‌ ଫୋନ୍‌ରେ କଥା ହେବା…

୯ ଜେଲରେ କ୍ଷମତାଠୁ ଅଧିକ କଏଦୀ

କଟକ ଅଫିସ,୧।୮: ଜେଲ୍‌ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍‌ରେ କ୍ଷମତାଠାରୁ ଅଧିକ…

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌…

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି…

ରାଜ୍ୟ ସଂଗ୍ରହାଳୟରେ ନୌବାଣିଜ୍ୟ ଗ୍ୟାଲେରି ଉଦ୍‌ଘାଟିତ

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରି ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ…

ମା’ବାପା, ବିଦ୍ୟାଶ୍ରୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା

ଭୁବନେଶ୍ୱର,୧।୮ (ବ୍ୟୁରୋ) : ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ରହସ୍ୟଜନକ ମୃତ୍ୟୁ ମାମଲାକୁ ଗୁରୁତ୍ୱର ସହ ନେଇଛି କ୍ରାଇମବ୍ରାଞ୍ଚ। ଜିଆର୍‌ପିଠାରୁ ସମସ୍ତ ଦସ୍ତାବିଜ ନେବା ସହ ତଦନ୍ତକୁ ଜୋର୍‌ଦାର…

ପୀୟୂଷ ଗୋୟଲଙ୍କ ସହ ମତଭେଦ ଯୋଗୁ ପଦ ଛାଡ଼ିଥିଲେ ଉର୍ଜିତ

ନୂଆଦିଲ୍ଲୀ,୧।୮ : ପୀୟୂଷ ଗୋୟଲଙ୍କ ସହ ମତଭେଦ ଯୋଗୁ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଉର୍ଜିତ ପଟେଲ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ। ଉର୍ଜିତ ସିଧାସଳଖ ଭାବେ…

୫୪,୫୩୮ ଟଙ୍କା ଛୁଇଁଲା ସୁନା

ନୂଆଦିଲ୍ଲୀ,୩୧।୭ : ଅନ୍ତର୍ଜାତୀୟ ବଜାରରେ ସୁନା ଚାହିଦା ଲାଗି ରହିବାରୁ ସୁନା ଦରରେ ବୃଦ୍ଧି ଘଟିଥିବା ଜଣାପଡିଛି। ଶୁକ୍ରବାର ଦିଲ୍ଲୀରେ ୧୦ ଗ୍ରାମ ପିଛା ସୁନା ଦର…

ପିପିଇ କିଟ୍‌ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି…