କୋଭିଡ-୧୯କୁ ନେଇ ପ୍ରତିଯୋଗିତା, ଜିତିଲେ ମିଳିବ ୩୭ କୋଟି ଟଙ୍କା

ଏବେ ସାରା ବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରିଛି। ପାଖାପାଖି ୨୧୪ ଦେଶରେ ଏହି ମହାମାରୀ ତାଣବ ରଚିଛି। କରୋନା ଟେଷ୍ଟ ପାଇଁ ସମୟ ଲାଗୁଥିବାରୁ…

ନନ୍ଦନକାନନ ପାଳିଲା ବ୍ୟାଘ୍ର ଦିବସ

ବାରଙ୍ଗ,୩୦।୭(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବୁଧବାର ଅନ୍‌ଲାଇନ ମାଧ୍ୟମରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳନ କରିଛି। କରୋନା ଲାଗି ନନ୍ଦନକାନନ ବନ୍ଦ ଥିବାବେଳେ ବ୍ୟାଘ୍ର ସଂରକ୍ଷଣର ବାର୍ତ୍ତା…

ବିଧାନସଭା ଅଧିବେଶନ ଡାକିବାର କାରଣ କହି ପାରୁ ନାହାନ୍ତି ମୁଖ୍ୟମନ୍ତ୍ରୀ: ରାଜ୍ୟପାଳ

ଜୟପୁର,୩୦।୭: ରାଜସ୍ଥାନ ରାଜନୀତିକୁ ନେଇ ଏବେବି ଚର୍ଚ୍ଚା ଥମି ନାହିଁ। ଇତିମଧ୍ୟରେ ରାଜ୍ୟପାଳ କଲରାଜ ମିଶ୍ର ଏକ ସ୍ବତନ୍ତ୍ର ସାକ୍ଷାତ୍‌କାରରେ କହିଛନ୍ତି, ଏବେବି ରାଜସ୍ଥାନ ରାଜନୀତି ସ୍ବାଭାବିକ…

ହେପାଟାଇଟିସ୍‌ ଔଷଧରେ ଭଲ ହେବ କରୋନା

ରୋହତକ, ୩୦।୭: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ସମ୍ପର୍କରେ ଚର୍ଚ୍ଚା ଜାରି ରହିଛି।…

ସ୍ବର୍ଗଦ୍ୱାର ପୁନରୁଦ୍ଧାର କାମର ସମୀକ୍ଷା

ପୁରୀ ଅଫିସ, ୩୦।୭: ସ୍ବର୍ଗଦ୍ୱାର ପାଇବ ନୂଆରୂପ। ମୃତଦେହ ଦାହ ପାଇଁ ଆସୁଥିବା ବନ୍ଧୁ ପରିଜନଙ୍କୁ ମିଳିବ ବିଶେଷ ସୁବିଧା। ସ୍ବର୍ଗଦ୍ୱାର ପୁନରୁଦ୍ଧାର ସହ ଏହାର ଚତୁଃପାର୍ଶ୍ୱକୁ…

୪ଦିନ ହେବ ବସ୍ତିରେ ରହିଛନ୍ତିି ପଜିଟିଭ୍‌

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବସ୍ତି ଓ ଶିଳ୍ପାଞ୍ଚଳରେ କାର୍ଯ୍ୟ କରୁଥିବା ବାହାର ଶ୍ରମିକଙ୍କ ପାଇଁ ଭୁବନେଶ୍ୱରରେ ଏବେ ସଂକ୍ରମଣ ବଢ଼ିଚାଲିଛି। ବର୍ତ୍ତମାନ ସହରରେ ୫ଶହରୁ ଊର୍ଦ୍ଧ୍ୱ ବସ୍ତି ରହିଛି।…

ଏସ୍‌ବିଆଇରେ ଚାକିରି କରିବାକୁ ଚାହୁଁଥିଲେ, ଗ୍ରାଜୁଏଶନ୍‌ ପାସ୍‌ଙ୍କ ପାଇଁ ୩୮୫୦ ପଦବୀ ଖାଲି, ଲିଖିତ ପରୀକ୍ଷା ନାହିଁ

ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଅଫିସର ପଦବୀ ପାଇଁ ଗ୍ରାଜୁଏଶ୍‌ନ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ଲାଗି ସୁବର୍ଣ୍ଣ ନିଯୁକ୍ତି ସୁଯୋଗ ଆଣିଦେଇଛି। ପାଖାପାଖି ୪୦୦୦ ନିଯୁକ୍ତି ପଦବୀ…

ପଦୋନ୍ନତି ପରେ ବଦଳିଲେ ୨୨ ଏଏସ୍‌ପି

କଟକ ଅଫିସ,୩୦।୭: ରାଜ୍ୟ ଗୃହ ବିଭାଗ ସୋମବାର ୨୨ଜଣ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛି। ପଦୋନ୍ନତି ପରେ ଏହି ୨୨ଜଣ ଏଏସ୍‌ପିଙ୍କୁ ବଦଳି କରାଯାଇଛି।…

କଂଗ୍ରେସରୁ ଦୂରେଇ ଯାଇଥିଲେ ବି ଫେରିବାର ବାଟ ଖୋଲା ରଖିଛନ୍ତି ପାଇଲଟ

ନୂଆଦିଲ୍ଲୀ,୩୦।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସହ ମନୋମାଳିନ୍ୟକୁ ନେଇ ପୁର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ତାଙ୍କ ପଦ ହରାଇଛନ୍ତି। ଆଉ ଏବେ ସେ କଂଗ୍ରେସ…

୨୨ ବର୍ଷ ପରେ ଘର ବାହୁଡ଼ିବେ ଭଗବାନ ମହାଦେବ…

ଜୟପୁର, ୩୦।୭: ରାଜସ୍ଥାନରେ ୨୨ ବର୍ଷ ପରେ ଭଗବାନ ମହାଦେବ ଘରକୁ ବାହୁଡ଼ିବେ। ୧୯୯୮ରେ ରାଜ୍ୟର ଚିତୋରଗଡ଼ସ୍ଥିତ ବରୋଲିର ଘାଟଶ୍ୱର ମନ୍ଦିରରୁ ମହାଦେବଙ୍କ ନବମ ଶତାବ୍ଦୀର ପ୍ରାଚୀନ…